ବିଶ୍ୱ ଭ୍ରମଣରେ ବାହାରିଲେ ୩ ସେନାର ମହିଳା ଅଧିକାରୀ

ନୂଆଦିଲ୍ଲୀ: ଆଗକୁ ଦଶହରା ଆସୁଥିବାରୁ, ଦେବୀ ଶକ୍ତିକୁ ଅନୁଭବ କରିବ ଧରଣୀ। ଏହି ଅବସରରେ ଆମ ଦେଶର ମହିଳାମାନେ ବି ବିଭିନ୍ନ ଦିଗରେ ପ୍ରତିନିଧିତ୍ୱ କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ତିନିଟି […]

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ପ୍ରଫୁଲ୍ଲ ମଲ୍ଲିକ ନିଲମ୍ବିତ

ଭୁବନେଶ୍ୱର: ପ୍ରଫୁଲ୍ଲ ମଲ୍ଲିକଙ୍କୁ ନିଲମ୍ବିତ କଲା ବିଜେଡି । ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ […]

ସିପି ରାଧାକ୍ରିଷ୍ଣନ୍ ଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭବନରେ ଏକ ସମାରୋହରେ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ସିପି ରାଧାକ୍ରିଷ୍ଣନ୍ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସକାଳ ୧୦.୧୦ ମିନିଟରେ ତାଙ୍କୁ ଶପଥ ପାଠ କରାଇଛନ୍ତି। […]

ନେପାଳରେ ଫସିଛନ୍ତି ୨୩ ଓଡ଼ିଆ ପର୍ଯ୍ୟଟକ

ଭୁବନେଶ୍ୱର: ନେପାଳରେ ଫସିଛନ୍ତି ଯାଜପୁରର ୨୩ ପର୍ଯ୍ୟଟକ । ନେପାଳରେ ଏବେ ବିସ୍ଫୋରକ ସ୍ଥିତି ଉପୁଜିଛି । ଜେନ-ଜିଙ୍କ ହିଂସାତ୍ମକ ଆନ୍ଦୋଳନ ଏବେ ଭୟଙ୍କର ରୂପ ନେଉଛି । ନେପାଳର ପଶୁପତିନାଥ ଦର୍ଶନ କରିବା […]

ଆସନ୍ତା ୧୬ ତାରିଖରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର : ଆସନ୍ତା ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ […]

ବାଣୀବିହାରରେ ‘ଅପରେସନ୍ ଅଲଆଉଟ୍’

ଭୁବନେଶ୍ୱର : ଉତ୍କଳ ବିଶ୍ୱବିଦ୍ୟାଳୟରେ ଡେରା ପକାଇ ବସିଥିବା ଅଣଛାତ୍ରଙ୍କୁ ‘ଅପରେସନ ବ୍ଲୁ ଷ୍ଟାର’ ଜରିଆରେ ତଡ଼ାଯିବା ପରେ ‘ଅପରେସନ୍ ଅଲଆଉଟ୍ ଆରମ୍ଭ ହୋଇଛି । ବାଣୀବିହାର ପରିସରରେ ସରକାରୀ କ୍ୱାଟର୍ସଗୁଡ଼ିକରେ ରହୁଥିବା ଅଣକର୍ମଚାରୀଙ୍କୁ […]

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ପ୍ରଥମ ଟ୍ରେନର ଶୁଭାରମ୍ଭ

ଭୁବନେଶ୍ୱର: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଠାରୁ କାଶୀ ବିଶ୍ଵନାଥ ଧାମକୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ପ୍ରଥମ ଟ୍ରେନର ଯାତ୍ରା ମଙ୍ଗଳମୟ ହେଉ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ […]

ଏସିଆ କପରେ ଭାରତର ବିଜୟ ଅଭିଯାନ

ଦୁବାଇ :ଏସିଆ କପରେ ୟୁଏଇକୁ ୯ ୱିକେଟ୍‌ରେ ପରାସ୍ତ କରିଛି ଭାରତ। ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୫୮ ରନ୍‌ ବିଜୟ ଲକ୍ଷ୍ୟକୁ ୪.୩ ଓଭରରେ ପୂରା କରିଛି। ଭାରତର […]

ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ସିପି ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ: ଭାରତର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ରାଧାକ୍ରିଷ୍ଣନ ୪୫୨ ଖଣ୍ଡ ଭୋଟ ସହ ବିଜୟ ହାସଲ କରିଛନ୍ତି।ସେପ୍ଟେମ୍ବର ୯ ତାରିଖରେ ହୋଇଥିଲା ଉପରାଷ୍ଟ୍ରପତି ନିର୍ବାଚନ। ଏନଡିଏ […]

କ୍ଷୀର ଅପମିଶ୍ରଣ ବେଳେ ପୋଲିସର ଚଢ଼ାଉ; ମିଶା ଯାଉଥିଲା ଲୁଣ, ପାଉଡର୍ ଓ କେମିକାଲ୍

ଆଠଗଡ଼: କଟକ ଜିଲ୍ଲା ଗୁରୁଡ଼ି ଝାଟିଆ ଥାନା କୁଷ୍ପଙ୍ଗୀ ନିକଟରେ କ୍ଷୀର ଅପମିଶ୍ରଣ ବେଳେ ପୋଲିସକଲା ଚଢ଼ାଉ । କ୍ଷୀର କରୁଥିଲେ ଭେଜାଲ୍। କ୍ଷୀର ଟ୍ୟାଙ୍କର ଡ୍ରାଇଭର ସମେତ ଅପମିଶ୍ରିତ କରୁଥିବା ଦୁର୍ବୃତ୍ତ ଘଟଣା […]