ଭୁବନେଶ୍ୱର: ସପ୍ତଦଶ ଓଡ଼ିଶା ବିଧାନସଭାର ପଞ୍ଚମ ଅଧିବେଶନ(ଶୀତ ଅଧିବେଶନ) ଆସନ୍ତା ୨୭ତାରିଖରୁ ଆରମ୍ଭ ହେବ । ଏହି ୨୯ଦିନିଆ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଅଭିଭାଷଣ ରଖିବେ । ରାଷ୍ଟ୍ରପତିଙ୍କ […]
Author: ତେଜସ୍ୱିନୀ
ଲାଲକିଲ୍ଲା ନିକଟରେ ବିସ୍ଫୋରଣ: ୧୦ ମୃତ,୧୫ ରୁ ଅଧିକ ଆହତ
ନୂଆଦିଲ୍ଲୀ: ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ଗେଟ୍ ନମ୍ବର ୧ ନିକଟରେ ଏକ i20 କାର୍ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ୧୦ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ […]
ରାଜଧାନୀର ତାପମାତ୍ରା ୪ ଦିନରେ ୪.୬ ଡିଗ୍ରୀ ଖସିଲା
ଭୁବନେଶ୍ୱର: ଏଥର ରାଜ୍ୟରେ ଶୀତ ବିଳମ୍ବରେ ଆସି ଜଲଦି ଚାଲିଯିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେଣୁ ବିଳମ୍ବରେ ଶୀତର ପ୍ରଭାବ ଜାରି ହେବ । ଏପଟେ ରାଜଧାନୀ ଭୁବନେଶ୍ବରରେ ହାଲକା […]
ଇଭିଏମ୍ ପ୍ରସ୍ତୁତ, ଆସନ୍ତାକାଲି ୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
ନୂଆପଡା: ପ୍ରଚାର ଅବଧି ସରିଛି, ଆସନ୍ତାକାଲି ନୂଆପଡ଼ା ଭୋଟ୍ । ଉପନିର୍ବାଚନରେ ନୂଆ ବିଧାୟକ ବାଛିବ ନୂଆପଡ଼ା। ସେଥିପାଇଁ ନୂଆପଡାରେ ହାଇ-ଷ୍ଟେକ୍ସ ଉପ-ନିର୍ବାଚନ ପୂର୍ବରୁ ନୀରବତା ଅବଧି ଆରମ୍ଭ ହୋଇଥିବା ବେଳେ ଏବେ ନିର୍ବାଚନ […]
ଟ୍ରଲରକୁ ଧକ୍କା ଦେଲା ଘରୋଇ ବସ୍ : ଜଣେ ମୃତ
ସମ୍ବଲପୁର: କଟକ NH-୫୫ର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଭାରସାମ୍ୟ ହରାଇ ଟ୍ରଲରକୁ ଧକ୍କା ଦେଇଛି ଏକ ଘୋରଇ ବସ୍। ଫଳରେ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଯାତ୍ରୀ ଗୁରୁତର ଭାବେ ଆହତ […]
ଓଡିଶା ଝିଅକୁ ଆମେରିକାରେ ଶାରୀରିକ ଏବଂ ମାନସିକ ନିର୍ଯାତନା; ନିଜ ରାଜ୍ୟକୁ ଫେରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କଲେ ଗୁହାରି
ଭୁବନେଶ୍ୱର: ଆମେରିକାରେ ରହୁଥିବା ବାଲେଶ୍ୱରର ଝିଅ ପୂଜା ନାୟକ ଓରଫ (ସେଜଲ ଜୋହନ) (୨୧) ଆମେରିକାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆକୁଳ ନିବେଦନ କରିଛନ୍ତି । ଏକ ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ପୋଷ୍ୟକନ୍ୟା ଭାବେ […]
ଗୁଜରାଟରୁ ତିନି ଆତଙ୍କବାଦୀ ଗିରଫ
ଗୁଜୁରାଟ: ଗୁଜରାଟର ଆତଙ୍କବାଦ ନିରୋଧୀ ସ୍କ୍ୱାଡ୍ ଓ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସୀଗୁଡ଼ିକର ମିଳିତ ଉଦ୍ୟମରେ ୩ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍ଆଇଏସ୍ ସହିତ ଏହି ୩ ଜଣଙ୍କର ସଂପର୍କ ଥିବା […]
ଆସନ୍ତା କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆସନ୍ତା ୧୦ ତାରିଖ ସୋମବାର ଦିନ ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଖବର ଦିଆଯାଇଛି । ସୋମବାର […]
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ନୂଆପଡ଼ା: ଆଜି ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନ । ଏହି ସମୟରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ କରିଛି । କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ […]
ଶ୍ରୀଗୁଣ୍ଡିଚା ମନ୍ଦିର ଦଳାଚକଟା ପାଇଁ ୭ ପୋଲିସ କର୍ମଚାରୀ ଦାୟୀ
ଭୁବନେଶ୍ୱର:ଚଳିତ ବର୍ଷ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ସମ୍ମୁଖରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିଲା । ଘଟଣାରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ […]
