ଭୁବନେଶ୍ୱର: ଜନସ୍ୱାସ୍ଥ୍ୟର ସୁରକ୍ଷା ସହିତ ସ୍ୱଚ୍ଛ ତଥା ସୁସ୍ଥ କାର୍ଯ୍ୟକ୍ଷେତ୍ର ପରିବେଶ ସୃଷ୍ଟି କରିବା ଏବଂ ତମାଖୁର କୁପ୍ରଭାବରୁ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ରକ୍ଷା କରିବା ଉଦ୍ଦେଶ୍ୟରେ ରାଜ୍ୟର ପ୍ରମୁଖ ପ୍ରଶାସନିକ କେନ୍ଦ୍ର […]
Author: ତେଜସ୍ୱିନୀ
‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ‘ଯଶୋଭୂମି’ଠାରେ ଅନୁଷ୍ଠିତ ଗ୍ଲୋବାଲ୍ ଇଭେଣ୍ଟ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେପ୍ଟେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ […]
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୬ତମ ଜନ୍ମଦିନ:ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା […]
ପୁରୀରେ ନିମ୍ନମାନର ଓ ଭେଜାଲ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ
ପୁରୀ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁରୀ ପୋଲିସ। ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ଖଜା ପ୍ରସ୍ତୁତି କେନ୍ଦ୍ର ଓ ଗୋଦାମ ଉପରେ ପୋଲିସ ପକ୍ଷରୁ ହଠାତ ଚଢ଼ାଉ […]
ଅନନ୍ତ ନାଗଙ୍କୁ ମିଳିବ ଦାଦାସାହେବ ଫାଲକେ ଆୱାର୍ଡ:ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ନୂଆଦିଲ୍ଲୀ: ଭାରତୀୟ ସିନେମା ଜଗତରେ ଉଲ୍ଲେଖନୀୟ ଓ ଅତୁଳନୀୟ ଯୋଗଦାନ ପାଇଁ ପ୍ରତିବର୍ଷ ଜଣେ ବିଶିଷ୍ଟ କଳାକାରଙ୍କୁ ‘ଦାଦାସାହେବ ଫାଲକେ ପୁରସ୍କାର’ରେ ସମ୍ମାନିତ କରାଯାଇଥାଏ। ଏହାକୁ ଭାରତୀୟ ସିନେମାର ସର୍ବୋଚ୍ଚ ସମ୍ମାନ ଭାବେ ଗ୍ରହଣ […]
ନୂଆ ସେନ୍ସର ବୋର୍ଡ ଗଠନ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ନୂଆ ସେନ୍ସର ବୋର୍ଡ ଗଠନ କରିଛନ୍ତି କେନ୍ଦ୍ର ସରକାର l ଏହାର କାର୍ଯ୍ୟକାଳ ତିନି ବର୍ଷ କିମ୍ବା ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ରହିବ । ନୂତନ ସିବିଏଫସି ବୋର୍ଡରେ ଚଳଚ୍ଚିତ୍ର, ଟେଲିଭିଜନ, ସଙ୍ଗୀତ, […]
ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲ
ବ୍ରହ୍ମପୁର: ବହୁ ଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ୧୦ ମାସ ଜେଲ୍ରେ ରହିବା ପରେ ନିକଟରେ ଜାମିନରେ ଆସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ଏକ ମାମଲା […]
ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ
ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲା ରାଏବୋଗା ଥାନା ଅଞ୍ଚଳରେ ଆଜି ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଯାଇଛି। ଶଙ୍ଖ ନଦୀରେ ଗାଧୋଉଥିବା ସମୟରେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, […]
ମଝି ସମୁଦ୍ରରେ ଭାରତୀୟ ଜାହାଜକୁ ଧକ୍କା ଦେଲା ପାକିସ୍ତାନ ଜାହାଜ
ନୂଆଦିଲ୍ଲୀ: ଆରବ ସାଗରରେ ଭାରତ ଜାହାଜ ସହିତ ପାକିସ୍ତାନ ଜାହାଜ ଧକ୍କା ହୋଇଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବାବେଳେ ଭାରତ ଏହାକୁ ଅତି ଗମ୍ଭୀରତାର ସହିତ ନେଇ ଦିଲ୍ଲୀସ୍ଥିତ ପାକିସ୍ତାନ ଉଚ୍ଚାୟୁକ୍ତଙ୍କୁ ଅବଗତ […]
ମଣିପୁରରେ ହିଂସାକାଣ୍ଡ :ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ
ଇମ୍ଫାଲ: ମଣିପୁରରେ ପୁଣିଥରେ ହିଂସାକାଣ୍ଡ ଦେଖିବାକୁ ମିଳିଛି l ଅଜ୍ଞାତ ସଶସ୍ତ୍ର ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼ରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଫାର୍ମହାଉସ୍ ଏବଂ ବାସଗୃହ ନିଆଁରେ ଜଳି ଯାଇଛି […]
