ଔଷଧ ପରେ ଏବେ ସିନେମା ଉପରେ ୧୦୦% ଶୁଳ୍କ ଲଗାଇଲେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କର ଟାରିଫ ଧାରା ଜାରି ରହିଛି। ଷ୍ଟୀଲ, ଅନ୍ୟାନ୍ୟ ଉତ୍ପାଦ ଓ ଔଷଧ ପରେ ଏବେ ସିନେମା ଉପରେ ଟାରିଫ ଲଗାଇଛନ୍ତି ଟ୍ରମ୍ପ। ଏନେଇ ସେ ସୋମବାର ଟ୍ରୁଥ୍ […]

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲେ କାନାଡ଼ା ସରକାର

କାନାଡ଼ା :କାନାଡା ରେ ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗକୁ ଏକ ଆତଙ୍କବାଦୀ ଗୋଷ୍ଠୀ ଭାବରେ ଘୋଷଣା କରିଛି। କାନାଡା ସରକାର କହିଛନ୍ତି ଯେ ଏହି ଗ୍ୟାଙ୍ଗ ଭାରତରେ ଅବସ୍ଥିତ ଏବଂ ଏହାର ନେତା ଜେଲରେ ଥିବା […]

ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଗୁଡିକ ହେଲା-ଶ୍ରମ ବିଭାଗର ବାଣିଜ୍ୟ […]

ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି।

ଭୁବନେଶ୍ୱର: ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି। ସାମ୍ୱାଦିକ ସମ୍ମିଳନୀରେ ପୋଲିସ୍ କମିଶନର ଦେଇଛନ୍ତି ସୂଚନା। ଏଥର ଟ୍ୱିନସିଟିରେ ମୁତୟନ ହେବେ ୬୧ ପ୍ଲାଟୁନ୍ ଫୋର୍ସ। ପୋଲିସ ସହ ୨୦ ପ୍ଲାଟୁନ୍ ହୋମଗାର୍ଡ ମୁତୟନ […]

ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ

ଚାଉଳିଆଗଞ୍ଜ: ମଦନମୋହନ ମଠ ସ୍ଥିତ ପତଞଳି ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ ରାଜ୍ୟ ପ୍ରଭାରୀ ରାଧାମାଧବ ବହିଦାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଉତ୍ସବକୁ ଉଦଘାଟନ କରି ସହ ରାଜ୍ୟ ପ୍ରଭାରୀ ସୁନିଲ ଶର୍ମା ଆଧ୍ୟାତ୍ମିକତା […]

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ଦାବିକଲେ ଗୋବିନ୍ଦ ସାହୁଙ୍କ ପରିବାର

ଭୁବନେଶ୍ବର: ପିତାଙ୍କ ହତ୍ୟାକାରୀକୁ ଧରିବା ପାଇଁ ସିବିଆଇ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦାବିପତ୍ର ଦେଲେ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ।ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ଗୋବିନ୍ଦ […]

ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀ

ଭୁବନେଶ୍ୱର:ଆଗକୁ ଆଉ ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀମାନେ । ୩ ବର୍ଷରୁ ଅଧିକ ଦିନ ଧରି ଗାଦି ମାଡ଼ି ବସିଥିବା ସମସ୍ତ ଅଧିକାରୀଙ୍କୁ […]

ପାକିସ୍ତାନକୁ 5 ୱିକେଟରେ ପରାସ୍ତ କରି ଭାରତ ଏସିଆ କପ୍ ଚାମ୍ପିଅନ୍

ଦୁବାଇ:ଏସିଆ କପ୍ ଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଭାରତ ଟ୍ରଫି ଜିତିଛି। ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ଅର୍ଦ୍ଧଶତକ ଭାରତର ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା।ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ପାକିସ୍ତାନ ୧୯.୧ […]

ବିସ୍ଫୋରକ ଓ ବନ୍ଧୁକ ତିଆରି କାରଖାନାକୁ ଧ୍ବଂସ 

ମାଲକାନଗିରି: ସୁକମା ଜିଲ୍ଲାର ମେଟାଗୁଡା ଜଙ୍ଗଲରେ ଏକ ବଡଧରଣର ହମଲାକୁ ବିଫଳ କଲେ ଯବାନ ମାନେ । ଜଙ୍ଗଲରେ ନକ୍ସଲ ତିଆରି କରିଥିବା ବନ୍ଧୁକ କାରଖାନା ଚାଲିଥିଲା । ଏହି କାରଖାନାରେ ବାରୁଦ, ବନ୍ଧୁକ […]

ବ୍ରାଉନ ସୁଗାର ଜବତ ବେଳେ ୨ ଗିରଫ

ପୁରୀ: ୨୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁରୀ ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ପୁରୀ […]