NOC ପାଇଁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜୁନିଅର ଆସିଷ୍ଟାଣ୍ଟ

ଭଦ୍ରକ: ଘରୋଇ ସ୍କୁଲକୁ NOC ପ୍ରଦାନ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ଶିକ୍ଷା ଅଧିକାରୀ (DEO) କାର୍ଯ୍ୟାଳୟର ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ଟିମ୍ […]

ପିପିଲିରେ ହେବ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପିପିଲି ଚାନ୍ଦୁଆ ଶିଳ୍ପର ବିକାଶ ପାଇଁ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପିପିଲି ତହସିଲ ଅନ୍ତର୍ଗତ ଜଗନ୍ନାଥପୁର ମୌଜାରେ ୫ ଏକରରୁ ଅଧିକ ଜମି ଉପରେ […]

ରାଜ୍ୟସଭା ଉପନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର:ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ପକ୍ଷରୁ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି। ନିକଟରେ ସେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଏବଂ […]

ସରକାରୀ ଅଫିସରେ ଭଡ଼ା ପାଇଁ ଇଭି ଗାଡ଼ି ବାଧ୍ୟତାମୂଳକ: ଭଡ଼ା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମସ୍ତ ସରକାରୀ ଅଫିସରେ ଇଭି ଗାଡ଼ି ଭଡ଼ାରେ ନେଇ ବ୍ୟବହାର କରିବା ବାଧ୍ୟତାମୂଳକ ହୋଇଛି। ବ୍ଲକ ଓ ତହସିଲଠୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ବ୍ୟବହାର ପାଇଁ ମାସିକ […]

ବିବାଦରେ ୱିପ୍ରୋ, ଧର୍ମାନ୍ତୀକରଣ ଅଭିଯୋଗ ଆଣିଲେ ମହିଳା କର୍ମଚାରୀ

ପୁଣେ: ପୁଣେରେ ଥିବା ଆଇଟି କମ୍ପାନୀ ୱିପ୍ରୋ ବିରୋଧରେ ଜଣେ ପୂର୍ବତନ ମହିଳା କର୍ମଚାରୀ ଏପରି ଅଭିଯୋଗ ଆଣିଛନ୍ତି । ପୁଣେରେ ଘଟିଥିବା ଧର୍ମ ପରିବର୍ତ୍ତନ ଏବଂ ନିର୍ଯାତନା ମାମଲାର ତଦନ୍ତ ନାସିକର ସାମ୍ପ୍ରତିକ […]

ଗିରଫ ହେଲେ ଆୟକର ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଭଦ୍ରକ ଆୟକର ବିଭାଗ କାର୍ଯ୍ୟାଳୟର ଜଣେ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଲାଞ୍ଚ ନେଉଥିବା ବେଳେ ଧରିଛି CBI। ଗିରଫ ହୋଇଥିବା ଅଧିକାରୀ ହେଲେ ରମେଶ କୁମାର ମହାନ୍ତି। ଜଣେ ସାଧାରଣ ନାଗରିକଙ୍କ କାମ କରାଇଦେବା ନାଁରେ […]

ଥାଇଲାଣ୍ଡରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କ ଆକୁଳ ନିବେଦନ

ଭୁବନେଶ୍ୱର: ସୁଦୂର ଥାଇଲାଣ୍ଡକୁ ଦାଦନ ଖଟିବାକୁ ଯାଇ ସେଠାରେ ବନ୍ଧକ ଅବସ୍ଥାରେ ଫସି ରହିଛନ୍ତି ଓଡ଼ିଶାର ଚାରିଜଣ ଶ୍ରମିକ। ଦୀର୍ଘ ଚାରି ମାସ ହେବ ସେମାନଙ୍କୁ ଦରମା ମିଳିନଥିବା ବେଳେ ବର୍ତ୍ତମାନ ସେମାନଙ୍କ ଦିନ […]

ପ୍ରମାଣପତ୍ର ପ୍ରଦାନରେ ବିଳମ୍ବ ହେଲେ ଅଫିସରଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଏଣିକି ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଆବଶ୍ୟକ ହେଉଥିବା ବିଭିନ୍ନ ପ୍ରମାଣପତ୍ର ତୁରନ୍ତ ଓ ନିର୍ଦ୍ଧାରିତ ସମୟ ମଧ୍ୟରେ ମିଳିବ। ଏସବୁ ପ୍ରମାଣପତ୍ର ଦେବାରେ ବିଳମ୍ବ କଲେ ସମ୍ପୃକ୍ତ ଅଫିସରଙ୍କ ବିରୁଦ୍ଧରେ ହେବ କଡ଼ା […]

ଦିଲ୍ଲୀ ହୋଟେଲ ଅଗ୍ନିକାଣ୍ଡ ଘଟଣାରେ ୨୧ ଜଣଙ୍କ ମୁତ୍ୟୁ : ମାଲିକଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ: ଦିଲ୍ଲୀ ମାଲବ୍ୟ ନଗର ହୋଟେଲରେ ଅଗ୍ନିକାଣ୍ଡରେ ୨୧ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଲୋକେ ଆହତ ହୋଇଛନ୍ତି। ପ୍ରାଣ ହରେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ୧୨ ଜଣ ବିଦେଶୀ ନାଗରିକ ଅଛନ୍ତି l […]

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର

ନୂଆଦିଲ୍ଲୀ: କର୍ଣ୍ଣାଟକରେ ଆରମ୍ଭ ହୋଇଛି ଏକ ନୂଆ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ଉପ-ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ନେତୃତ୍ୱରେ ନୂତନ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଘଟିଛି, ଯେଉଁଥିରେ ଆଜି ୧୩ ଜଣ ନୂଆ ମନ୍ତ୍ରୀ ଶପଥ […]