ନୂଆଦିଲ୍ଲୀ: ଉଦ୍ୟୋଗପତି ଅନିଲ ଅମ୍ବାନିଙ୍କ ଅନେକ ଠିକଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢଉ କରିଛି । ଗୁରୁବାର ଅନିଲ ଅମ୍ବାନିଙ୍କ ଗ୍ରୁପର କମ୍ପାନି ରାଗା କମ୍ପାନି ବିରୋଧରେ ମନି ଲଣ୍ଡ୍ରିଂର ବଡ ଯାଞ୍ଚ ଆରମ୍ଭ କରିଛି […]
Author: ତେଜସ୍ୱିନୀ
ଆଜି ସୃଷ୍ଟି ହେବ ଲଘୁଚାପ ! ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର: ଗୁରୁବାର ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହେବ । ପାଣିପାଗ […]
ମହାନଦୀ ଜଳ ବିବାଦ: ଆପୋଷ ଆଲୋଚନା ଜରିଆରେ ହେବ ସମାଧାନ
ଭୁବନେଶ୍ୱର : ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ […]
କଟକ ଜିଲ୍ଲାର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ କଲେ ଜିଲ୍ଲାପାଳ
କଟକ: କଟକ ଜିଲ୍ଲାର ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରିପୋର୍ଟ ଦାଖଲ କରିନଥିବାରୁ […]
ନିଯୁକ୍ତି ପାଇବେ ୨୫୬ ହାବିଲଦାର ଓ ୧୩୫୦ କନଷ୍ଟେବଳ; ମୋହନ ସରକାର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ (OISF)ର ୨ଟି ନୂଆ ବାଟାଲିୟନ୍ ହେବ । ତୃତୀୟ ଓ ଚତୁର୍ଥ ବାଟାଲିୟନ […]
ରାଜ୍ୟପାଳଙ୍କ ସଚିବ ଭାବେ ପ୍ରଥମ ମହିଳା ଆଇଏଏସ୍ ନିଯୁକ୍ତ
ଭୁବନେଶ୍ୱର: ଓଡ଼ିଶା ସରକାର ଗତକାଲି ଏକ ବୃହତ୍ ପ୍ରଶାସନିକ ଅଦଳବଦଳ କରି ୧୬ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ନିଯୁକ୍ତ କରିଛନ୍ତି। ଏହା ମାଧ୍ୟମରେ ଜନସାଧାରଣଙ୍କୁ ସୁଶାସନ ଓ ସେବା ଯୋଗାଣରେ […]
ଚାଷୀ ଙ୍କ ପାଇଁ ଇ-କେୱାଇସି ବାଧ୍ୟତାମୂଳକ
ଭୁବନେଶ୍ୱର: ଓଡ଼ିଶା ସରକାର ଖରିଫ ଧାନ ବିକ୍ରି ପାଇଁ ପଞ୍ଜୀକରଣ କରୁଥିବା ସମସ୍ତ ଚାଷୀଙ୍କ ପାଇଁ ଇ-କେୱାଇସି (ଇଲେକ୍ଟ୍ରୋନିକ ନୋ-ୟୁଅର-କଷ୍ଟମର) ଯାଞ୍ଚକୁ ବାଧ୍ୟତାମୂଳକ କରି ନକଲି ଚାଷୀଙ୍କୁ ଚିହ୍ନଟ ଓ ବାଦ ଦେବାର ଏକ […]
ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ
ଭୁବନେଶ୍ୱର: ମଙ୍ଗଳବାର ରାତି ରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ପୁରୀ ଜିଲ୍ଲାପାଳ ଥିବା ଚଞ୍ଚଳ ରାଣା ହେଲେ ବିଏମସି କମିସନର। ଶିଳ୍ପ ବିଭାଗ ACS ହେମନ୍ତ ଶର୍ମା ହେଲେ […]
