ନୀତିନ ନବୀନ ଦେଲେ ରାଜ୍ୟ ନେତାଙ୍କୁ ଗୁରୁମନ୍ତ୍ର, କହିଲେ କାମ କରିଚାଲ

ଭୁବନେଶ୍ୱର: ବିଜେପି କୋର କମିଟି ବୈଠକ ଶେଷରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଦେଇଛନ୍ତି ବାର୍ତ୍ତା । ୨୦୩୬ ବିକଶିତ ଓଡ଼ିଶା ଗଠନରେ ରୋଡ୍ ମ୍ୟାପ ନେଇ ୫ଟି ପରାମର୍ଶ ଦେଇଛନ୍ତି। ସଙ୍ଗଠନ କିପରି […]

ରାଜ୍ୟରେ ପ୍ରତିଷ୍ଠା ହେବ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର

ପୁରୀ: ରାଜ୍ୟରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଏବଂ ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ୩୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ସମ୍ମିଳନୀ କକ୍ଷ ସହ ଏକ ଦୃଶ୍ୟ-ଶ୍ରାବ୍ୟ ହଲ୍ ଏବଂ ମୁକ୍ତାକାଶ ମଞ୍ଚ ରହିବ […]

ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି

କଟକ: ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ପାଇଁ ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି। ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଶିବ ଶଙ୍କର ମିଶ୍ର ସାଇକେଲ୍‌ରେ କୋର୍ଟ […]

ସ୍ୱିଡେନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ:ସ୍ଵିଡେନ ସରକାର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରୟାଲ୍ ଅର୍ଡର ଅଫ୍ ଦି ପୋଲାର୍ ଷ୍ଟାର କମାଣ୍ଡର ଗ୍ରାଣ୍ଡ୍ କ୍ରସ୍ (Royal Order Of Polar Star)ରେ ସମ୍ମାନିତ କରିଛନ୍ତି। ଏହାକୁ ସ୍ୱିଡେନର ଯେକୌଣସି ଦେଶର ସରକାର […]

ୟୁଏଇର ପରମାଣୁ ପ୍ଲାଣ୍ଟ ଉପରେ ଡ୍ରୋନ୍ ଆକ୍ରମଣ

ୟୁଏଇ: ୟୁଏଇର ବାରାକା ଆଣବିକ ଶକ୍ତି କେନ୍ଦ୍ର ଉପରେ ରବିବାର ଏକ ବଡ଼ ଧରଣର ଡ୍ରୋନ୍ ଆକ୍ରମଣ ହୋଇଛି। ଏହି ଆକ୍ରମଣ ଯୋଗୁଁ ପ୍ଲାଣ୍ଟ ପରିସର ବାହାରେ ଥିବା ଏକ ବାହ୍ୟ ବୈଦ୍ୟୁତିକ ଜେନେରେଟରରେ […]

ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ; ଡିଜିପିଙ୍କ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା […]

ଟ୍ରଲର-କାର ମୁହାଁମୁହିଁ ଧକ୍କା: ଚାଲିଗଲା ମାଆ-ଝିଅଙ୍କ ଜୀବନ

ପୁରୀ: ପୁରୀରେ ଜଗନ୍ନାଥଙ୍କ ଦର୍ଶନ ସାରି ସପରିବାର ଘରକୁ ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ଏହି ଦୁର୍ଘଟଣାରେ ମାଆ ଓ ଝିଅଙ୍କ ଜୀବନ ଚାଲିଯାଇଥିବା ବେଳେ ପରିବାରର ଅନ୍ୟ ୩ ଜଣ ସଦସ୍ୟ ଗୁରୁତର […]

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରତଲାମ ଜିଲ୍ଲାରେ ଥିରୁବନନ୍ତପୁରମ୍-ହଜରତ ନିଜାମୁଦ୍ଦିନ ରାଜଧାନୀ ଏକ୍ସପ୍ରେସର ଏକ ଏସି କୋଚ୍‌ରେ ଅଗ୍ନିକାଣ୍ଡ ଘଟିଛି। ଆଜି ସକାଳ ପ୍ରାୟ ୫ଟା ୩୦ ମିନିଟ୍ ସମୟରେ କୋଟା ରେଳ ଡିଭିଜନର ଲୁନିରିଛା ଓ […]

ବାଇକ୍-ଟ୍ୟାକ୍ସି ଆପ୍‌ଗୁଡ଼ିକୁ ଆପ୍ ଷ୍ଟୋର ଏବଂ ପ୍ଲେ ଷ୍ଟୋରରୁ ହଟାଇବାକୁ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ:ମହାରାଷ୍ଟ୍ର ସାଇବର ବିଭାଗ ଆପଲ୍ ଏବଂ ଗୁଗୁଲ୍‌କୁ ଉବର, ଓଲା ଏବଂ ରାପିଡୋ ଭଳି ଆପ୍‌ଗୁଡ଼ିକୁ ଆପ୍ ଷ୍ଟୋର ଏବଂ ପ୍ଲେ ଷ୍ଟୋରରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି।୧୫ ମେ ରେ ମହାରାଷ୍ଟ୍ର ସାଇବର ବିଭାଗର […]

ନବମ ଆଉ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ତିନୋଟି ଭାଷା ପଢ଼ିବା ବାଧ୍ୟତାମୂଳକ କଲା “ସିବିଏସ୍‌ଇ”

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ଜାରି ହୋଇଥିବା ସର୍କୁଲାର ଅନୁଯାୟୀ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଜୁଲାଇ ୧ରୁ ୩ ଭାଷା ବାଧ୍ୟତାମୂଳକ କରାଯାଇଛି। ସମସ୍ତ […]