ମୋଷ୍ଟୱାଣ୍ଟେଡ ଅନମୋଲ ବିଷ୍ଣୋଇକୁ ଆମେରିକା ପକ୍ଷରୁ ଭାରତକୁ ହସ୍ତାନ୍ତର

ନୂଆଦିଲ୍ଲୀ : ଭାରତକୁ ମିଳିଛି ଏକ ବଡ଼ ସଫଳତା। ଏକାଧିକ ହାଇପ୍ରୋଫାଇଲ ମାମଲାର ମୋଷ୍ଟୱାଣ୍ଟେଡ ଅନମୋଲ ବିଷ୍ଣୋଇକୁ ଆମେରିକା ପକ୍ଷରୁ ଭାରତକୁ ହସ୍ତାନ୍ତର କରାଯାଇଛି। ଅନମୋଲ ହେଉଛି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ସାନ ଭାଇ। […]

ଅଲ୍‌-ଫଲାହ ୟୁନିଭର୍ସିଟିରେ ଇଡିର ରେଡ୍‌:ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ନଭେମ୍ବର ୧୦ରେ ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ୍ ନିକଟରେ ହୋଇଥିବା ବିସ୍ଫୋରଣର ତଦନ୍ତ ଯେତିକି ଆଗକୁ ବଢ଼ୁଛି ସେତିକି ନୂଆ କଥା ସାମ୍ନାକୁ ଆସୁଛି । ବିସ୍ପୋରଣ ଯୋଜନା ପ୍ରାୟ ୩ ବର୍ଷ […]

ରାଜ୍ୟରୁ ବିଦା ହେବେ ବାଂଲାଦେଶୀ; ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ […]

ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ: ଧାରଣାରେ ବସିଲେ ବସ୍ତିବାସିନ୍ଦା

ଭୁବନେଶ୍ୱର: ଆଜି ଭୋରୁ ବିଏମସି ଓ ବିଡିଏ ପକ୍ଷରୁ ମିଳିତ ଭାବରେ ସାଲିଆ ସାହିରେ ଉଚ୍ଛେଦ ଆରମ୍ଭ ହୋଇଛି । ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ ଲେଫ୍ଟ ପାରାଲାଲ ରାସ୍ତା ପାଇଁ […]

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର । ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୬ଜଣ ମାଓବାଦୀ ନିହତ ହୋଇଛନ୍ତି […]

ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ୩୪ ବର୍ଷ ବୟସରେ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା […]

ବାରବାଟୀ ମ୍ୟାଚ ପାଇଁ ଡିସେମ୍ବର ୫ରେ ହବ ଟିକେଟ୍‌ ବିକ୍ରି

କଟକ : ବାରବାଟୀରେ ଟି-୨୦ମ୍ୟାଚ ପାଇଁ ଡିସେମ୍ବର ୫ରେ ଟିକେଟ୍‌ ବିକ୍ରି ଆରମ୍ଭ ହେବ। ଏନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ବିକ୍ରି ହେବ ଟିକେଟ୍‌। ଡିସେମ୍ବର […]

ଘରୋଇ ବସ ମାଲିକଙ୍କ ଧର୍ମଘଟ ଚେତାବନୀ

ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ […]

ବ୍ରହ୍ମପୁରରୁ ଗଡ଼ିଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ୍

ଗଞ୍ଜାମ: ସବୁଜ ପତାକା ଦେଖାଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ୍ ର ଶୁଭାରମ୍ଭ କରିଛନ୍ତି। ବ୍ରହ୍ମପୁର ରେଳ ଷ୍ଟେସନରୁ ଉତ୍ତରପ୍ରଦେଶର ଓଁକାରେଶ୍ଵର ଓ ଉଜ୍ଜୟିନୀ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥ […]

ଦଲାଲଙ୍କ କବ୍‌ଜାରେ ବାଲେଶ୍ୱରର ୧୦ ଶିଶୁଶ୍ରମିକ

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଧାନ କାଟିବା ପାଇଁ ଶ୍ରମିକଙ୍କ ଅଭାବ ଯୋଗୁ ଲୋକେ ବାହାର ଜିଲ୍ଲାର ଶ୍ରମିକମାନଙ୍କୁ ଆଣି ଧାନକଟାରେ ନିୟୋଜିତ କରୁଛନ୍ତି। ଏହାର ସୁଯୋଗ ନେଇ କେତେକ […]