ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରୁ ଶ୍ରୀକ୍ଷେତ୍ର ପୁରୀ କୁ ଥିବା ୩୧୬ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଦିନ ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି I […]
Author: ତେଜସ୍ୱିନୀ
ରେଡ କରି ଫେରିବା ବେଳେ ଇଡି ଉପରେ ଆକ୍ରମଣ
କେରଳମ:ବୁଧବାର ଦିନ କେରଳମର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ ଓ ତାଙ୍କ ଝିଅଙ୍କ ଠିକଣାରେ ରେଡ କରିଥିବା ଇଡି ଟିମ ଉପରେ ଆକ୍ରମଣ ହୋଇଛି । ଇଡି ରେଡକୁ ବିରୋଧ କରି ସିପିଆଇଏମ କର୍ମୀମାନେ […]
କ୍ରିସ୍ ଗେଲଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ:ରାଜସ୍ଥାନ ରୟାଲ୍ସ ଦଳର ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ସର୍ବାଧିକ ଛକା ମାରି କ୍ରିସ୍ ଗେଲଙ୍କ ୧୪ ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଗୋଟିଏ ଆଇପିଏଲ୍ ସିଜିନରେ ସର୍ବାଧିକ ଛକା […]
ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ:ଶୁଭେନ୍ଦୁ ସରକାର
ପଶ୍ଚିମବଙ୍ଗ:ଓଡ଼ିଶା ଭଳି କୋଲକତାରେ ମିଳିବ ୫ ଟଙ୍କିଆ ମିଲ୍ । ହେଲେ ଭାତ ଡାଲମା ନୁହେଁ ବରଂ ଭାତ-ମାଛ ମିଳିବ । ଏନେଇ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ରାଜ୍ୟର […]
ରାଜଧାନୀରେ ନିଶା ମାଫିଆକୁ ଏନକାଉଣ୍ଟର
ଭୁବନେଶ୍ୱର:ଦୁର୍ଦ୍ଦାନ୍ତ ଅପରାଧୀ ତଥା ଡ୍ରଗ୍ସ ଡିଲର୍ ପୁପୁନ ମାଝୀକୁ ଏନକାଉଣ୍ଟର କଲା ସ୍ପେଶାଲ କ୍ରାଇମ ୟୁନିଟ୍। ଇନ୍ଫୋଭାଲି ଅଞ୍ଚଳରେ ପୁପୁନ୍ ସହ ପୋଲିସ ମୁହାମୁହିଁ ହୋଇଥିଲା। ପୋଲିସକୁ ଗୁଳି କରି ଖସି ଯାଉଥିବା ବେଳେ […]
ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩୬୦ ଅଧିକାରୀ ବଦଳି, ୬ ପ୍ରଶାସନିକ ଅଧିକାରୀଙ୍କୁ ମୂଳ କ୍ୟାଡରକୁ ଫେରାଇ ଦିଆଗଲା
ଭୁବନେଶ୍ୱର:ସହରାଞ୍ଚଳ ଶାସନରେ ଦକ୍ଷତା, ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ଵ ବୃଦ୍ଧି କରିବା ଲକ୍ଷ୍ୟରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB)ରେ କାର୍ଯ୍ୟରତ ବିଭିନ୍ନ କ୍ୟାଡରର […]
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୪ ପରୀକ୍ଷା ଫଳ : ବୁବୁନ ସାହୁ ଟପ୍ପର, ଦ୍ବିତୀୟରେ ଶୋଭନା ମହାନ୍ତି
ଭୁବନେଶ୍ୱର:ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍ (OPSC) -୨୦୨୪ ପରୀକ୍ଷା ଫଳ । ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ ଶହ କୃତକାର୍ଯ୍ୟ ହୋଇଛନ୍ତି । ୨ ଶହ ମଧ୍ୟରୁ ୭୮ ଜଣ ମହିଳା କୃତକାର୍ଯ୍ୟ ହୋଇଛନ୍ତି […]
ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ […]
ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ
କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। […]
ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର କଲା ବ୍ରହ୍ମପୁର ପୋଲିସ
ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା […]
