ଭୁବନେଶ୍ୱର: ମହୁ ଫେଣା ଭାଙ୍ଗିବାକୁ ଯାଇ ପଥର ସନ୍ଧିରେ ଫସିଥିଲେ ନୟାଗଡ଼ ଓଡ଼ଗାଁ ରାଣୀପଡ଼ାର ନାବାଳକ ଶିବ ପ୍ରଧାନ। ଦୀର୍ଘ ୧୦ ଘଣ୍ଟାର ରେସକ୍ୟୁ ଅପରେସନ ପରେ ତାକୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ […]
Author: ତେଜସ୍ୱିନୀ
ଜନଗଣନା କାର୍ଯ୍ୟରେ ଅସହଯୋଗ କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ଜନଗଣନା-୨୦୨୭ କାର୍ଯ୍ୟକୁ ସୁରୁଖୁରୁରେ ଶେଷ କରିବା ପାଇଁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜନଗଣନା କାର୍ଯ୍ୟରେ ନିୟୋଜିତ ଶିକ୍ଷକ ଓ ଶିକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ମୁକ୍ତ (ରିଲିଭ୍) ନକଲେ ସଂପୃକ୍ତ ସ୍କୁଲ […]
କଂଗ୍ରେସ ସମର୍ଥନରେ ସରକାର ଗଢିବାକୁ ଦାବି କଲେ ଥାଲାପତି
ଚେନ୍ନାଇ: ଆସନ୍ତାକାଲି ସକାଳ ୧୦ଟାରେ ବିଜୟ ଥାଲାପତି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଜୟ ଆଜି ରାଜ୍ୟପାଳ ରାଜେନ୍ଦ୍ର ଅର୍ଲେକରଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ବିଜୟଙ୍କ ନୂତନ ଦଳ […]
ବାସନ୍ତୀ ଭିଲ୍ଲାରେ ଭୟଙ୍କର ଅଗ୍ନିକାଣ୍ଡ: ଶ୍ବାସରୁଦ୍ଧରେ ଚାଲିଗଲା ୩ ଜୀବନ
ଭୁବନେଶ୍ୱର: ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି, ୩ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟର ଇଲେକ୍ଟ୍ରିକାଲ୍ ପ୍ୟାନେଲ୍ ବୋର୍ଡ […]
ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ହେବ ବୃଦ୍ଧି
ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ମନ୍ତ୍ରିମଣ୍ଡଳ ସୁପ୍ରିମକୋର୍ଟରେ ଜଜ୍ ସଂଖ୍ୟା ବୃଦ୍ଧିକୁ ନେଇ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତିଙ୍କ ସଂଖ୍ୟା ୩୪ରୁ ବଢାଇ ୩୮ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଛଅ ବର୍ଷ […]
ପରାଜୟ ପରେ ଗର୍ଜିଲେ ମମତା: କହିଲେ“ମୁଁ ହାରିନି, ଦେବିନି ଇସ୍ତଫା”
କୋଲକାତା: ପଶ୍ଚିମବଙ୍ଗରେ ପରାଜୟକୁ ଗ୍ରହଣ କରିପାରୁ ନାହାନ୍ତି ଟିଏମସି ମୁଖ୍ୟ ମମତା ବାନାର୍ଜୀ। ବେଙ୍ଗଲରେ ବିଜେପି ବହୁମତ ହାସଲ କରିବା ପରେ ପ୍ରଥମ ଥର ପାଇଁ ଦିଦି ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ କଡା […]
ଅମିତ ଶାହ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ବଡ଼ ଦାୟିତ୍ୱ, ବାଛିବେ ବେଙ୍ଗଲ ସିଏମ୍
ନୂଆଦିଲ୍ଲୀ: ୫ ରାଜ୍ୟରେ ବଜେପି ର ବିଜୟ ହୋଇଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ ବିଜେପିର ଐତିହାସିକ ସଫଳତା ପରେ ଏବେ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଚର୍ଚ୍ଚା। ଏହାରି ଭିତରେ ପଶ୍ଚିମବଙ୍ଗ ବିଧାୟକ […]
ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଦୁର୍ଘଟଣା, ୩ ଶ୍ରମିକ ମୃତ
ଅନୁଗୋଳ: ଅନୁଗୁଳ ଶ୍ରୀମେଟାଲିକ କାରଖାନାରେ ଏକ ଅଘଟଣ ଘଟିଯାଇଛି । ମେସିନ୍ ସଫା କରୁଥିବା ସମୟରେ ଗ୍ୟାସ୍ ଲିକ୍ ହେବା ଫଳରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଶ୍ରମିକ […]
ବିହାର କ୍ୟାବିନେଟ୍ ସମ୍ପ୍ରସାରଣ ମେ ୭ରେ
ନୂଆଦିଲ୍ଲୀ: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଆସନ୍ତା ମେ ୭ ତାରିଖରେ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବାକୁ ଯାଉଛି। ସୂତ୍ର ଅନୁଯାୟୀ, ପାଟନାର ଐତିହାସିକ ଗାନ୍ଧୀ ମଇଦାନରେ […]
ସାଉଦି ଆରବରେ ଇରାନର ଆକ୍ରମଣ: ୩ଜଣ ଭାରତୀୟ ଆହତ
ନୂଆଦିଲ୍ଲୀ: ଆରବ ଏମିରେଟ୍ସରେ ତିନି ଜଣ ଭାରତୀୟ ନାଗରିକଙ୍କ ଉପରେ ହୋଇଥିବା ଆକ୍ରମଣ ଖବରକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବୈଦେଶିକ ମନ୍ତ୍ରଣାଳୟ । ସୂଚନା ଅନୁଯାୟୀ ଇରାନ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ବ୍ୟବହାର […]
