ମଣିପୁର ନାଁରେ ହିଁ ମଣି ଅଛି: ମୋଦି

ମଣିପୁର: ମଣିପୁରର ଚୁରାଚନ୍ଦପୁରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ।ମଣିପୁର ବିକାଶ ପଥରେ ଆଗେଇ ଚାଲିଛି କହିଲେ ମୋଦି। ମୁଁ ମଣିପୁରର ଲୋକମାନଙ୍କର ଉତ୍ସାହକୁ ସଲାମ କରୁଛି। ମଣିପୁର ନାଁରେ ହିଁ ମଣି ଅଛି।ମଣିପୁର ସାହସ ଓ […]

ନୂଆପଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ନୂଆପଡା : ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଉପନିର୍ବାଚନ ହେବ। ଏଥି ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁସାରେ ନୂଆପଡ଼ା ଆସନରେ ଉପନିର୍ବାଚନ […]

ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ ଛାତ

କୋରାପୁଟ: ଏସପିଙ୍କ କାର୍ଯ୍ୟାଳୟ ନିକଟରେ ଅଘଟଣ । କୋରାପୁଟରେ ମାର୍କେଟ୍ କମ୍ପ୍ଲେକ୍ସ ଭୁଶୁଡ଼ିବା ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ପାନ ଦୋକାନୀ ପି.ଲୋକନାଥଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତାଙ୍କୁ ପ୍ରଥମେ […]

ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଆମ ବସ୍ କର୍ମଚାରୀ

ଭୁବନେଶ୍ୱର: ଦରମା ନ ମିଳିବରୁ ଗାଡ଼ି ଗଡ଼ିଲାନି । ସଠିକ ସମୟରେ ଦରମା ନ ମିଳିବା ପ୍ରତିବାଦରେ ଆମ ବସ୍ ଡ୍ରାଇଭରମାନେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି । ୪୨ ଦିନ ହେବ ଦରମା […]

ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୭ରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବ୍ରହ୍ମପୁରରେ ଏକ ବିଶାଳ ଜନ ସମାବେଶରେ ଯୋଗଦେବାର ସମ୍ଭାବନା ଅଛି। ମୋଦିଙ୍କ ଯୋଜନାବଦ୍ଧ ଗସ୍ତର […]

ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ:ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସମଗ୍ର ଦେଶରେ ବାଣ ବନ୍ଦ କରାଯିବା ଉଚିତ ପ୍ରଦୂଷଣ କୁ ନେଇ ଏହିଭଳି ଏକ ମନ୍ତବ୍ୟ ଦେଇଛନ୍ତି ସୁପ୍ରିମକୋର୍ଟ। ମୁଖ୍ୟ ବିଚାରପତି ବି ଆର ଗଭାଇ କହିଛନ୍ତି ଯେ ଯଦି ଏନସିଆର ସହରଗୁଡ଼ିକର […]

ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାମରା ତହସିଲଦାର

ଭୁବନେଶ୍ୱର : ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାମରା ତହସିଲଦାର ଅଶ୍ବିନୀ ପଣ୍ଡା । ସେ ୨୦୧୯ ବର୍ଷର ଓଏଏସ ଟପ୍ପର ।୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି । ତହସିଲଦାର […]

ଅର୍ଚ୍ଚନା ନାଗଙ୍କ ଘରେ ED ଚଢ଼ାଉ

ଭୁବନେଶ୍ବର : ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗଙ୍କ ଘରେ ଚଢ଼ାଉ କରିଛି ED । ୨୦୨୨ ଅର୍ଥ କାରବାର ମାମଲାରେ ଚଢ଼ାଉ କରିଛି ED । ସୂଚନା ଯୋଗ୍ୟ, ଅର୍ଚ୍ଚନା ନାଗ […]

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ନିଯୁକ୍ତି ମିଳିଛି । ସେ […]

ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ହାଇକୋର୍ଟକୁ ଏକ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି । ବିଚାରପତିଙ୍କ ଚାମ୍ବର ଏବଂ ଅନ୍ୟାନ୍ୟ ସ୍ଥାନରେ ତିନୋଟି ବୋମା ରଖାଯାଇଛି । ଅପରାହ୍ନ ନମାଜ ପରେ ବିସ୍ଫୋରଣ ହେବ […]