ବିଭ୍ରାନ୍ତିକର ‘ORS’ ଉତ୍ପାଦକୁ ତୁରନ୍ତ ହଟାଇବାକୁ FSSAI ର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଉପଭୋକ୍ତାମାନଙ୍କୁ ବିଭ୍ରାନ୍ତ କରୁଥିବା ‘ORS’ ଲେବଲ୍ ଲାଗିଥିବା ସମସ୍ତ ଉତ୍ପାଦକୁ ତୁରନ୍ତ ବଜାରରୁ ହଟାଇବା ପାଇଁ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (FSSAI) ସମସ୍ତ ରାଜ୍ୟ ଏବଂ କେନ୍ଦ୍ର […]

ସୁଚିସ୍ମିତା ଦାସ ହେଲେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ

ଯାଜପୁର: ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ । ସୁଚିସ୍ମିତା ଦାସ ନିର୍ଦ୍ଵନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୋଟ ୪୫ ପଞ୍ଚାୟତକୁ ନେଇ ଗଠିତ ଧର୍ମଶାଳା ବ୍ଲକରେ ଅଧ୍ୟକ୍ଷଭାବେ ନିର୍ବାଚିତ ହେବା […]

ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ; ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ

ମାଲକାନଗିରି: ଏକ ହୃଦୟ ବିଦାରକ ଘଟଣା ଘଟିଛି ମାଲାକିନଗିରିରେ । ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ। ଆଜି ଓଡ଼ିଶାର ଜଣେ OSRTC […]

ବିଧାୟକ ଜୟ ଢୋଲକିଆ ଶପଥ ନେଲେ..

ଭୁବନେଶ୍ୱର: ନୂଆପଡ଼ାର ନବ ନିର୍ବାଚିତ ବିଧାୟକ ଜୟ ଢୋଲକିଆ ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ବିଧାନସଭାରେ ଶପଥ ନେବା ସମୟରେ […]

ଓଡ଼ିଶା ପାଇଁ ଗର୍ବ ଓ ଗୌରବ: ପାରା ସନ୍ତରଣ ଦଳ

ଭୁବନେଶ୍ୱର: ଓଡ଼ିଶା ପାରା କ୍ରୀଡ଼ାବିତ୍‌ମାନେ ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏହି ପ୍ରତିଯୋଗିତାରେ ସେମାନେ ୮ଟି ସ୍ବର୍ଣ୍ଣ, ୧୮ଟି ରୌପ୍ଯ ଓ ୧୩ଟି କାଂସ୍ଯ ସର୍ବମୋଟ […]

ହ୍ୱାଟ୍ସଆପ୍‌ ଉପଭୋକ୍ତାଙ୍କ ଫୋନ୍ ନମ୍ବର, ପ୍ରୋଫାଇଲ୍ ଫଟୋ ଲିକ୍

ନୂଆଦିଲ୍ଲୀ: ମେସେଜିଂ ଆପ୍ ହ୍ୱାଟ୍ସଆପ୍‌ରେ ଏକ ବଡ଼ ତ୍ରୁଟି ଯୋଗୁଁ ବିଶ୍ୱର ପ୍ରାୟ ସମସ୍ତ ଫୋନ୍ ଉପଭୋକ୍ତାଙ୍କ ଫୋନ୍ ନମ୍ବର ଏବଂ ଅନେକଙ୍କର ପ୍ରୋଫାଇଲ୍ ଫଟୋ ଲିକ୍ ହୋଇଯାଇଥିବା ଜଣାପଡ଼ିଛି। ଭିଏନା ବିଶ୍ୱବିଦ୍ୟାଳୟର ଗବେଷକମାନେ […]

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅବକାରୀ ଅଧିକ୍ଷକ-ଏଏସ୍‌ଆଇ

କେନ୍ଦୁଝର: ଲାଞ୍ଚ ନେବା ହେଲା କାଳ, ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଜଣେ ଲାଇସେନ୍ସ ପ୍ରାପ୍ତ ବିଦେଶୀ ଠିପି ବନ୍ଦ ମଦ ଦୋକାନୀଙ୍କ ବ୍ୟବସାୟକୁ ସୁଗମ କରିବା ପାଇଁ ଲାଞ୍ଚ ନେଉଥିବା […]

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୧୨ ଦେଶର ୪୦ ପ୍ରତିନିଧି

ଭୁବନେଶ୍ୱର: ଲୋକସେବା ଭବନରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ ବା ପ୍ରାଇଡ୍ ପକ୍ଷରୁ ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି […]

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ସଂପ୍ରସାରଣ ହେବ: ଇସ୍ପାତ ମନ୍ତ୍ରୀ

ରାଉରକେଲା: ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା କେନ୍ଦ୍ର ଇସ୍ପାତ ଓ ଭାରୀ ଉଦ୍ୟୋଗ ମନ୍ତ୍ରୀ ଏଚ୍.ଡି କୁମାରସ୍ୱାମୀ ସୂଚନା ଦେଇଛନ୍ତି ଯେ ଆଗାମୀ ୩ରୁ ୪ ବର୍ଷରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟର ସଂପ୍ରସାରଣ […]

ଚିପ୍ସ ପ୍ୟାକେଟରେ ଥିବା ଖେଳନା ନେଲା ଶିଶୁର ଜୀବନ…

ଦାରିଙ୍ଗବାଡ଼ି: ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳି ଚାଲିଗଲା ୪ ବର୍ଷ ଶିଶୁର ଜୀବନ। ବ୍ରାହ୍ମଣୀଗାଁ ଥାନା ମୁସୁମାହାପଡ଼ାରେ ଅଭାବନୀୟ ଘଟଣା । ମୃତ ଶିଶୁ ହେଲେ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା […]