ଦୁବାଇ ନିବେଶ ଅଭିଯାନରେ ଓଡ଼ିଶାକୁ ୨.୪୩ ଲକ୍ଷ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ତିନିଦିନିଆ ଉଚ୍ଚସ୍ତରୀୟ ପୁଞ୍ଜିନିବେଶ ଅଭିଯାନ ଶେଷ ହୋଇଛି। ଏହି ଗସ୍ତକାଳରେ ରାଜ୍ୟକୁ ମୋଟ ୨ ଲକ୍ଷ ୪୩ହଜାର ୧୬୨ କୋଟି ଟଙ୍କାର ବିଶାଳ ପୁଞ୍ଜିନିବେଶ […]

ଉପମୁଖ୍ୟମନ୍ତ୍ରୀଙ୍କ ପଦ ବିରୋଧରେ ଜନସ୍ୱାର୍ଥ ମାମଲା: ପିଟିସନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ବର: ସମ୍ବିଧାନରେ ‘ଉପମୁଖ୍ୟମନ୍ତ୍ରୀ’ ପଦ ନେଇ କୌଣସି ବ୍ୟବସ୍ଥା ନାହିଁ । ଏହା ସତ୍ତ୍ଵେ ଓଡ଼ିଶାରେ ଦୁଇଟି ‘ଉପମୁଖ୍ୟମନ୍ତ୍ରୀ’ ପଦ ସୃଷ୍ଟି କରାଯାଇଛି । ଏହି ବ୍ୟବସ୍ଥାକୁ ପ୍ରତ୍ୟାହାର କରିବା ପାଇଁ ଦାଏର ପିଟିସନ୍‌କୁ […]

ହ୍ୱାଟସଆପ୍ ରେ ମିଳିବ ଓଡ଼ିଶା ପୁଲିସର ୧୪ଟି ସେବା

ଭୁବନେଶ୍ୱର: ଅତ୍ୟାବଶ୍ୟକୀୟ ସେବା ପାଇଁ ସାଧାରଣ ଲୋକଙ୍କୁ ଆଉ ବାରମ୍ବାର ଥାନାକୁ ଯିବାକୁ ପଡ଼ିବ ନାହିଁ। ଘରେ ବସି ନିଜ ମୋବାଇଲ ଫୋନ୍ ମାଧ୍ୟମରେ ଲୋକଙ୍କୁ ବିଭିନ୍ନ ପ୍ରକାର ସୁବିଧା ଯୋଗାଇ ଦେବ ଓଡ଼ିଶା […]

ୟୁନିଟ୍-୧ ହାଟରେ ବୁଲିଲା ବିଏମ୍‌ସିର ବୁଲ୍‌ଡୋଜର୍

ଭୁବନେଶ୍ୱର: ରାଜଧାନୀର ୟୁନିଟ୍-୧ ହାଟ ନିକଟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କଡ଼ା ଉଚ୍ଛେଦ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାରୀ ଜମିରେ ବେଆଇନ୍ ଭାବେ ଗଢ଼ିଉଠିଥିବା ଭେଣ୍ଡିଂ ଜୋନ୍‌କୁ ବିଏମ୍‌ସି ଟିମ୍ ସମ୍ପୂର୍ଣ୍ଣ […]

ହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ଭୁବନେଶ୍ୱରରେ ଲଙ୍କାକାଣ୍ଡ:

ଭୁବନେଶ୍ୱର: ହର୍ଣ୍ଣ ମାରିବାକୁ ନେଇ ରାଜଧାନୀରେ ତୁମୁଳ କାଣ୍ଡ । ଗାଡ଼ିର ହର୍ଣ୍ଣ ମାରିବାକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଏକ ବିବାଦ ଉଗ୍ର ରୂପ ନେଇଥିଲା। ଗାଡ଼ି ସାଇଡ୍ କରିବାକୁ ହର୍ଣ୍ଣ ବଜାଇବାରୁ […]

ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର

ବାରିପଦା: ଭୁବନେଶ୍ୱର ଏସଟି/ଏସସି ଉନ୍ନୟନ ବିଭାଗରେ କାର୍ଯ୍ୟରତ ପୁରୀ ଜିଲ୍ଲାର ପ୍ରଜ୍ଞା ପ୍ରକାଶ ପାତ୍ର ଏବଂ ଭୁବନେଶ୍ୱର ପ୍ରଶାନ୍ତ ପ୍ରଧାନ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଅଡିଟ୍ କାର୍ଯ୍ୟ ଶେଷ କରି […]

ପାରାଦୀପ ବନ୍ଦରର ୨ଟି ବର୍ଥର ପରିଚାଳନା ଦାୟିତ୍ୱ ନେଲା ଆଦାନୀ ଗ୍ରୁପ୍

ଭୁବନେଶ୍ୱର: ଆଗାମୀ ୩୦ବର୍ଷ ପାଇଁ ଦେଶର ଦ୍ୱିତୀୟ ସର୍ବବୃହତ୍ ପାରାଦୀପ ବନ୍ଦରର ୨ଟି ବର୍ଥର ପରିଚାଳନା ଦାୟିତ୍ୱ ନେଇଛି ଆଦାନୀ ଗ୍ରୁପ୍। ବିଡିଂ ପ୍ରକ୍ରିୟାରେ ସର୍ବାଧିକ ବିଡିଂଧାରୀ ଆଦାନୀ ପୋର୍ଟସ୍ ଆଣ୍ଡ ସ୍ପେଶାଲ ଇକୋନୋମିକ […]

ଦିଲ୍ଲୀରେ ଅନୁଷ୍ଠିତ ହେବ ବ୍ରିକ୍ସ ସମ୍ମିଳନୀ:ଯୋଗଦେବେ ଦେବେ ଜିନ୍‌ପିଙ୍ଗ ଓ ପୁଟିନ୍

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିଖର ସମ୍ମିଳନୀ ୧ ସେପ୍ଟେମ୍ବର ୧୨ ଆଉ ୧୩ ରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀ ରେ ଯୋଗଦେବେ ଚୀନ ରାଷ୍ଟ୍ରପତି […]

ଦିଲ୍ଲୀ ହାଇକୋର୍ଟଙ୍କ ପରାମର୍ଶ ପରେ ବିବାଦୀୟ ପୋଷ୍ଟ ହଟାଇବେ ସୌରଭ ଦାସ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ପରାମର୍ଶ ପରେ ‘କ୍ରୋଚ୍ ଜନତା ପାର୍ଟି’ ର ନେତା ସୌରଭ ଦାସ ବିଜେପି ନେତା ଗୌରବ ଭାଟିଆଙ୍କ ସମ୍ପର୍କରେ କରାଯାଇଥିବା ସମସ୍ତ ବିବାଦୀୟ ପୋଷ୍ଟ ସୋସିଆଲ ମିଡିଆରୁ ହଟାଇବାକୁ ନିଷ୍ପତ୍ତି […]

ମାୟାବତୀଙ୍କ ବଡ଼ ନିଷ୍ପତ୍ତି, ବିଏସପିରୁ ଆକାଶ ଆନନ୍ଦ ବହିଷ୍କୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଏସପି ମୁଖ୍ୟ ମାୟାବତୀ ଏକ ଚାଞ୍ଚଲ୍ୟକର ନିଷ୍ପତ୍ତି ନେଇଛନ୍ତି । ଦଳର ଜାତୀୟ ସଂଯୋଜକ ତଥା ତାଙ୍କ ନିଜ ଭଣଜା ଆକାଶ ଆନନ୍ଦଙ୍କୁ ପାର୍ଟିରୁ ସମ୍ପୂର୍ଣ୍ଣ […]