ଶରଧାବାଲିରେ ପହଞ୍ଚିଲେ ୩ ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ

ପୁରୀ: ଚଳିତ ବର୍ଷର ପବିତ୍ର ଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହୋଇଛି। ପୂର୍ବରୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ସାରିଥିଲା। ଏବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ପହଞ୍ଚିବା […]

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି: ଅନୁରାଗ କୁମାରଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର: ଗୃହ ମନ୍ତ୍ରଣାଳୟ ୧୯୯୨ ବ୍ୟାଚର ୟୁଟି କ୍ୟାଡରର ଆଇପିଏସ ଅଧିକାରୀ ସତୀଶ ଗୋଲଚାଙ୍କୁ ଦିଲ୍ଲୀ ପୋଲିସ କମିଶନର ପଦରୁ ହଟାଇ ଦେଇଛି। ୧୯୯୪ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଅନୁରାଗ କୁମାରଙ୍କୁ ଦିଲ୍ଲୀର ନୂତନ […]

ରାଜମହଲର ‘ଶ୍ରୀଲେଦର୍ସ ସୋ’ ରୁମ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରାଜମହଲ ଛକ ନିକଟରେ ଥିବା ଜୋତା ସୋରୁମ ‘ଶ୍ରୀଲେଦର୍ସ’ରେ ଆଜି ସକାଳୁ ସକାଳୁ ନିଆଁ ଲାଗିଯାଇଛି। ଭୋର ପ୍ରାୟ ୫ଟା ସମୟରେ ଏହି ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ସ୍ଥାନୀୟ ଲୋକେ […]

ଦଳାଚକଟା ମୃତ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ଖଣ୍ଡନ: ରଥଯାତ୍ରା ପରିଚାଳନାରେ ବ୍ୟାପକ ତ୍ରୁଟିକୁ ନେଇ ବର୍ଷିଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ଚଳିତବର୍ଷ ରଥଯାତ୍ରାରେ ପ୍ରାୟ ୮ରୁ ୯ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା। ଭିଡ଼ ଦଳାଚକଟାରେ ଦୁଇ ଜଣଙ୍କ ମୁତ୍ୟୁ ହେବା ସହିତ ଅନେକ ଆହତ ହେବା ନେଇ ଖବର ପ୍ରକାଶ ପାଇଥିଲା l ଶ୍ରଦ୍ଧାଳୁଙ୍କ […]

ପ୍ରକାଶ ହେଲା NEET-UG ୨୦୨୬ ପରୀକ୍ଷାର ଫଳାଫଳ

ନୂଆଦିଲ୍ଲୀ : ଜୁଲାଇ ୧୬ ତାରିଖରେ NEET-UG ୨୦୨୬ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି | ଦେଶ ବିଦେଶର ୫୫୧ଟି ସହରରେ ୫,୪୪୦ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୨୦ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। […]

ପୁରୀ ବଡ଼ଦାଣ୍ଡରେ ଠେଲାପେଲାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ପୁରୀ: ରଥଯାତ୍ରାରେ ଠେଲାପେଲା ଯୋଗୁ ତଳେ ପଡ଼ି ଶ୍ୱାସରୁଦ୍ଧ ହୋଇଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ […]

ବଙ୍ଗୋପସାଗରରେ ଦୁର୍ଘଟଣା, ୫୦୦ରୁ ଅଧିକ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ: ବଙ୍ଗୋପସାଗରର ମିଆଁମାର ଉପକୂଳରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା ଗଭୀର ସମୁଦ୍ରରେ ବୁଡ଼ି ଯାଇଛି। ଏଥିରେ ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। କୌଣସି ସାମୁଦ୍ରିକ ଦୁର୍ଘଟଣାରେ ଏତେ […]

ରଥରେ ବିରାଜମାନ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଧାଡ଼ି ପହଣ୍ଡିରେ ଆସି ଠାକୁରେ ନିଜ ନିଜ ରଥରେ ବିରାଜମାନ ହୋଇଛନ୍ତି । ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଘଣ୍ଟ, ଘଣ୍ଟା, ମୃଦଙ୍ଗ ତାଳରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହେଉଛି । […]

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫାଇଲ ଗାଏବ ହେବା ଘଟଣାରେ ଦୁଇ ଅବସରପ୍ରାପ୍ତ ଅଫିସରଙ୍କୁ ନୋଟିସ୍ ପଠାଇଲା କମିଶନରେଟ ପୁଲିସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ଫାଇଲ ଗାଏବ ହେବା ଘଟଣାରେ କମିଶନରେଟ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୂର୍ବତନ ଆଇଟି ସଚିବ ମନୋଜ କୁମାର ମିଶ୍ର ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ […]

ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା:ଭକ୍ତମୟ ଶ୍ରୀକ୍ଷେତ୍ର

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥାରୁଢ଼ ହେବେ ଚତୁର୍ଦ୍ଧା ମୂର୍ତ୍ତି, ଭକ୍ତ ଓ ଭଗବାନଙ୍କ ହେବ ମହାମିଳନ । ଏହି ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। […]