ଇପିଏଫ୍ଓ ଘୋଷଣା କରିଛି ଯେ ଯେଉଁମାନେ ୧ ବର୍ଷ ପର୍ଯ୍ୟନ୍ତ ନିରନ୍ତର ସେବା ପ୍ରଦାନ କରିଛନ୍ତି ଯଦି ସେମାନଙ୍କର କୌଣସି ପରିସ୍ଥିତିରେ ମୃତ୍ୟୁ ହୁଏ ସେବେ ସେମାନଙ୍କ ପରିବାରକୁ ୫୦ ହଜାର ଟଙ୍କା ମିଳିବ […]
Author: ତେଜସ୍ୱିନୀ
ରଦ୍ଦ ହେଲା ଭାରତ-ପାକିସ୍ତାନ ଲିଜେଣ୍ଡସ୍ ମ୍ୟାଚ୍ ୨୦୨୫
ପହଲଗାମ ଆକ୍ରମଣକୁ ନେଇ ପାକିସ୍ତାନ ଖେଳାଳୀଙ୍କ ପ୍ରତି କଠୋର ମନୋଭାବ ଦେଖାଇଛି ଭାରତୀୟ ଟିମ୍ । ବିଶ୍ୱ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍ ୨୦୨୫ର ଆୟୋଜକମାନେ ଏକ ସରକାରୀ ବିବୃତ୍ତି ଜାରି କରି ସୂଚନା ଦେଇଛନ୍ତି […]
ଏଫ୍ଏମ୍ କଲେଜରେ କ୍ରାଇମ୍ବ୍ରାଞ୍ଚ ଡିଜି
ବାଲେଶ୍ୱର:ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା । ଏଫ୍ଏମ୍ କଲେଜରେ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଚତୁର୍ଥ ଦିନରେ କ୍ରାଇମ୍ବ୍ରାଞ୍ଚ ଟିମ୍ର ଖୋଳତାଡ଼ ଜାରି। ଘଟଣାରେ ଅଧିକ ତଥ୍ୟ ହାସଲ ପାଇଁ ପଚରାଉଚରା । […]
ସ୍ୱତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ; ନୂଆ ତାରିଖ ଘୋଷଣା କରିବ ବୋର୍ଡ
ଭୁବନେଶ୍ୱର: ଆଜି ହେବାକୁ ଥିବା ସ୍ୱତନ୍ତ୍ର OTET-୨୦୨୫ ପରୀକ୍ଷା ହେଲା ସ୍ଥଗିତ । ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା […]
AIIMS ପରିସରରେ ୧୬୩ ଧାରା ଲାଗୁ
ଭୁବନେଶ୍ୱର: ଏମ୍ସ ବର୍ଣ୍ଣ ୱାର୍ଡରେ ବଳଙ୍ଗା ପୀଡ଼ିତାଙ୍କ ଚିକିତ୍ସା ଚାଲିଛି । ଏହାରି ଭିତରେ ଶନିବାର ରାତିରେ ଏମ୍ସ ପରିସରରେ ଶାସକ ବିଜେପି ଏବଂ ବିରୋଧୀ ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ […]
ଏସିଆ କପ ୨୦୨୫ ବୟକଟ କରିବ BCCI
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏସୀୟ କ୍ରିକେଟ ପରିଷଦ (ACC)ର ବାର୍ଷିକ ବୈଠକ ସମ୍ପର୍କରେ ଏକ ବଡ଼ ମତ ରଖିଛି। ଏହି ବୈଠକ ଜୁଲାଇ ୨୪ରେ ବାଂଲାଦେଶର ରାଜଧାନୀ ଢାକାରେ ଅନୁଷ୍ଠିତ […]
ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମର୍ମାହତ
ଭୁବନେଶ୍ୱର: ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗ ଘରକୁ ବହି ଆଣିବାକୁ ଯାଉଥିବା ବେଳେ ଜଣେ ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ ପେଟ୍ରୋଲ ଢାଳି ନିଆଁ ଲଗାଇ […]
ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାରେ ଏଫ୍ଏମ୍ କଲେଜର ୮ ଜଣଙ୍କୁ ନୋଟିସ
ଭୁବନେଶ୍ୱର: ସୌମ୍ୟାଶ୍ରୀ ବିିଶିଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର ତଦନ୍ତ କରିଛି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ। ବିଭାଗ ପକ୍ଷରୁ ଗଠିତ ୩ ଜଣିଆ କମିଟି ସଦସ୍ୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ସଦସ୍ୟ ଏବଂ ବିଦ୍ୟାର୍ଥୀଙ୍କ ମତ […]
କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ
ନୂଆଦିଲ୍ଲୀ: ସ୍ଵତନ୍ତ୍ର ଆଇନ ଅଧୀନରେ ଥିବା ମାମଲାଗୁଡ଼ିକ ପାଇଁ କୋର୍ଟ ସ୍ଥାପନ କରାଯାଇ ନ ଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଉଦ୍ବେଗ ପ୍ରକାଶ କରିବା ସହ କେନ୍ଦ୍ର ଓ ମହାରାଷ୍ଟ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି […]
ଗୁଗୁଲ୍ ଓ ମେଟାକୁ ନୋଟିସ୍ ଦେଲା ଇଡି
ନୂଆଦିଲ୍ଲୀ: ଅନଲାଇନ୍ ବେଟିଂ ଆପ୍ ମାମଲାର ତଦନ୍ତ ସହିତ ଜଡିତ ଟେକ୍ କମ୍ପାନି ଗୁଗୁଲ୍ ଏବଂ ମେଟାକୁ ନୋଟିସ୍ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ସେମାନଙ୍କୁ ଇଡି ନୋଟିସ୍ ଜାରି କରି […]
