ଟ୍ରେନରେ ଅଧିକ ଲଗେଜ ନେଲେ ପଡିପାରେ ଜୋରିମାନା

ନୂଆଦିଲ୍ଲୀ: ଯାତ୍ରୀଙ୍କ ପାଇଁ କଡ଼ା ନିୟମ ଲାଗୁ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଲୱେ । ଟ୍ରେନରେ ମନଇଚ୍ଛା ଲଗେଜ ନେଇପାରିବେନି ଯାତ୍ରୀ। ବ୍ୟାଗର ଓଜନ ଅଧିକ ହେଲେ ମଧ୍ୟ ଦେବାକୁ ପଡିବ ଜୋରିମାନା। […]

ଶିଶୁ ବାଟିକା ପିଲାଙ୍କୁ ଦିଆଯିବ ମାଗଣା ୟୁନିଫର୍ମ,ଆସିଛି ଗଣଶିକ୍ଷା ବିଭାଗକୁ ଚିଠି

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ପିଲାଙ୍କ ଭଳି ଶିଶୁବାଟିକା ପିଲାଙ୍କୁ ମଧ୍ୟ ମିଳିବ ୟୁନିଫର୍ମ । ସେମାନେ ମଧ୍ୟ ପିନ୍ଧିବେ ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର ବି ଦିଆଯିବ । […]

ଓଡିଶାକୁ ହୋଇପାରେ ପୋସ୍କୋର ଲେଉଟାଣି

କେନ୍ଦୁଝର: ଜେଏସ୍‌ଡବ୍ଲୁ ଷ୍ଟିଲ୍‌ ଓ ପୋସ୍କୋ କେନ୍ଦୁଝର ଜିଲ୍ଲାରେ ଷ୍ଟିଲପ୍ଲାଣ୍ଟ କରିପାରନ୍ତି। ଭାରତରେ, ସମ୍ଭବତଃ ଓଡ଼ିଶାରେ ଏକ ୬ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ବିତ ଇସ୍ପାତ ପ୍ଲାଣ୍ଟ ବସାଇବାକୁ ଜେଏସ୍ଡବ୍ଲୁ ଷ୍ଟିଲ୍ ଓ […]

ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ୱ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷକତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ […]

ସେପ୍ଟମ୍ବରରୁ ଓଡ଼ିଶାରେ ଭୋଟର ତାଲିକାର SIR

ଭୁବନେଶ୍ୱର: ଓଡ଼ିଶାରେ ସେପ୍ଟମ୍ବରରୁ ଆରମ୍ଭ ହେବ ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟା। ଏଥିପାଇଁ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ଆର ଗୋପାଲନ।ଏହି ସଂଶୋଧନ ପ୍ରାୟ ୨୪ ବର୍ଷ ପରେ ହେବାକୁ […]

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର:-ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା […]

ସେପ୍ଟେମ୍ବର ୪ରେ ରାଜ୍ୟ ନିର୍ବାଚନ କମିଶନ ଘେରିବ କଂଗ୍ରେସ

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନ ଆଗରେ କଂଗ୍ରେସ ଆସନ୍ତା ୪ ତାରିଖରେ ଧାରଣା ଦେବ। ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ […]

ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି…

କେରଳ: କୋଚିରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ ଏ ଆଇ ୫୦୪ ରେ ରବିବାର ବିଳମ୍ୱିତ ରାତିରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ବିମାନଟି ଦିଲ୍ଲୀ ପାଇଁ ଉଡ଼ାଣ ଭରିବାକୁ ରହିଥିଲା […]

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ଵର: ଦିଲ୍ଲୀ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ କରିପାରନ୍ତି ଆଲୋଚନା । ଆସନ୍ତାକାଲି ଦିଲ୍ଲୀରେ ରହିଛି ଏନଡିଏ ସାଂସଦମାନଙ୍କ ବୈଠକ । ରାଜ୍ୟ କମିଟି […]

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ସୂଚନା ମିଳିଛି। […]