ଏନକାଉଣ୍ଟରରେ ୧୬ ମାଓବାଦୀ ନିହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାର ସରଣ୍ଡା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଏକ ବଡ଼ ସଫଳତା ମିଳିଛି। ସୁରକ୍ଷା ବାହିନୀ ୧ କୋଟି ଟଙ୍କା ପୁରସ୍କାର […]

କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ରେ ଉପ ରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍।

କଟକ: ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପତି। ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ […]

ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଇ.ସି.ଆଇ ନେଟ୍ ଡିଜିଟାଲ ପ୍ଲାଟଫର୍ମ ର ଶୁଭାରମ୍ଭ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଚାଲିଥିବା ଗଣତନ୍ତ୍ର ଓ ନିର୍ବାଚନ ପରିଚାଳନା ଆଧାରିତ ଭାରତ ଅନ୍ତର୍ଜାତୀୟ ସମ୍ମିଳନୀର ଦ୍ବିତୀୟ ଦିବସ ଅବସରରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଇ.ସି.ଆଇ ନେଟ୍ ଡିଜିଟାଲ ପ୍ଲାଟଫର୍ମ ଶୁଭାରମ୍ଭ ହୋଇଛି । […]

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର। ବଢିଲା ମାସିକ ଭତ୍ତା। ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ […]

ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡିଶା ସମେତ ୧୦ ଟି ରାଜ୍ୟରେ ୩୭ ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସବୁ ଆସନଗୁଡିକ ଆସନ୍ତା ଏପ୍ରିଲ ମାସରେ […]

ନିଶା ଦ୍ରବ୍ୟ ଉତ୍ପାଦନ ଓ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କଲେ ରାଜ୍ୟ […]

ଶ୍ରୀମନ୍ଦିରକୁ ଉଡ଼ାଇ ଦେବାକୁ ଧମକପୂର୍ଣ୍ଣ ପୋଷ୍ଟ କରିଥିବା ଯୁବକ ଗିରଫ

ପୁରୀ: ଶ୍ରୀମନ୍ଦିରକୁ ଉଡ଼ାଇ ଦେବାକୁ ଧମକପୂର୍ଣ୍ଣ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତଙ୍କ ନାମ ପ୍ରତୀକ ମିଶ୍ର ବୋଲି ଜଣା ପଡିଛି । ସୂଚନା ଅନୁଯାଇ ଜଣେ ମହିଳାଙ୍କୁ ପ୍ରେମ ନିବେଦନ […]

ମୋଟର ଯାନ ଆଇନରେ ସଂଶୋଧନ

ନୂଆଦିଲ୍ଲୀ: ମୋଟର ଯାନ ଆଇନ ଉଲଙ୍ଘନକାରୀଙ୍କ ଉପରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଗେଜେଟ ବିଜ୍ଞପ୍ତି ଜାରି କଲା କେନ୍ଦ୍ର ସଡ଼କ ପରିବହନ ବିଭାଗ lନୂଆ ସଂଶୋଧନ ଅନୁସାରେ ବର୍ଷକରେ ପାଞ୍ଚ ଥର […]

ଖଣି ଦୁର୍ନୀତି ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍

କଟକ: ସାରା ରାଜ୍ୟରେ ବେଆଇନ ଖଣି ଖନନର ସ୍ଥିତି ସମ୍ପର୍କରେ ସବିଶେଷ ତଥ୍ୟ ସହିତ ଏହାକୁ ରୋକିବାକୁ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି […]

ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ହତ୍ୟା ଧମକ

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ସୋସିଆଲ ମିଡ଼ିଆ ଫେସବୁକରେ ଏମିତି କିଛି ଧମକ ଆସିଛି ଯାହାକି ଏବେ ସବୁ ଆଡ଼େ ହଇଚଇ ସୃଷ୍ଟି କରିଛି। ”୭୩୨୬୮୦୩୯୫୨କୁ ୧୦ ଲକ୍ଷ ଟଙ୍କା ପଠାଅ । […]