ରାବଣପୋଡ଼ି ଉତ୍ସବରେ ଶତାଧିକ ମୋବାଇଲ୍‌ ଚୋରି

ଭୁବନେଶ୍ୱର:ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ବିଜୟା ଦଶମୀ ଅବସରରେ ବିଭିନ୍ନ ସ୍ଥାନରେ ରାବଣପୋଡ଼ି ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ବରମୁଣ୍ଡା ଦଶହରା ପଡ଼ିଆ ଅନ୍ୟତମ ଆକର୍ଷଣର କେନ୍ଦ୍ର ଥିଲା, ଯେଉଁଠାରେ ଏକ ୭୦ […]

ଭାରତ ଆସିବେ ତାଲିବାନ ବୈଦେଶିକ ମନ୍ତ୍ରୀ ଅମୀର ଖାନ ମୁତାକୀ

ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିପାରନ୍ତି ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତାକି l ଅଗଷ୍ଟ ୨୦୨୧ରେ ତାଲିବାନ ଆଫଗାନିସ୍ତାରେ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ କୌଣସି ସରକାରୀ […]

ସ୍ତ୍ରୀଙ୍କୁ କୁରାଢ଼ିରେ ହାଣିଦେଲେ ଏବିଡିଓ

କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଡ଼ଅଁର ଗାଁରେ ଏକ ବଡ଼ ଅଘଟଣ ଘଟିଛି । ବିଜୟା ଦଶମୀରେ ସ୍ତ୍ରୀକୁ ହତ୍ୟା କରିଛନ୍ତି ଏବିଡ଼ିଓ । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଏବିଡ଼ିଓ ଦେବୀ ପ୍ରସାଦ […]

ଲଘୁଚାପ ବର୍ଷାରେ ଭାଙ୍ଗିଲା ତୋରଣ ୫ଆହତ:ବାଲିକୁଦା

ଜଗତସିଂହପୁର: ଲଘୁଚାପ ଜନିତ ଲଗାଣ ବର୍ଷା ଓ ପବନରେ ଭାଙ୍ଗିଲା ତୋରଣ । ଜଗତସିଂହପୁର ଜିଲ୍ଲା ବାଲିକୁଦା ବଜାରରେ ନିର୍ମାଣ ହୋଇଥିବା ଦୁର୍ଗାପୂଜା ତୋରଣ ଭାଙ୍ଗି ପଡ଼ିଛି । ଫଳରେ ୫ ଜଣ ଆହତ […]

ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ ସିଂହ

ଗୁଜୁରାଟ:ବିଜୟାଦଶମୀ ଅବସରରେ, ପ୍ରତିରକ୍ଷା ମନ୍ତ୍ରୀ ଗୁଜରାଟର କଚ୍ଛରେ ଏକ ଅସ୍ତ୍ର ପୂଜା ଉତ୍ସବରେ ଅଂଶଗ୍ରହଣ କରିଥିଲେ। ତା’ପରେ ସେ ଭାରତୀୟ ସୈନିକମାନଙ୍କୁ ସମ୍ବୋଧିତ କରି କହିଥିଲେ, ଅପରେଶନ ସିନ୍ଦୂର ସମୟରେ, ପାକିସ୍ତାନ ଲେହରୁ ସର୍‌ […]

ଆଜି ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ:ଆଜି ଶ୍ରୀମନ୍ଦିରରେ ବିଜୟାଦଶମୀ ତଥା ଦଶହରା ପର୍ବ । ଏହି ଅବସରରେ ରତ୍ନସିଂହାସନରେ ଶ୍ରୀବିଗ୍ରହଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । କିରିଟି , ଚୁଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ଶ୍ରୀଭୂଜ, ଶ୍ରୀପୟର ଓ ଘାଗଡ଼ା […]

ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ପୁଟିନ୍

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଡିସେମ୍ବର ୫ ରେ ଭାରତକୁ ଆସି ପାରନ୍ତି। ଏହି ଆଲୋଚନା ରଣନୈତିକ ସମ୍ପର୍କକୁ ଆହୁରି ମଜବୁତ […]

ଗଭୀର ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଗଭୀର ଅବପାତରେ ପରିଣତ ହୋଇଛି। ଶୁକ୍ରବାର ସକାଳେ ଏହା ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଦକ୍ଷିଣ […]

ଆଜି ଜନସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି

ଭୁବନେଶ୍ୱର: ଆଜି ଜନ ସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି । ସରକାରଙ୍କ ବିଫଳତା ବିରୋଧରେ ଜନସଚେତନତା ସୃଷ୍ଟି କରିବ । ହେଲେ ପାର୍ବଣ ଥିବାରୁ ଆଜି ପଦଯାତ୍ରା କରିବନି ବିଜେଡି । […]

RSS ର ଶତବାର୍ଷକୀ ଉତ୍ସବ ପାଳନ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ଶତବାର୍ଷିକୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ RSSର ଅବଦାନକୁ ଦର୍ଶାଇ ଏକ ସ୍ମାରକୀ ଡାକ ଟିକେଟ୍ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ଭାରତ ସରକାର ସଂଘର […]