ଆରପାରିରେ ଓଡ଼ିଆ ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁ

ଭୁବନେଶ୍ୱର: ବିଶିଷ୍ଟ ବ୍ୟବସାୟୀ ଓ ଓଡ଼ିଶାର ଜଣାଶୁଣା ସିନେ ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁ ଆଉ ନାହାନ୍ତି। ସେ ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲ‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ […]

ଓଡିଆ ଷ୍ଟଡିଜ୍ ସେଣ୍ଟର ସ୍ଥାପନ ହେବ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ହେବ ଦେଶର ପ୍ରଥମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଯେଉଁଠାରେ ଓଡ଼ିଆ ଭାଷାରେ ଅଧ୍ୟୟନ ହୋଇପାରିବ। ଏହି ସେଣ୍ଟରରେ କେବଳ ଓଡ଼ିଆ ଭାଷା ନୁହେଁ, ଓଡ଼ିଶାର ଇତିହାସ, କଳା, ସଂସ୍କୃତି ଏବଂ ଓଡ଼ିଶାର […]

ଆଇପିଏଲ୍ ନିଲାମ ର ସବୁ ରେକର୍ଡ ଭାଙ୍ଗିଲେ କାମେରନ୍

ନୂୂଆଦିଲ୍ଲୀ: ଆଇପିଏଲ୍ ୨୦୨୬ ନିଲାମରେ ଅଷ୍ଟ୍ରେଲିଆ ର ଅଲରାଉଣ୍ଡର କାମେରନ୍ ଗ୍ରୀନ୍ ନୂଆ ଇତିହାସ ରଚିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ କୋଲକାତା ନାଇଟ୍ ରାଇଡର୍ସ (KKR) ତାଙ୍କୁ ୨୫.୨୦ କୋଟି ଟଙ୍କାରେ କିଣିଛି […]

SIR ପ୍ରକ୍ରିୟା ପରେ ପଶ୍ଚିମବଙ୍ଗରେ ବାଦ୍ ପଡିଲେ ୫୮ ଲକ୍ଷ ଭୋଟର

ପଶ୍ଚିମବଙ୍ଗ: ନଭେମ୍ବର ୪ ରୁ ଡିସେମ୍ବର ୧୧ ମଧ୍ୟରେ କରାଯାଇଥିବା SIR ପରେ ପଶ୍ଚିମବଙ୍ଗରେ ଡ୍ରାଫ୍ଟ ଭୋଟର ତାଲିକାରୁ ୫୮ ଲକ୍ଷ ୨୦ ହଜାର ୮୯୮ ନାମ ବାଦ ଦିଆଯାଇଛି, ଯାହା ଫଳରେ ରାଜ୍ୟର […]

ସରକାରୀ ଅର୍ଥ ହେରଫେର; କନିଷ୍ଠ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର: ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଜେଇ ରତ୍ନେଶ କୁମାର ପାଣ୍ଡେ ଗିରଫ । ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍ ଲାଇଟ୍ […]

ଚାଷୀ ଆନ୍ଦୋଳନ ପାଇଁ ବିରୋଧୀଙ୍କୁ ଦାୟୀ କଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଚାଷୀ ଆନ୍ଦୋଳନ ପାଇଁ ସମବାୟ ମନ୍ତ୍ରୀ ବିରୋଧୀଙ୍କୁ ଦାୟୀ କରିଛନ୍ତି । ବିରୋଧୀ ତିଳକୁ ତାଳ […]

କ୍ରାଇମ୍‌ ସ୍ପଟ୍‌ରେ ମହିଳା କମିଶନ ସଦସ୍ୟା: ଧଉଳି ଗଣଦୁଷ୍କର୍ମ ମାମଲା

ଭୁବନେଶ୍ୱର: ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି। ପୁଲିସ ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ […]

IPL ନିଲାମ ତାଲିକାରେ ସାମିଲ ହେଲେ ୨ ଓଡ଼ିଆ

ଭୁବନେଶ୍ୱର: ଇଣ୍ଡିଆନ୍ ପ୍ରିମିୟର ଲିଗର ନିଲାମରେ ସାମିଲ ହୋଇଥିବା ଦୁଇ ଓଡ଼ିଆ ଖେଳାଳି ହେଉଛନ୍ତି ରାଜେଶ ମହାନ୍ତି ଏବଂ ସ୍ୱସ୍ତିକ ସାମଲ । ୨୦୨୬ IPLର ମିନି ଅକ୍ସନ ଆଜି ଆବୁଧାବିରେ ଅନୁଷ୍ଠିତ ହେବ […]

ଆଜିଠାରୁ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ପହିଲିଭୋଗ ଆରମ୍ଭ

ଭୁବନେଶ୍ୱର :ଆଜି ହେଉଛି ଧନୁ ସଂକ୍ରାନ୍ତି। ଏହି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଧରି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହେବ। ଏହି ସମୟରେ ପ୍ରତ୍ୟେହ […]

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଘଟଣା କୁ ନିନ୍ଦା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଦିନ ଦ୍ବିପହରରେ ଏହି ଘଟଣା ଘଟିଥିଲେ […]