ରାଉରକେଲା: ରାଜଗାଙ୍ଗପୁରରେ ଜଣେ କଲେଜ ଛାତ୍ରୀ ଆତ୍ମାହୁତି କରିଛନ୍ତି। ତାଙ୍କ ଶରୀରର ୯୦% ଅଂଶ ପୋଡି ହୋଇଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆଇଜିଏଚ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଗାଙ୍ଗପୁର ଲାଞ୍ଜିବର୍ଣ୍ଣା ଅଂଚଳର ଛାତ୍ରୀ ଜଣକ […]
Author: ତେଜସ୍ୱିନୀ
ଓଡ଼ିଶାରେ ବଢୁଛି ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା
ଭୁବନେଶ୍ୱର : ଗତ କିଛି ବର୍ଷ ଧରି ଓଡ଼ିଶାକୁ ଛୁଟୁଛି ବିଦେଶୀ ପର୍ଯ୍ୟଟକଙ୍କ ସୁଅ । ୫ ବର୍ଷରେ ଓଡ଼ିଶା ଆସିଲେଣି ୧.୩୩ ଲକ୍ଷ ବିଦେଶୀ ପର୍ଯ୍ୟଟକ । ୨୦୨୦ରେ ୧୦ ହଜାର ୨୦୬ […]
ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ। ମୁଖ୍ୟ ହସ୍ପିଟାଲରେ ଆଜି ସକାଳେ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ହାଉସକିପିଂ ୟୁନିଟ୍ କ୍ଷତିଗ୍ରସ୍ତ ହୋଇଥିବା ଖବର ମିଳିଛି। ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, […]
ପଥର ଗାଡ଼ି ଧରିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି […]
ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍ଆଇଆର୍
ଭୁବନେଶ୍ୱର: ଗତ ନଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ନଜରକୁ ଆସିଛି । ସରକାର ଗ୍ରାମ ପଞ୍ଚାୟତ […]
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସରକାର ଦେବେ ୫୧ ହଜାର ଟଙ୍କାର ସହାୟତା ରାଶି
ଭୁବନେଶ୍ୱର: କନ୍ୟା ବିବାହ ପାଇଁ ସରକାର ଦେବେ ୫୧ ହଜାର ଟଙ୍କା। ଏହି ଟଙ୍କା କନ୍ୟାଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ବିବାହ କାର୍ଯ୍ୟ ପାଇଁ ମିଳିବ ୬ ହଜାର ଟଙ୍କା। ୧୦ […]
ଭାରତ-ରୁଷ ମଧ୍ୟରେ ୭ ଚୁକ୍ତି ସ୍ୱାକ୍ଷରିତ
ନୂଆଦିଲ୍ଲୀ: ଭାରତ ଯାତ୍ରାରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ସକାଳେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜଘାଟର ସ୍ମାରିକାରେ ପୁତିନ ଦସ୍ତଖତ ମଧ୍ୟ କରିଛନ୍ତି । […]
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିବାର ଯୋଜନା
ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି […]
ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଟଣା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ […]
ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା
ଭୁବନେଶ୍ୱର: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ ରେ […]
