ମଣିପୁର: ମଣିପୁରର କାମଜୋଙ୍ଗ, ଉଖରୁଲ ଏବଂ କାଙ୍ଗପୋକପି ଜିଲ୍ଲାରେ ଆତଙ୍କବାଦୀ ଗୋଷ୍ଠୀମାନଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି । ଏହି ହିଂସା ସମୟରେ ଅନେକ ଘର ପୋଡ଼ି ଦିଆଯାଇଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ […]
Author: ତେଜସ୍ୱିନୀ
R&B ଡିଭିଜନ୍ରେ ୯.୨୪ କୋଟି ଟଙ୍କା ହଡ଼ପ ମାମଲା: ଆଉ ୩ ଗିରଫ
ଭୁବନେଶ୍ବର: ଭିଜିଲାନ୍ସ ବିଭାଗ ପକ୍ଷରୁ R&B ଡିଭିଜନ୍-୧ କାର୍ଯ୍ୟାଳୟରେ ଘଟିଥିବା ୯ କୋଟି ୨୪ ଲକ୍ଷରୁ ଅଧିକ ଟଙ୍କା ସରକାରୀ ଅର୍ଥ ହଡ଼ପ ଘଟଣାରେ ଆଉ ତିନି ଜଣ ସରକାରୀ କର୍ମଚାରୀ ଗିରଫ ହୋଇଛନ୍ତି। […]
ପବିତ୍ର ମହାଳୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତୀର୍ଥକ୍ଷେତ୍ରରେ ପିଣ୍ଡଦାନ କରୁଛନ୍ତି ଶ୍ରଦ୍ଧାଳୁ
ଭୁବନେଶ୍ବର: ଆଜି ହେଉଛି ପବିତ୍ର ମହାଳୟା ତିଥି। ଏହି ଅବସରରେ ଦେଶବ୍ୟାପୀ ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରେ ପିତୃପୁରୁଷଙ୍କୁ ସ୍ମରଣ କରାଯାଇ ପିଣ୍ଡଦାନ ଏବଂ ତର୍ପଣ କରାଯାଉଛି। ହିନ୍ଦୁ ଧାର୍ମିକ ପରମ୍ପରା ଅନୁସାରେ, ପିତୃପକ୍ଷର […]
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ପ୍ରତିବାଦ ପୂର୍ବରୁ ୩ ନେତା ଅଟକ
ନୂଆଦିଲ୍ଲୀ: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରି ନୂଆଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଯାଉଥିବା ‘କକ୍ରୋଚ୍ ଜନତା ଦଳ’ର ତିନିଜଣ ପ୍ରମୁଖ ନେତାଙ୍କୁ ଦିଲ୍ଲୀ ପୋଲିସ […]
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ ସାଂସଦଙ୍କ ପ୍ରତିନିଧିମଣ୍ଡଳୀ
ନୂଆଦିଲ୍ଲୀ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ ମେଣ୍ଟର ଏମ୍ପିମାନେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ବିଜୟ ଚୌକ ପର୍ଯ୍ୟନ୍ତ ଏକ […]
ନନ୍ଦିଗ୍ରାମ ଉପନିର୍ବାଚନରେ ରେକର୍ଡ ବ୍ୟବଧାନରେ ଜିତିଲା ବିଜେପି
ପଶ୍ଚିମବଙ୍ଗ: ନନ୍ଦିଗ୍ରାମ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦଳୀୟ ପ୍ରାର୍ଥୀ। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ୧ ଲକ୍ଷ ୨୨ ହଜାର ୬୦୩ […]
ବିଡ଼ିଓଙ୍କ ମନମୁଖି କାର୍ଯ୍ୟକୁ ବିରୋଧ, ବିଜେଡି-ବିଜେପି ମୁହାଁମୁହିଁ
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବିଡ଼ିଓ ଶୀତଲ ଅଗ୍ରୱାଲଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ବିଜେଡି ସମର୍ଥିତ ଜନ ପ୍ରତିନିଧି ମାନେ ବ୍ଲକ ମୁଖ୍ୟ ଫାଟକ ସାମ୍ନାରେ ତାଲା ପକାଇ ଆମରଣ ଅନଶନରେ ବସିଥିଲେ […]
ଜେୱାର ବିମାନବନ୍ଦରର ନାମ ବଦଳିବ, ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ରଖିବାକୁ ପ୍ରସ୍ତାବ ମଞ୍ଜୁର
ନୂଆଦିଲ୍ଲୀ: ନୋଏଡ଼ାର ଜେୱାର୍ ଠାରେ ଥିବା ଅନ୍ତର୍ଜାତୀୟ ବିମାନବନ୍ଦରର ନାମ ପରିବର୍ତ୍ତନ କରି ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର’ ରଖିବା ପାଇଁ ପ୍ରସ୍ତାବକୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିଛି। ଲକ୍ଷ୍ନୌରେ ଏକ ପ୍ରେସ୍ କନ୍ଫରେନ୍ସରେ […]
ପୁରୀ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦରକୁ କେନ୍ଦ୍ରର ସବୁଜ ସଙ୍କେତ:ଜଗନ୍ନାଥବଲ୍ଲଭ ପ୍ରକଳ୍ପ ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର
ପୁରୀ: ବ୍ରହ୍ମଗିରି ତହସିଲ ଅନ୍ତର୍ଗତ ସିପସରୁବାଲିଠାରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତିକ ବିମାନବନ୍ଦର ପ୍ରକଳ୍ପକୁ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଚୂଡ଼ାନ୍ତ ପରିବେଶ ମଞ୍ଜୁରୀ ସହ ଉପକୂଳ ନିୟାମକ କ୍ଷେତ୍ର […]
GST ପରିଷଦର ବଡ଼ ନିଷ୍ପତ୍ତି: ହଟିଲା ଗିରଫ କ୍ଷମତା
ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୫୭ତମ GST କାଉନସିଲ ବୈଠକରେ GST ନିୟମକୁ ସରଳ କରିବା ସହ ବ୍ୟବସାୟୀଙ୍କୁ ଅନାବଶ୍ୟକ ଆଇନଗତ ଜଟିଳତାରୁ ମୁକ୍ତି ଦେବା ଦିଗରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ […]
