ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଦୁଇ ଜଣ ବରିଷ୍ଠ ଅଧିକାରୀ ଯିଏ କି ଚୌଦ୍ୱାର ମଣ୍ଡଳ କାରାଗାରର ଅଧୀକ୍ଷକ ସୁଜିତ ରାଉଳ ଏବଂ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଅରୁଣ […]

ଡିଜିପି ଚୟନ ପ୍ରକ୍ରିୟା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ସୁପ୍ରିମକୋର୍ଟ ପ୍ରଶ୍ନ

ନୂଆଦିଲ୍ଲୀ: ରାଜ୍ୟର ପରବର୍ତ୍ତୀ ଡିଜିପି ଚୟନ ପ୍ରକ୍ରିୟା, ବରିଷ୍ଠ ଆଇପିଏସ ଅଧିକାରୀ ସୁଶାନ୍ତ ନାଥଙ୍କ ‘ଇଣ୍ଟିଗ୍ରିଟି ସାର୍ଟିଫିକେଟ୍‌’ ପ୍ରତ୍ୟାହାର ଓ ଅସ୍ଥାୟୀ ଏକ୍ସ-କ୍ୟାଡ଼ର ଡିଜି ପଦବୀ ସୃଷ୍ଟି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ […]

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ, ୩ ଅଭିଯୁକ୍ତ ଗିରଫ

ସମ୍ବଲପୁର: ସମ୍ବଲପୁର ସାଇବର ଥାନା ପୋଲିସ ନକଲି ସିମ୍‌ କାର୍ଡ ପ୍ରସ୍ତୁତ କରି ବିକ୍ରି କରୁଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଞ୍ଚପୁଟର ସୂରଜ ବାଗ (୨୪), ସିନାପାଲିର […]

ପୁରୀରେ ଆନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ ପାଇଁ ପ୍ରସ୍ତାବ

ପୁରୀ: ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଏକ ଅତ୍ୟାଧୁନିକ ଆନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି। ଏହି ଉଦ୍ଦେଶ୍ୟରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ (PPA) ଏବଂ ଓଡ଼ିଶା ମାରିଟାଇମ୍ ବୋର୍ଡ (OMB) […]

ଭୁବନେଶ୍ୱରରେ ଚାଞ୍ଚଲ୍ୟକର ଘଟଣା,ତାୱାରେ ପିଟି ପତ୍ନୀଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱର: ଦୀର୍ଘବର୍ଷର ପ୍ରେମ ସମ୍ପର୍କ ପରେ ୨ ବର୍ଷ ତଳେ ଆରମ୍ଭ କରିଥିଲେ ଦାମ୍ପତ୍ୟ ଜୀବନ। ୪ ମାସ ପୂର୍ବେ ଶିଶୁପୁତ୍ରଟି ହୋଇଥିଲା । ଜଣେ ୩୨ ବର୍ଷୀୟ ବ୍ୟକ୍ତି ନିଜର ୨୬ ବର୍ଷୀୟା […]

୩ୟ ଦିନରେ ବି ଗୃହ ଅଚଳ, ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ତୃତୀୟ ଦିନ ହେଲେ ମଧ୍ୟ, ହଟ୍ଟଗୋଳ ଏବଂ ହଙ୍ଗାମା ଲାଗି ବିଧାନସଭାକୁ ପୁଣି ଆଜି ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି । ତୃତୀୟ ଦିନରେ […]

‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ:୧୦୯ NBW କାର୍ଯ୍ୟକାରୀ, ୧୪୮ ଅବକାରୀ ମାମଲା ଓ ୧୫ NDPS ମାମଲା

ଭୁବନେଶ୍ୱର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି, ଶୃଙ୍ଖଳା ଓ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ, କମିଶନରେଟ୍ ପୋଲିସ, […]

ଚଳନ୍ତା ବସ୍‌ରେ ନିଆଁ ଲାଗିଯିବାରୁ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ

ୟୁପି: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍‌ରେ ଭୟାବହ ଅଗ୍ନିକାଣ୍ଡରେ ଜଳି ଯାଇ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ବୋଲି […]

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ଓଡ଼ିଶାର ସାମୁଦ୍ରିକ ରପ୍ତାନି ୧୪.୫୭% ହ୍ରାସ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧର ପ୍ରଭାବ ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ରପ୍ତାନି ଉପରେ ପଡ଼ିଛି। ମାଛ, ଚିଙ୍ଗୁଡ଼ି ଏବଂ ଅନ୍ୟାନ୍ୟ ସାମୁଦ୍ରିକ ଉତ୍ପାଦର ରପ୍ତାନି ୨୦୨୫-୨୬ ଆର୍ଥିକ ବର୍ଷରେ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ୧୪.୫୭% […]

ବିଜେପିର ନୂଆ ପ୍ରଭାରୀ ତାଲିକା ଘୋଷଣା; ଡି. ପୂରନ୍ଦେଶ୍ୱରୀ ଓଡ଼ିଶା ପ୍ରଭାରୀ, ବୈଜୟନ୍ତଙ୍କୁ ମହାରାଷ୍ଟ୍ର ଦାୟିତ୍ୱ

ଭୁବନେଶ୍ୱର: ଆଜି ବିଜେପି ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ଏହାର ପ୍ରଭାରୀଙ୍କ ନାଁ ଘୋଷଣା କରିଛି। ଡି. ପୂରନ୍ଦେଶ୍ୱରୀଙ୍କୁ ଓଡ଼ିଶାର ପ୍ରଭାରୀ କରାଯାଇଥିବା ବେଳେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ […]