ଭୁବନେଶ୍ୱର: ଓଡ଼ିଶାର ବନ୍ୟାରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ସହାୟତା ରାଶି ମିଳିଛି |ଏସ୍ବିଆଇ ଭୁବନେଶ୍ୱର ସର୍କଲର ମୁଖ୍ୟ ମହାପ୍ରବନ୍ଧକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
Author: ତେଜସ୍ୱିନୀ
ଲାଞ୍ଚ ନେଇ ଧରାପଡ଼ିଲେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ
ପୁରୀ: ଓଡ଼ିଶା ଭିଜିଲାନ୍ସ ବିଭାଗ ପୁରୀ ଜିଲ୍ଲାର ଦୁଇ ଜଣ ରାଜସ୍ୱ ଅଧିକାରୀଙ୍କୁ ୩୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି । ଏକ ଜମି କିସମ ପରିବର୍ତ୍ତନ ଆବେଦନର ପ୍ରକ୍ରିୟାକରଣ ପାଇଁ ସେମାନେ […]
ରାଜ୍ୟ କ୍ୟାବିନେଟ୍ର ୪୭ତମ ବୈଠକରେ ୧୨ ବିଭାଗର ୧୮ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ବିଦ୍ୟୁତ, ଶିକ୍ଷା, ନିଯୁକ୍ତି ଓ ଶ୍ରୀଜଗନ୍ନାଥ ମନ୍ଦିର ଜମି ପରିଚାଳନା କ୍ଷେତ୍ରରେ […]
୨୦ ବର୍ଷ ପରେ AFC U20 ଏସୀୟ କପ୍କୁ ଫେରିଲା ଭାରତ
ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ବାଂଲାଦେଶକୁ ୩-୦ ଗୋଲ୍ରେ […]
ଗୁଆହାଟୀରେ ବୀଭତ୍ସ ହତ୍ୟା; ଫ୍ରିଜ୍ରୁ ମିଳିଲା ମୃତ ମହିଳାଙ୍କ କଟାମୁଣ୍ଡ
ଆସାମ: ଆସାମର ଗୁଆହାଟୀଠାରେ ଜଣେ ନିଷ୍ଠୁର ସ୍ୱାମୀ ନିଜ ପତ୍ନୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ, ତାଙ୍କ ମୁଣ୍ଡ କାଟି ଏକ ପଲିଥିନ୍ ବ୍ୟାଗ୍ରେ ପୂରାଇ ଫ୍ରିଜ୍ରେ ଲୁଚାଇ ରଖିଥିବା ପୋଲିସ […]
ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା; ୫ ଏମସିଡି ଅଧିକାରୀ ନିଲମ୍ବିତ
ନୂଆଦିଲ୍ଲୀ: ସତ୍ୟ ନିକେତନ ଆବାସିକ କୋଠା ଭୁଶୁଡ଼ିବା ମାମଲାରେ ଦିଲ୍ଲୀ ମହାନଗର ନିଗମର ପାଞ୍ଚ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମସିଡି ଦକ୍ଷିଣ ଜୋନର ଉପାୟୁକ୍ତ ରାକେଶ କୁମାର, ଅଧିକ୍ଷକ ଯନ୍ତ୍ରୀ […]
ବିଲ୍ ପାସ ପାଇଁ ଟଙ୍କା ନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
କଟକ: ଲାଞ୍ଚ ନେଇ ଧରାପଡିବା ପରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଘରକୁ […]
୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ଲେଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ରାଜ୍ୟର ଯେଉଁ ସରକାରୀ କାର୍ଯ୍ୟାଳୟ କିମ୍ବା ପ୍ରତିଷ୍ଠାନଗୁଡ଼ିକର ସାଇନ୍ବୋର୍ଡରେ ଏପର୍ଯ୍ୟନ୍ତ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନ ପରିବର୍ତ୍ତନ ହୋଇନାହିଁ, ସେଗୁଡ଼ିକୁ ଆସନ୍ତା […]
ଦିଲ୍ଲୀର ସତ୍ୟ ନିକେତନରେ ୪ ମହଲା କୋଠା ଭୁଶୁଡ଼ିଲା
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଅନ୍ତର୍ଗତ ସତ୍ୟ ନିକେତନରେ ଆଜି ଅପରାହ୍ନ ପ୍ରାୟ ୧ଟା ୩୦ରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଧ୍ୱସ୍ତ କୋଠାରେ ବହୁ ଲୋକ ଫସି ରହିଥିବା […]
ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇବା ପରେ ୯ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇ ଅତିକମରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଖବର ଅନୁଯାୟୀ, ଶନିବାର […]
