ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

ଭୁବନେଶ୍ୱର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ […]

ବାଂଲାଦେଶୀ ନାଗରିକ ନକଲି ଭାରତୀୟ ପରିଚୟପତ୍ର ଦେଖାଇ ନିଯୁକ୍ତି

ବାଂଲାଦେଶ: ଜଣେ ବାଂଲାଦେଶୀ ନାଗରିକ ଭାରତକୁ ଲୁଚି ପଳାଇ ଆସି ଏଠାରେ ନକଲି ଭାରତୀୟ ପରିଚୟପତ୍ର ହାସଲ କରିଥିଲା। ଏହି ନକଲି ପରିଚୟପତ୍ର ଦେଖାଇ ସେ କେରଳରେ ଥିବା ଅତ୍ୟନ୍ତ ସମ୍ବେଦନଶୀଳ ଇଜହିମାଲା ନୌସେନା […]

ସୁନ୍ଦରଗଡ଼ରେ ବଢ଼ୁଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ, ୫,୬୦୦ରୁ ଅଧିକ ରକ୍ତ ନମୁନା ପରୀକ୍ଷା

ରାଉରକେଲା: ସ୍କ୍ରବ୍ ଟାଇଫସ୍ ରେ ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହା ସ୍ୱାସ୍ଥ୍ୟ ଅଧିକାରୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ […]

ମଧ୍ୟପ୍ରଦେଶରେ ନାଳର ପ୍ରଖର ସ୍ରୋତରେ କାର୍ ଭାସିଯିବାରୁ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ, ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାର୍ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିଲା । ଫଳରେ ପ୍ରାୟ ଆଠ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନଙ୍କ […]

ନନ୍ଦିଗ୍ରାମ ଉପନିର୍ବାଚନ: ହତ୍ୟା ମାମଲାରେ କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ଗିରଫ କଲା ପୋଲିସ

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ଉପ-ନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ମିଲନ ପ୍ରଧାନଙ୍କୁ ଶୁକ୍ରବାର ଗିରଫ କରିଛି ପୁଲିସ। ୨୦୦୭ ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନ ବେଳେ ସଂଘଟିତ ଏକ ହତ୍ୟା ମାମଲାରେ ତାଙ୍କୁ […]

ଏକାମ୍ର ରେସିଡେନ୍ସି ପାଇଁ ବିଡିଏ ପକ୍ଷରୁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର: ବିଡିଏ ପକ୍ଷରୁ ସୁବୁଦ୍ଧିପୁରଠାରେ ନିର୍ମାଣାଧୀନ ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପରେ ଆପାର୍ଟମେଣ୍ଟ ଆବଣ୍ଟନ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗ୍ରହୀ କ୍ରେତାମାନେ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ […]

୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୯ରେ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍‌ ଅମାନ୍ୟ କରି କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗରେ ୮ ଜଣ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ପକ୍ଷରୁ ଦାୟର ହୋଇଥିବା […]

ପୋଲିସ ଜାଲରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ ମଣ୍ଡଳ

ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ପୋଲିସକୁ ଚକମା ଦେଇ ଆସୁଥିବା ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଟପ୍ କ୍ୟାଡର ମାଓବାଦୀ ଅସୀମ ମଣ୍ଡଳ ଓରଫ୍ ଆକାଶ ଶେଷରେ ପୋଲିସ ଜାଲରେ ପଡ଼ିଛନ୍ତି। ପୂର୍ବ ମେଦିନୀପୁର […]

ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ବିଏସଏଫ୍ ଆଇଜି ଦାୟିତ୍ୱ

ନୂଆଦିଲ୍ଲୀ: ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନା ସିଆରପିଏଫ ଆଇଜି ଥିବା ବେଳେ ତାଙ୍କୁୁ ବିଏସଏଫ୍ ଆଇଜି ଭାବେ ନିଯୁକ୍ତି ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରାଯାଇଛି। ଏହି […]

TMC ର ନାମ ଏବଂ ଚିହ୍ନର ବ୍ୟବହାର ଉପରେ ରୋକ ଲଗାଇଲେ ଇସି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ରେ ଚାଲିଥିବା ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ଦୁଇ ପ୍ରତିଦ୍ୱନ୍ଦ୍ୱୀ […]