ଭୁବନେଶ୍ୱର: ଉତ୍ତରାଖଣ୍ଡ ଲାଲପୁରରେ ରହି ପଢ଼ୁଥିବା ଜଣେ ଓଡ଼ିଆ ଛାତ୍ରୀକୁ ହତ୍ୟା ଅଭିଯୋଗ ହୋଇଛି। ସେ ହେଲେ ରାୟଗଡ଼ା ଜିଲ୍ଲା ଜେକେପୁରର ସୃଷ୍ଟି ଶର୍ମା(୨୩)। ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ତାଙ୍କୁ […]
Category: ଦେଶ
ବିହାରରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ
ବିହାର:ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ […]
ପତଞ୍ଜଳିକୁ ଦିଲ୍ଲୀ ହାଇକୋର୍ଟଙ୍କ ସମାଲୋଚନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ପରେ ଏବେ ହାଇକୋର୍ଟ ବିବାଦୀୟ ବିଜ୍ଞାପନ ପାଇଁ ରାମଦେବ ବାବାଙ୍କ ପତଞ୍ଜଳି କମ୍ପାନୀକୁ ସମାଲୋଚନା କରିଛନ୍ତି। ଏଥର ଚ୍ୟବନପ୍ରାସ ବିଜ୍ଞାପନକୁ ନେଇ ଗୁରୁବାର ଦିଲ୍ଲୀ ହାଇକୋର୍ଟ କମ୍ପାନୀ ଉପରେ କଡ଼ା ଟିପ୍ପଣୀ […]
ଟ୍ରେନ୍ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ
ତିଶଗଡ଼: ବିଳାସପୁର ଜିଲ୍ଲାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ […]
ପ୍ରଥମ ଥର ମହିଳା ବିଶ୍ୱକପ୍ ଜିତିଲା ଟିମ୍ ଇଣ୍ଡିଆ
ନଭିମୁମ୍ବାଇ: ଭାରତୀୟ ମହିଳା ଦଳ ଇତିହାସ ରଚିଛି। ମହିଳା ଏକଦିବସୀୟ ବିଶ୍ୱକପ୍ 2025 ର ଫାଇନାଲରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ 52 ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ 50 […]
ଲଞ୍ଚ ହେଲା CMS-03 ସାଟେଲାଇଟ
ନୂଆଦିଲ୍ଲୀ: ଲଞ୍ଚ ହେଲା CMS-03 ସାଟେଲାଇଟ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଦ୍ବାରା ନିର୍ମିତ ଏହି ସାଟେଲାଇଟ ହେଉଛି ଏକ ଯୋଗାଯୋଗ ଉପଗ୍ରହ(କମ୍ୟୁନିକେସନ ସାଟେଲାଇଟ୍)। ରବିବାର ସନ୍ଧ୍ୟା ୫:୨୬ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର […]
ଜାଭେଦ ଅଖତରଙ୍କୁ ମିଳିବ ସୋଆ ସାହିତ୍ୟ ସମ୍ମାନ ୨୦୨୫
ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପଦ୍ମଭୂଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ। ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପରିସରରେ […]
ECI ପକ୍ଷରୁ ବିହାରର ତିନି ବରିଷ୍ଠ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ବିହାର ବିଧାନସଭା ସାଧାରଣ ନିର୍ବାଚନ ୨୦୨୫ କୁ ମୁକ୍ତ, ଅବାଧ ଓ ନିରପକ୍ଷ ଭାବରେ ଅନୁଷ୍ଠିତ କରିବା ଲକ୍ଷ୍ୟ ନେଇ ଭାରତ ନିର୍ବାଚନ ଆୟୋଗ ବିହାରର ୧୭୮-ମୋକାମା ବିଧାନସଭା ମଣ୍ଡଳୀର ତିନିଜଣ ବରିଷ୍ଠ […]
ଶ୍ରୀକାକୁଲମ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଅଘଟଣ; ୧୦ ଭକ୍ତଙ୍କ ମୃତ୍ୟୁ
ହାଇଦ୍ରାବାଦ: କାସି ବୁଗା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ହେବାରୁ ଅତି କମରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ଏକାଦଶୀ […]
ରାଜସ୍ଥାନରେ କାର୍ଯ୍ୟକାରୀ ହେଲା ଧର୍ମାନ୍ତରୀକରଣ ବିରୋଧୀ ଆଇନ
ରାଜସ୍ଥାନ: ସେପ୍ଟେମ୍ବର ମାସରେ ରାଜସ୍ଥାନ ବିଧାନସଭା ଦ୍ୱାରା ଗୃହୀତ ଧର୍ମାନ୍ତରୀକରଣ ବିରୋଧୀ ଆଇନ ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି। ରାଜ୍ୟ ସରକାରଙ୍କ ଗୃହ ବିଭାଗ ନୂତନ ଧର୍ମାନ୍ତରୀକରଣ ଆଇନର ଏକ ଗେଜେଟ୍ ବିଜ୍ଞପ୍ତି ଜାରି […]
