ବ୍ରଜ ମୋହନ ରାମ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଡକ୍ଟର ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସେ ଖୁବଶୀଘ୍ର […]

ବାଣୀ ବିହାରରେ ଛାତ୍ର ସଂସଦ ନିର୍ବାଚନ ପ୍ରଚାର ବେଳେ ବୋମାମାଡ଼ ଅଭିଯୋଗ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇଛି। ନିର୍ବାଚନ ପ୍ରଚାର ଚାଲିଥିବା ସମୟରେ ବାଣୀ ବିହାରରେ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା […]

ଏବିଇଓଙ୍କ ଘରେ ଭିଜିଲାନ୍ସ ରେଡ୍: ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ

ଯାଜପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକର ଅତିରିକ୍ତ ଶିକ୍ଷା ଅଧିକାରୀ (ଏବିଇଓ) ଜୟଦେବ ଜେନାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୋମବାର […]

ରାଜସ୍ଥାନରେ ବିଜେପି ପୂର୍ବତନ ବିଧାୟକଙ୍କୁ ପିଟି ପିଟି ହତ୍ୟା

ଜୟପୁର: ରାଜସ୍ଥାନର ଭରତପୁରରେ ବିଜେପିର ଜଣେ ପୂର୍ବତନ ବିଧାୟକ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହୋଇ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି । ସୂଚନା ଥାଉ ଯେ, ଅକ୍ଟୋବର ୧୧ ତାରିଖ ସନ୍ଧ୍ୟା ପ୍ରାୟ […]

ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବାକୁ ମନାକଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ବିରୋଧୀ ଦଳ ନେତାମାନଙ୍କୁ ସାକ୍ଷାତ କରିବାକୁ ମନା କରିଦେଇଛନ୍ତି। ଉଭୟ ଲୋକସଭା ଓ ରାଜ୍ୟସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ଓ ରାହୁଲ ଗାନ୍ଧି […]

ଏସସିବି ମେଡିକାଲରେ ମାନସିକ ରୋଗୀଙ୍କ ମୃତ୍ୟୁ ଘଟଣା ରେ ଦୁଇ ଜଣ କର୍ମଚାରୀ ଗିରଫ

କଟକ: ଏସସିବି ମେଡିକାଲର ମାନସିକ ରୋଗ ବିଭାଗରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଘଟଣାରେ କମିଶନରେଟ୍ ପୋଲିସ ତଦନ୍ତ କରି ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ମୃତ ରୋଗୀଜଣକ […]

ଇଣ୍ଟରନେଟ୍-ମେଟ୍ରୋ ଷ୍ଟେସନ୍ ଚାଲୁ ରଖ; ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରତିବାଦକୁ ନେଇ ଜାରି କଟକଣା ମଧ୍ୟରେ ଲୋକଙ୍କ ଯାତାୟାତ ସ୍ୱାଭାବିକ ରଖିବା ସହ ମେଟ୍ରୋ ସେବାକୁ ନିୟମିତ ସମୟସୂଚୀ ଅନୁଯାୟୀ ଚାଲୁ ରଖିବାକୁ କେନ୍ଦ୍ର ସରକାରଙ୍କୁ କହିଛନ୍ତି ସୁପ୍ରିମକୋର୍ଟ। ଏହାସହ ଇଣ୍ଟରନେଟ୍ […]

ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ; ୧୩ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯହା ଆଗକୁ ଉତ୍ତର ଆଣ୍ଡାମାନ ଦିଗକୁ ଅଗ୍ରସର ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ […]

ଔଷଧ ବିଜ୍ଞାପନ ନିୟମ କଡ଼ାକଡ଼ି କରିବାକୁ କେନ୍ଦ୍ରର ପଦକ୍ଷେପ

ନୂଆଦିଲ୍ଲୀ: ଔଷଧ ବିଜ୍ଞାପନ ନିୟମକୁ ଆହୁରି କଡ଼ାକଡ଼ି କରିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରେସକ୍ରିପସନ୍‌ରେ ମିଳୁଥିବା କେତେକ ଔଷଧର ବିଜ୍ଞାପନ ନିୟନ୍ତ୍ରଣ ପାଇଁ ଔଷଧ ନିୟମ, ୧୯୪୫ରେ ସଂଶୋଧନ ନିମନ୍ତେ […]

ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ବାତିଲ କରିବାକୁ କଲେଜ ଅଧ୍ୟକ୍ଷ ଓ କୁଳପତିମାନଙ୍କୁ ଦିଆଯାଇଛି ନିର୍ଦ୍ଦେଶ: ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି। ଦଳର ଦାବି ଅନୁସାରେ, ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ବାତିଲ କରିବାକୁ କଲେଜ ଅଧ୍ୟକ୍ଷ ଓ କୁଳପତିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। […]