ଭୁବନେଶ୍ୱର:MMDR ୨୦୨୬ସଂଶୋଧନ ବିଲ୍କୁ ବିରୋଧ କରି ନବୀନ ପଟ୍ଟନାୟକ ଓଡ଼ିଶାର ସମସ୍ତ ବିଜେପି ସାଂସଦଙ୍କୁ ଏକ ଚିଠି ଲେଖିଛନ୍ତି। ନବୀନ ସାଂସଦମାନଙ୍କୁ ଦଳୀୟ ଆଭିମୁଖ୍ୟରୁ ଉପରକୁ ଉଠି ଓଡ଼ିଶାର ସ୍ୱାର୍ଥ ଓ ଅଧିକାର ରକ୍ଷା […]
Author: ତେଜସ୍ୱିନୀ
ବେଆଇନ ଟ୍ୟାକ୍ସ ରିହାତି ନେବା ଅଭିଯୋଗରେ ଓସିଏକୁ ନୋଟିସ୍ ଜାରି
ଭୁବନେଶ୍ୱର:ବେଆଇନ ଭାବେ ବ୍ୟକ୍ତିଗତ ବିମାନ ଯାତ୍ରା, ହୋଟେଲ ବିଲ୍ ଓ ଅନ୍ୟାନ୍ୟ ଖର୍ଚ୍ଚକୁ ‘ବ୍ୟବସାୟିକ ଖର୍ଚ୍ଚ’ ଦର୍ଶାଇ ଲକ୍ଷାଧିକ ଟଙ୍କାର ଟିକସ ଛାଡ଼ ବା ‘ଇନପୁଟ୍ ଟ୍ୟାକ୍ସ କ୍ରେଡିଟ୍’ ନେଇଥିବା ଅଭିଯୋଗରେ ଓସିଏକୁ ରାଜ୍ୟ […]
ରନ୍ଧନ ତେଲର ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲଗୁଡ଼ିକୁ ଚିଠି କଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର:ଆଉ କଲେଜ କ୍ୟାଣ୍ଟିନ୍ରେ ବିକ୍ରି ହେବନାହିଁ ତେଲିଆ ଖାଦ୍ୟ । ପ୍ରଧାନମନ୍ତ୍ରୀଙ୍କ ରନ୍ଧନ ତେଲ ବ୍ୟବହାର କମାଇବା ନେଇ ଆହ୍ୱାନକୁ ଅନୁସରଣ କରି ଉଚ୍ଚ ଶିକ୍ଷା ବିଭାଗ ଏହି ପରାମର୍ଶ ଦେଇଛି ।ଏନେଇ ରାଜ୍ୟର […]
୧.୦୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି
ଭୁବନେଶ୍ୱର: ରକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ସୁଭଦ୍ରା ଯୋଜନାର ୫ମ କିସ୍ତି ଟଙ୍କା ଜାରି କରିଛନ୍ତି। ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀଙ୍କ […]
ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କଲା ପୋଲିସ
କାଠମାଣ୍ଡୁ: ନେପାଳର ପ୍ରଳୟଙ୍କାରୀ ବନ୍ୟା ପରେ ନାରାୟଣୀ ନଦୀରେ ପ୍ରବଳ ସ୍ରୋତରେ ଭାସିଆସିଥିବା ଜଣେ ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କରାଯାଇଛି।ନେପାଳ ପୁଲିସ୍ […]
ବଦନାମ କରିବାକୁ ଚେଷ୍ଟା କରୁଥିବା ଲୋକଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଜୁଏଲ ଓରାମ
ରାଉରକେଲା :ରାଉରକେଲାରେ ବିରୋଧୀଙ୍କୁ ଖୋଲା ଚ୍ୟାଲେଞ୍ଜ୍ ଦେଇଛନ୍ତି ଜୁଏଲ ଓରାମ। ସେ କହିଛନ୍ତି ମୋତେ ବଦନାମ କରିବାକୁ ଚେଷ୍ଟା କରାଯାଉଛି। ମୋ ପ୍ରତିଷ୍ଠା ବାବଦରେ ଯଦି କେହି ହାତ ଉଠାଇବ, ସେ ହାତକୁ କାଟିଦେବି। […]
ଆଇପିଏସ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ
ଭୁବନେଶ୍ୱର: ୨୦୧୩ ବ୍ୟାଚର ଆଇପିଏସ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ତାଙ୍କ ଇସ୍ତଫା ଗ୍ରହଣ କରିବା ପରେ ରାଜ୍ୟ ସରକାର ଏହି ସମ୍ପର୍କିତ ନଥିକୁ ପରବର୍ତ୍ତୀ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ […]
ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତିକୁ ଓଡିଶା ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାଏର
ଭୁବନେଶ୍ୱର:ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନିଯୁକ୍ତି କୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର ହୋଇଛି lସୂଚନା ଅନୁଯାୟୀ ଆବେଦନକାରୀ ନିଜ ପିଟିସନରେ ଦର୍ଶାଇଛନ୍ତି ଯେ, ଭାରତୀୟ ସମ୍ବିଧାନରେ ଉପମୁଖ୍ୟମନ୍ତ୍ରୀ ପଦବୀ […]
୨୮ ଦିନ ପରେ ୮ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର
ଭୁବନେଶ୍ୱର: ୨୮ ଦିନ ପରେ ୮ ଜଣ ମତ୍ସ୍ୟଜୀବୀ ସୁରକ୍ଷିତ ଭାବେ ଉଦ୍ଧାର । ଦିଘା ମୁହାଣଠାରୁ ପ୍ରାୟ ୧୦୦ କିଲୋମିଟର ଦୂର ସମୁଦ୍ର ମଧ୍ୟରୁ ମାଛଧରା ଟ୍ରଲର ସହ ଏହି ୮ ଜଣ […]
କୋର୍ଟଙ୍କ ଆଦେଶ ଅବମାନନା ଅଭିଯୋଗରେ ଖୁରାନିଆଙ୍କୁ ନୋଟିସ
ଭୁବନେଶ୍ୱର: ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ହାଇକୋର୍ଟ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଆବଦେନକାରୀ ସାଗରିକା ପରିଡ଼ାଙ୍କ ପକ୍ଷରୁ ଅଦାଲତ ଅବମାନନା ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ […]
