ନୂଆଦିଲ୍ଲୀ: ଦିଲ୍ଲୀରୁ କୋଲକାତାକୁ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ (ଫ୍ଲାଇଟ୍ ଏଆଇ୨୪୦୩) ରନୱେରେ ୧୫୫ କିଲୋମିଟର ପ୍ରତି ଘଣ୍ଟା ବେଗରେ ଚାଲିଥିବା ବେଳେ ଟେକ୍ନିକାଲ୍ ତ୍ରୁଟି ଯୋଗୁଁ ଟେକ୍-ଅଫ୍ ବାତିଲ କରାଯାଇଛି। ପାଇଲଟମାନେ […]
Author: ତେଜସ୍ୱିନୀ
ଉପରାଷ୍ଟ୍ରପତିଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଧନଖଡଙ୍କ ଇସ୍ତଫାକୁ ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରବର୍ତ୍ତୀ କାର୍ଯ୍ୟପନ୍ଥା ପାଇଁ ଗୃହ ମନ୍ତ୍ରାଳୟଙ୍କୁ ପଠାଇଲେ। ସୋମବାର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ, ଜଗଦୀପ ଧନଖଡ । ସ୍ୱାସ୍ଥ୍ୟଗତ […]
ସୋସିଆଲ୍ ମିଡ଼ିଆ ଏକ ଡିଜିଟାଲ୍ ନିଶା
ଆଜିକାଲି ସୋସିଆଲ ମିଡ଼ିଆ ପ୍ରାୟ ପ୍ରତ୍ୟେକ ବ୍ୟକ୍ତି ବିଶେଷଙ୍କ ଜୀବନରେ ଏକ ବିଶେଷ ଅଂଶ ଗ୍ରହଣ କରିସାରିଛି। ଏକ ସାଧାରଣ ଲୋକଠାରୁ ଆରମ୍ଭ କରି ସେଲିବ୍ରେଟି ପର୍ଯ୍ୟନ୍ତ ପ୍ରାୟ ସମସ୍ତେ ସୋସିଆଲ ମିଡ଼ିଆ ବ୍ୟବହାର […]
କଣ୍ଠଶିଳ୍ପୀ ଶ୍ରୀକାନ୍ତ ଦାସଙ୍କୁ ଅର୍ଘ୍ୟ ପୁଷ୍ପାଞ୍ଜଳି
କଟକ: ପବିତ୍ର ସାରସ୍ଵତ ପୀଠ ଶ୍ରୀରାମଚନ୍ଦ୍ର ଭବନଠାରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶ୍ରୀକାନ୍ତ ଦାସଙ୍କ ଦଶାହ ସଂଧ୍ୟାରେ ତାଙ୍କର ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ ଏକ ସ୍ମୃତି ଉତ୍ସବ “ଅର୍ଘ୍ୟ ପୁଷ୍ପାଞ୍ଜଳି” ଆୟୋଜିତ […]
ସମସ୍ତ ସ୍କୁଲରେ ଲାଗିବ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା :ସିବିଏସଇ
ନୂଆଦିଲ୍ଲୀ: ସିବିଏସଇ ସହ ଜଡ଼ିତ ସମସ୍ତ ସ୍କୁଲରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ କରାଯିବା ବାଧ୍ୟତାମୂଳକ । ଏଥିରେ ରିଅଲ-ଟାଇମ ଅଡ଼ିଓ-ଭିଜୁଆଲ ରେକର୍ଡିଂ କ୍ଷମତା ରହିବ। ଏହି ନିୟମ ସ୍କୁଲ ପରିସରରେ ନିରାପତ୍ତା ବିଶେଷ […]
ଦୁଷ୍କର୍ମ ଅଭିଯୋଗରେ ଓଡିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ
ଭୁବନେଶ୍ୱର: ଛାତ୍ରୀ ନିର୍ଯ୍ୟାତନା ବିରୋଧରେ ହାଙ୍ଗାମ କରୁଥିବା ପ୍ରଦେଶ କଂଗ୍ରେସ ଏବେ ଅଡୁଆରେ। କାରଣ ଛାତ୍ର କଂଗ୍ରେସର ସଭାପତି ଉଦିତ ପ୍ରଧାନ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି। ଗତକାଲି ରାତିରେ ପୋଲିସ ତାଙ୍କୁ ଗିରଫ […]
ଏନ୍ସିଇଆର୍ଟି ବହିରୁ ବାଦ୍ ପଡିଲା ପାଇକ ବିଦ୍ରୋହ…
ଭୁବନେଶ୍ୱର: ଓଡ଼ିଶାର ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ କୁହାଯାଉଥିବା ବେଳେ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଏନ୍ସିଇଆର୍ଟି ଦ୍ୱାରା ପ୍ରକାଶିତ ୮ମ ଶ୍ରେଣୀର ଇତିହାସ ବହିରେ ସ୍ଥାନିତ କରାଯାଇଥିଲା। କିନ୍ତୁ […]
ପ୍ରମାଣ ନ ମିଳିବାରୁ ୧୯ ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ୧୧ ଅଭିଯୁକ୍ତ
ମୁମ୍ବାଇ: ୨୦୦୬ରେ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ଐତିହାସିକ ରାୟ ଶୁଣାଇଛନ୍ତି ବମ୍ବେ ହାଇକୋର୍ଟ। ଏହି ମାମଲାରେ ନିମ୍ନ ଅଦାଲତ ଦ୍ୱାରା ଦୋଷୀ ସାବ୍ୟସ୍ତ ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୧ ଜଣଙ୍କୁ […]
ସଂସଦ ପରିସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ
ନୂଆଦିଲ୍ଲୀ: ଆଜିଠୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ନେତାମାନେ ମୌସୁମୀ ଅଧିବେଶନରେ ଅଂଶଗ୍ରହଣ କରିବା ପାଇଁ ସଂସଦରେ ପହଞ୍ଚିଛନ୍ତି। ଅଧିବେଶନ ଆରମ୍ଭ ହେବା […]
ବୋତଲ ରେ ଦିଆଯିବନି ପେଟ୍ରୋଲ:ପେଟ୍ରୋଲିୟମ ଡିଲରସ୍ ଆସୋସିଏସନ
ଭୁବନେଶ୍ୱର: ରାଜ୍ୟରେ ସାଂପ୍ରତିକ ଘଟଣାକୁ ଦେଖି ଜୁଲାଇ ୨୧ରୁ ଆଉ ଖୋଲାରେ ପେଟ୍ରୋଲ୍ ଦିଆଯିବ ନାହିଁ ବୋଲି କହିଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ ସଭାପତି ଶଶାଙ୍କ ଶେଖର। ପେଟ୍ରୋଲ୍ ପମ୍ପରେ କେବଳ ଗାଡ଼ିରେ ହିଁ […]
