ଜନ୍ମଦିନରେ ଗିରଫ ହେଲେ ବଡ଼ ଘରର ପୁଅ; ଚୈତନ୍ୟ ବାଘେଲ

ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବାଘେଲଙ୍କ ପୁଅ ହେଲେ ଗିରଫ। ଆଜି ସକାଳେ ଭୂପେଶ ବାଘେଲଙ୍କ ଭିଲାଇସ୍ଥିତ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢାଉ କରିଥିଲା। କୁହାଯାଉଛି ଯେ, […]

ଜାତିସଂଘ ରେକର୍ଡରେ ସ୍ଥାନୀତ ହେଲା ‘କିସ୍‍’

ଭୁବନେଶ୍ୱର: ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ପ୍ରମାଣ-ଆଧାରିତ ଶିକ୍ଷା ମାଧ୍ୟମରେ ଜନଜାତି ଭବିଷ୍ୟତକୁ ସଶକ୍ତ କରିବାରେ ଅଗ୍ରଣୀ କାର୍ଯ୍ୟ ପାଇଁ କିସ ଜାତିସଂଘର ଅର୍ଥନୈତିକ ଓ ସାମାଜିକ ପରିଷଦ (ଇକୋସକ୍‍) ଉଚ୍ଚସ୍ତରୀୟ ସେଗମେଣ୍ଟ ଦ୍ୱାରା ରେକର୍ଡରେ […]

ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ‘ମିସନ୍‌ ଲାଇଫ୍’: ପରିବେଶ ସଚେତନତା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ସ୍କୁଲ ଶିକ୍ଷାରେ ‘ମିସନ ଲାଇଫ’କୁ ସମନ୍ୱିତ କରି ଏକ ସ୍ଥାୟୀ ଭବିଷ୍ୟତ ପାଇଁ କାର୍ଯ୍ୟ କରିବାକୁ ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର […]

ପାକ୍ ସମର୍ଥିତ TRFକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ଆମେରିକା

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ -ଟିଆରଏଫକୁ ଫରେନ୍ ଟେରରିଷ୍ଟ ଅର୍ଗାନାଇଜେସନ୍ ଘୋଷଣା କଲା ଆମେରିକା ବୈଦେଶିକ ବିଭାଗ। ଏହା ସହ ଟିଆରଏଫକୁ ସ୍ପେସିଆଲି ଡେଜିଗନେଟେଡ୍ ଗ୍ଲୋବାଲ ଟେରରିଷ୍ଟ ଘୋଷଣା […]

ପ୍ରବଳ ବର୍ଷା ନେଇ ଆଜି ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୮ ଉପକୂଳ ଜିଲ୍ଲାରେ ଶୁଖିଲା ପାଗ ରହିବ। ଆସନ୍ତାକାଲି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା […]

କଲେଜ ଭଳି ସ୍କୁଲରେ ଗଠନ ହେବ ଆଇସିସି କମିଟି

ଭୁବନେଶ୍ୱର: କଲେଜ ଭଳି ସ୍କୁଲରେ ଗଠନ ହେବ ଆଇସିସି କମିଟି । ଆଇସିସି କମିଟି ସଠିକ୍ ଭାବେ ଗଠନ କରି କାମ କରିବାକୁ ଗଣଶିକ୍ଷା ବିଭାଗର କଡା ନିର୍ଦ୍ଦେଶ । ବାଲେଶ୍ୱର ଏଫଏମ କଲେଜ […]

ପ୍ରେସ୍‌ ମିଟ୍‌ କରି ବିଜେଡି ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ପ୍ରେସ୍‌ ମିଟ୍‌ କରି ବିଜେଡି ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ସିଧା ପ୍ରଶ୍ନ କରିଛନ୍ତି ପୂର୍ବ ସରକାରଙ୍କୁ । ବିଜେଡ଼ି ସରକାର ଓଡିଶାକୁ ୨୪ ବର୍ଷ ଶାସନ କରିଛି । […]

କକ୍‌ପିଟ୍‌ରେ କ୍ୟାମେରା ଲଗାଇବା ଦାବିରେ, ଚାଲିଛି ତର୍କ ବିତର୍କ

ନୂଆଦିଲ୍ଲୀ: ଏୟାର୍ ଇଣ୍ଡିଆ ବୋଇଂ ୭୮୭-୮ ବିମାନ ଜୁନ୍ ୧୨ରେ ଦୁର୍ଘଟଣାଗ୍ରସ୍ତ ହେବାର କିଛି ମୁହୂର୍ତ୍ତ ପୂର୍ବରୁ କିଛି ଏଭଳି କଥାବାର୍ତ୍ତା ଫ୍ଲାଇଟ୍ ଅଡିଓ ରେକର୍ଡରରୁ ମିଳିଛି । ଜଣେ ପାଇଲଟ ପଚାରୁଛନ୍ତି, ଆପଣ […]

ଆଜି ଓଡିଶା ବନ୍ଦ :କଂଗ୍ରେସ ର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ବିରୋଧୀ ଦଳ । ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ […]

ରାଜ୍ୟ କ୍ୟାବିନେଟ୍‌ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ୱାସ୍ଥ୍ୟ, ଶକ୍ତି, ରାଜସ୍ଵ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି ବିଭାଗରେ […]