ପୁଣି ରାଜଧାନୀରେ ହାଇୱା-କାର୍ ମୁହାଁମୁହିଁ ଧକ୍କା, ୨ ମୃତ ଓ ୫ ଗୁରୁତର

ଭୁବନେଶ୍ୱର: ଆଜି ଖୋର୍ଦ୍ଧା – ଚନ୍ଦକା ରୋଡର ଭୋଳା ଛକ ନିକଟରେ କାର-ହାଇୱା ମୁହାଁମୁହିଁ ଧକ୍କା ହୋଇଛି। କାରରେ ୭ ଜଣ ଥିବା ସୂଚନା ମିଳିଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୫ […]

ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ନିଟ୍‌ ପେପର ଲିକ୍ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆସନ୍ତା ବର୍ଷ ଠାରୁ ନିଟ୍‌ ପରୀକ୍ଷାରେ ହେବ ବଡ଼ […]

ଓମାନ ଉପକୁଳରେ ଡ୍ରୋନ୍‌ ମାଡ଼ ଯୋଗୁଁ ସମୁଦ୍ରରେ ବୁଡ଼ିଲା ଭାରତୀୟ ଜାହାଜ

ନୂଆଦିଲ୍ଲୀ: ଭାରତୀୟ ମାଲବାହୀ ଜାହାଜ ‘ହାଜି ଅଲ୍ଲୀ’ ଉପରେ ସନ୍ଦିଗ୍ଧ ଡ୍ରୋନ୍‌ ମାଡ଼ ହେବା ଫଳରେ ଓମାନ ଉପକୁଳ ରେ ଏହା ସମୁଦ୍ରରେ ବୁଡ଼ିଯାଇଛି। ଏହି ଭୟଙ୍କର ଆକ୍ରମଣରୁ ଜାହାଜରେ ଥିବା ସମସ୍ତ ୧୪ […]

ଜୁଲାଇ ୧ରୁ ଓଡ଼ିଶାରେ ହେବ SIR

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧ରୁ ରାଜ୍ୟରେ (SIR) ବା ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେବ। ନିର୍ବାଚନ ଆୟୋଗ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର […]

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର […]

ଭି.ଡି ସତୀଶନ କେରଳମର ନୂଆ ମୁଖ୍ୟମନ୍ତ୍ରୀ

କେରଳ: କେରଳମର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭି.ଡି ସତୀଶନଙ୍କ ନାମ ଘୋଷଣା କରିଛି କଂଗ୍ରେସ । କେରଳ ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୧୦ ଦିନ ପରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରିଛି […]

ଓଡ଼ିଶାର ସମସ୍ତ OSRTC ଗାଡିକୁ କରାଯିବ ଇଲେକ୍ଟ୍ରିକ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ଇନ୍ଧନ ସଞ୍ଚୟକୁ ଦୃଷ୍ଟିରେ ରଖି ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଖୁବ୍‌ ଶୀଘ୍ର ଓଡ଼ିଶା ଷ୍ଟେଟ୍‌ ରୋଡ୍‌ ଟ୍ରାନ୍ସପୋର୍ଟ କର୍ପୋରେସନ୍‌ (OSRTC)ର ସମସ୍ତ ବସ୍‌କୁ ଇଲେକ୍ଟ୍ରିକ୍‌ […]

NEET UG-2026 ପେପର୍ ଲିକ୍ ମାମଲାରେ ୫ ଜଣଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ: NEET UG-2026 ପରୀକ୍ଷାର ପେପର ଲିକ୍ ମାମଲାରେ ବୁଧବାର CBI ତିନୋଟି ଭିନ୍ନ ଭିନ୍ନ ସ୍ଥାନରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ, CBI ଦେଶର ବିଭିନ୍ନ ସ୍ଥାନରେ ଚଢାଉ […]

ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ଶୁଭେନ୍ଦୁ ଅଧିକାରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ସେ ଭବାନୀପୁର ଆସନ ରଖିବେ ଓ ନନ୍ଦିଗ୍ରାମ ଆସନକୁ ଛାଡ଼ିବେ ବୋଲି ସୂଚନା ଦେଇଛନ୍ତି। ଶୁଭେନ୍ଦୁ ନିକଟରେ ଶେଷ ହୋଇଥିବା ବେଙ୍ଗଲ ବିଧାନସଭା ନିର୍ବାଚନରେ […]

ଅଧା ହେଲା ପିଏମ ଆଉ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡି ସଂଖ୍ୟା

ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା […]