ମହାପ୍ରଭୁଙ୍କ ଅଣସର ନୀତିକୁ ନେଇ ଆପତ୍ତିଜନକ କଣ୍ଟେଣ୍ଟ ପୋଷ୍ଟ ନ କରିବାକୁ କହିଲା ପୁରୀ ପୋଲିସ :ଟେକ ଡାଉନ ହେଲା ୯୭ଟି ଆପତ୍ତିଜନକ ପୋଷ୍ଟ ଓ ଆକାଉଣ୍ଟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଅଣସର ନୀତି ଆରମ୍ଭ ହେବା ପରଠାରୁ ସୋସିଆଲ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ମହାପ୍ରଭୁଙ୍କୁ ନେଇ କିଛି ଆପତ୍ତିଜନକ ଅନୁଚିତ ଭାବେ ଏଡିଟ ଫଟୋ, ଭିଡିଓ ଏବଂ ପୋଷ୍ଟ ପ୍ରଚାର […]

ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ ରୁ ଆରମ୍ଭ

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ଆସନ୍ତା ଜୁଲାଇ ୨୦ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଆଶା କରାଯାଉଛି। ଖବର ଅନୁଯାୟୀ ମୌସୁମୀ ଅଧିବେଶନରେ ୧୯ ଟି ବୈଠକ […]

ପ୍ରାଇଭେଟ୍ ବ୍ୟାଙ୍କରେ ଖୋଲିପାରିବେନି ସରକାରୀ ଖାତା, ୧୪ ସରକାରୀ ବ୍ୟାଙ୍କକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ ସରକାରୀ ଅର୍ଥ କାରବାରକୁ ନେଇ ଓଡ଼ିଶା ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ ବିଭାଗ, ବିଶ୍ୱବିଦ୍ୟାଳୟ, ସରକାରୀ ପ୍ରତିଷ୍ଠାନ ଓ ସ୍ୱୟଂଶାସିତ ସଂସ୍ଥାଗୁଡ଼ିକର ସବୁ ଆର୍ଥିକ କାରବାର […]

ଧର୍ମ ପରିବର୍ତ୍ତନକୁ କେନ୍ଦ୍ର କରି ଶ୍ମଶାନରେ ମିଳିଲାନି ସ୍ଥାନ

ରାୟଗଡା: ଧର୍ମ ପରିବର୍ତ୍ତନ କରିଥିବାରୁ ଆଦିବାସୀ ବୃଦ୍ଧଙ୍କୁ କାନ୍ଧ ଦେବାକୁ ଆସିଲେନି ଜାତିଭାଇ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ବ୍ଲକ ଗାଜିଗାଁ ଗ୍ରାମରେ। ମିଳିଥିବା ସୂଚନା ଅନୁସାରେ ଗାଜିଗାଁ ଗ୍ରାମର […]

ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ

ଭୁବନେଶ୍ୱର: ନବୀନ ପଟ୍ଟନାୟକ ଏବଂ ଭିକେ. ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ l ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବାବେଳେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ସ୍ଥାନକୁ ଶତାଧିକ ଥର ହେଲିକପ୍ଟରରେ ଗସ୍ତ ଓ ଭବ୍ୟ ସଭା କରିବା […]

ନିର୍ମାଣ ହେବ ‘ମହାଲକ୍ଷ୍ମୀ କରିଡର’:ସରକାର ବାଣ୍ଟିବେ ୧ କୋଟି ଲକ୍ଷ୍ମୀପୁରାଣ ବହି

ଭୁବନେଶ୍ୱର: ମିଶନ ଶକ୍ତି ଭବନସ୍ଥିତ ଅଡିଟୋରିଅମ୍ ହଲ୍‌ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଶକ୍ତି ବନ୍ଦନାର ମହାଗାଥା – ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ […]

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କୁ ହାଇକୋର୍ଟର ଝଟକା,ପିଟିସନ ଖାରଜ

କଟକ: ଚିଟଫଣ୍ଡ ମାମଲାରେ ଫସିଥିବା ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଆଜି ପୁଣି ନିରାଶ । ସିବିଆଇ ଦାୟର କରିଥିବା ମାମଲାକୁ ଖାରଜ କରିବା ପାଇଁ ପ୍ରଭାତ ହାଇକୋର୍ଟରେ ଯେଉଁ ଆବେଦନ କରିଥିଲେ, […]

ମୋଦୀ-ସନା ତକାଇଚୀ ଶିଖର ବୈଠକ: ଏକାଧିକ ଚୁକ୍ତି ସ୍ୱାକ୍ଷର

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ଭାରତ-ଜାପାନ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ସନା ତକାଇଚୀଙ୍କର ଏହା ପ୍ରଥମ ଭାରତ ଗସ୍ତ । ଏହି ସମ୍ମିଳନୀରେ ଉଭୟ ଦେଶ ମଧ୍ୟରେ […]

ମିଳିଲା ଜାତୀୟ ଦଳରେ ସୁଯୋଗ, ଓଡ଼ିଶାର ୯ ଯୁବ ହକି ଖେଳାଳି ଯିବେ ବେଲଜିୟମ

ଭୁବନେଶ୍ୱର: ଭାରତୀୟ ଜୁନିୟର ପୁରୁଷ ଜାତୀୟ ହକି ଦଳର ବେଲଜିୟମ ଗସ୍ତ ପାଇଁ ଓଡ଼ିଶାର ୯ ଜଣ ପ୍ରତିଭାବାନ ଖେଳାଳି ଚୟନ ହୋଇଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ […]

ଆଦାନୀ ଏଣ୍ଟରପ୍ରାଇଜେସ ସହିତ ପୁଞ୍ଜି ନିବେଶ ପାଇଁ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝୀଙ୍କ ଉପସ୍ଥିତିରେ ୟୁଏଇର ଆବୁଧାବୀସ୍ଥିତ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ଼ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ଓ ରାଜ୍ୟ ଶିଳ୍ପ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଆଦାନୀ […]