ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା ଜାରି: କମିଶନରେଟ୍ ପୋଲିସ

ଭୁବନେଶ୍ୱର: ଦୁର୍ଗାପୁଜା ପାଇଁ ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା […]

ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ କରାଯିବ। ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର […]

ଲଘୁଚାପ ପ୍ରଭାବରୁ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା […]

ସୋନମ ୱାଙ୍ଗଚୁକଙ୍କ ଏନଜିଓର ଲାଇସେନ୍ସ ବାତିଲ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସୋନମ ୱାଙ୍ଗଚୁକଙ୍କ ଏନଜିଓର ଲାଇସେନ୍ସ ରଦ୍ଦ କରିଛନ୍ତି। ଲେହ ହିଂସା ପରେ ଗୃହ ମନ୍ତ୍ରଣାଳୟ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କେନ୍ଦ୍ର ସରକାର FCRA ନିୟମ ଉଲ୍ଲଂଘନ କରିଥିବାରୁ SECMOLର […]

ବିହାରରେ ବିଜେପି କଲା ବଡ଼ ଘୋଷଣା, ଧର୍ମେନ୍ଦ୍ରଙ୍କୁ ମିଳିଲା ବଡ଼ ଦାୟିତ୍ୱ

ପାଟନା: ଭାରତୀୟ ଜନତା ପାର୍ଟି ଗୁରୁବାର ଏକ ବଡ଼ ଘୋଷଣା କରିଛି। ଭାଜପା ବିହାର ଏବଂ ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କରିଛି। ଦଳ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର […]

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଏମସି ପକ୍ଷରୁ ପୁରୁଣା ଭୁବନେଶ୍ୱରରେ ଆୟୋଜିତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଣିକି ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ଏହାସହ ସ୍ୱଚ୍ଛ […]

ରାଷ୍ଟ୍ରପତିଙ୍କଠୁ ଜାତୀୟ ପୁରସ୍କାର ଗ୍ରହଣ କଲେ ଚିତ୍ରଶିଳ୍ପୀ ମାନସ ଦାସ

ନୂଆଦିଲ୍ଲୀ: ଫାଇନ ଆର୍ଟ ବା ଚିତ୍ରକଳା ଶୀର୍ଷକ ‘ଏ କଲ ଫର ପ୍ରୋଗ୍ରେସ’ ପାଇଁ ମାନସ ଗ୍ରହଣ କରିଛନ୍ତି ଜାତୀୟ ପୁରସ୍କାର । ରାଷ୍ଟ୍ରପତିଙ୍କଠୁ ମାନପତ୍ର ସହ ୨ ଲକ୍ଷ ଟଙ୍କାର ଅର୍ଥ ରାଶି […]

ଏସିଆ କପ୍‌ ଫାଇନାଲରେ ଭାରତ

ଦୁବାଇ: ଭାରତ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ସୁପର-୪ ମ୍ୟାଚରେ ବାଂଲାଦେଶକୁ ୪୧ ରନରେ ପରାସ୍ତ କରିଛି। ଏଥିସହ ଭାରତ ପ୍ରଥମ ଦଳଭାବେ ୪ ପଏଣ୍ଟ ପାଇ ଫାଇନାଲରେ ପ୍ରବେଶ କରିଛି। […]

୭୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ: ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ୭୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଅସ୍ତ୍ରଶସ୍ତ୍ର ଛାଡି ସମାଜର ମୁଖ୍ୟତ୍ସୋତରେ ସାମିଲ ହେବା ଲାଗି ଏସପିଙ୍କ ନିକଟରେ ସେମାନେ ଆତ୍ମସର୍ମପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୫୦ […]

ଦିନକ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ

ଭୁବନେଶ୍ବର: ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ସେପ୍ଟେମ୍ବର ୧୬ରୁ ଅଧିବେଶନ ଆରମ୍ଭ ହୋଇଥିଲା। ସୂଚୀ ଅନୁସାରେ ସେପ୍ଟେମ୍ବର […]