‘ୱିପ୍ରୋ ଆର୍ଥିୟାନ୍’ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀ ବିଜୟୀ

ଭୁବନେଶ୍ୱର: ବେଙ୍ଗାଲୁରୁ ସ୍ଥିତ ଅଜିମ୍ ପ୍ରେମଜୀ ବିଶ୍ୱବିଦ୍ୟାଳୟରେ ପରିବେଶ ସନ୍ତୁଳନ ଏବଂ ଜଳ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶାର ଛାତ୍ରଛାତ୍ରୀ ଉତ୍କୃଷ୍ଟ ପ୍ରଦର୍ଶନ କରି ଏକ ନୂତନ ଇତିହାସ ରଚନା କରିଛନ୍ତି । ପ୍ରତିଷ୍ଠିତ ‘ୱିପ୍ରୋ […]

ବିଧାନସଭା ବଜେଟରେ କକ୍ଷ ତ୍ୟାଗ କଲେ ବିରୋଧୀ: କଂଗ୍ରେସ ଓ ବିଜେଡି

ଭୁବନେଶ୍ୱର: ଆଜି ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଆରମ୍ଭ ହୋଇଥିଲା ଓଡିଶା ବିଧାନସଭା ବଜେଟ୍ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଏବଂ କଂଗ୍ରେସ। ଅପରପକ୍ଷେ ଆସନ […]

ପ୍ରକାଶ ପାଇଲା JEE ମେନ ୨୦୨୬ ରେଜଲ୍ଟ

ନୂଆଦିଲ୍ଲୀ: ସୋମବାର ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) JEE ମେନ୍ ୨୦୨୬ ସେସନ୍ ୧ ଫଳାଫଳ ପ୍ରକାଶ କରିଛି। ପେପର୍ ୧ (BE/BTech) ପାଇଁ ପରୀକ୍ଷା ଦେଇଥିବା ପ୍ରାର୍ଥୀ ମାନେ ଏବେ ଅଫିସିଆଲ୍ ୱେବସାଇଟ୍: […]

କଡ଼ା ସୁରକ୍ଷା ଭିତରେ ଚାଲିବ ଚଳିତ ବଜେଟ୍ ଅଧିବେଶନ

ଭୁବନେଶ୍ୱର : ଆଜିଠୁ ଏପ୍ରିଲ ୮ ପର୍ଯ୍ୟନ୍ତ ୨ ଟି ପର୍ଯ୍ୟାୟରେ ଚାଲିବ ବଜେଟ ଅଧିବେଶନ। ଚଳିତ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା।ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ l […]

CBSE ଦଶମ ଓ ଦ୍ବାଦଶ ପରୀକ୍ଷା: ପ୍ରଥମ ବୋର୍ଡ଼ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ ଓ ଦ୍ବାଦଶ ପରୀକ୍ଷା । ସ୍କୁଲ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ CBSE ପକ୍ଷରୁ ଆଡଭାଇଜରୀ । ସକାଳ ୧୦ଟା ପୂର୍ବରୁ ପରୀକ୍ଷାକେନ୍ଦ୍ରରେ ପହଞ୍ଚିବାକୁ […]

ରାସାୟନିକ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ୮ ଜୀବନ୍ତ ଦଗ୍ଧ

ରାଜସ୍ଥାନ: ଏକ ରାସାୟନିକ କାରଖାନାରେ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି ରାଜସ୍ଥାନର ଭିୱାଡିରେ। ଖବର ପାଇ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଆରମ୍ଭ କରିଥିଲେ । […]

ରାଜନଗରରେ ତିନି ମାସ ପରେ ସ୍ୱାଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର

ରାଜନଗର: ଘଡିଆମାଳ ପଞ୍ଚାୟତ ନୂଆଗାଁ ଅଙ୍ଗନବାଡି କେନ୍ଦ୍ରରେ ଦଳିତ ସହାୟିକା ନିଯୁକ୍ତିକୁ କେନ୍ଦ୍ର କରି ଦୀର୍ଘ ୩ ମାସ ଧରି ଚାଲିଥିବା ସମସ୍ୟାର ଅନ୍ତ ଘଟିଛି। ପୂର୍ବ ନିଷ୍ପତି ଅନୁଯାୟୀ ଆଜି ସକାଳୁ ରାଜନଗର […]

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଆଜି ସଂଧ୍ୟାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 71 ବର୍ଷ ବୟସ ହୋଇଥିଲା। ସେ ଗତଗୁରୁବାର ଦିନ ଏକ ସାହିତ୍ୟ ସଭାରେ ଯୋଗ ଦେଇଥିଲେ। ସେଠାରେ […]

ଟି-୨୦ ବିଶ୍ବକପ: ପାକିସ୍ତାନ ବିପକ୍ଷରେ ଭାରତର ବଡ଼ ବିଜୟ

ନୂଆଦିଲ୍ଲୀ: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ […]

ଦୁଇ ନକଲି ମାଓବାଦୀ ଗିରଫ

ରାୟଗଡା: ମାଓ ପୋଷ୍ଟର ମାରି ଆତଙ୍କ ଖେଳାଇବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ପୋଲିସ ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ଅନୁବ୍ରତ ବାରା । ସେ ୱେବ୍ ଚ୍ୟାନେଲର ସାମ୍ବାଦିକ […]