ନୂଆଦିଲ୍ଲୀ: ସମସ୍ତ ମେସେଜିଂ ଆପ୍ ପାଇଁ ଏକ ଆକ୍ଟିଭ ସିମ୍ ବାଧ୍ୟତାମୂଳକ କରିଛନ୍ତି । ୧୨୦ ଦିନ ମଧ୍ୟରେ ଡିଓଟିକୁ ଏକ ରିପୋର୍ଟ ଦେବାକୁ କୁହାଯାଇଛି । ଯଦି କମ୍ପାନୀଗୁଡିକ ଏହା ପାଳନ କରିବାରେ […]
Author: ତେଜସ୍ୱିନୀ
ଅତିରିକ୍ତ ତହସିଲଦାରଙ୍କ ପରିବାରକୁ କୁଳ ବାସନ୍ଦ ଅଭିଯୁକ୍ତ ଙ୍କ ବିରୋଧ ରେ ମାମଲା ରୁଜୁ
ଛତ୍ରପୁର: ଗଞ୍ଜାମ ଜିଲା ଆସିକା ତହସିଲର ଅତିରିକ୍ତ ତହସିଲଦାର ସୌଦାଗର ବେହେରାଙ୍କ ପରିବାରକୁ କୁଳ ବାସନ୍ଦା ଅଭିଯୋଗ ଘଟଣାରେ ପୁଲିସ ୯ଜଣଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅନ୍ୟ ଜାତିର […]
ରାଜ୍ୟରେ ୨୦,୧୫୦ ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ:ପ୍ରଭାତୀ ପରିଡା
ଭୁବନେଶ୍ୱର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ ରେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଓଡ଼ିଶାରେ ୨୦,୧୫୦ ଅଙ୍ଗନବାଡ଼ିର ନିଜସ୍ୱ ଗୃହ […]
କ୍ୟାପିଟାଲ ହସ୍ପିଟାଲରୁ ମିଳିଲା ଝୁଲନ୍ତା ମୃତଦେହ
କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି […]
ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ
ଭଦ୍ରକ:ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି।ଅଧ୍ୟକ୍ଷଙ୍କ […]
କେନ୍ଦ୍ରୀୟ ବିଦ୍ୟାଳୟ ସମ୍ମୁଖରେ ବୋମା ମାଡ଼
ଭୁବନେଶ୍ୱର:ଶୁକ୍ରବାର ସକାଳୁ ସକାଳୁ ଭୁବନେଶ୍ୱର ଗାଡ଼କଣରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ ଫାଟକ ଉପରକୁ ହୋଇଛି ବୋମା ମାଡ଼ । ମଞ୍ଚେଶ୍ୱର ଥାନା ପୋଲିସ ଏବଂ ରେଳ ବିଭାଗ ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ […]
ମନ୍ମଥ ରାଉତରାୟଙ୍କ ନାଁ ରେ ଥାନାରେ ମାମଲା ରୁଜୁ
ଭୁବନେଶ୍ୱର :ମନ୍ମଥଙ୍କ ବିରୋଧରେ ଭୁବନେଶ୍ୱର ସାଇବର ଥାନା ମାମଲା ରୁଜୁ କରିଛି । ବିଜେପି ଲିଗାଲ ସେଲ ଅଭିଯୋଗ ଆଧାରରେ ମାମଲା ରୁଜୁ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଆପତ୍ତଜନକ ମନ୍ତବ୍ୟ […]
କେଭି ଓ ଲକ୍ଷ୍ମଣଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍ଙ୍କ ବିରୋଧରେ ଚାଲିବ ମାମଲା । ଉଭୟଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଉଭୟ […]
ବସ୍ ଧର୍ମଘଟ ପ୍ରତ୍ୟାହୃତ…
ଭୁବନେଶ୍ୱର: ଡିସେମ୍ବର ୧ ତାରିଖରେ ହେବାକୁଥିବା ବସ୍ ବନ୍ଦ ଡାକରା ନିଷ୍ପତ୍ତି ପ୍ରତ୍ୟାହୃତ। ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ନେଇ ଘରୋଇ ବସ୍ ସଂଘର ସୂଚନା। ରାଜ୍ୟ ପରିବହନ ବିଭାଗ ସହ ଆଲୋଚନା ପରେ […]
ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପରେ ଗୃହ ଅପରାହ୍ନ ପର୍ଯ୍ୟନ୍ତ ମୁଲତବୀ
ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପଞ୍ଚମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ଏହା ପରେ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା […]
