ନୂଆଦିଲ୍ଲୀ : ଜୁଲାଇ ୧୬ ତାରିଖରେ NEET-UG ୨୦୨୬ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି | ଦେଶ ବିଦେଶର ୫୫୧ଟି ସହରରେ ୫,୪୪୦ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୨୦ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। […]
Category: ଦେଶ
ବଙ୍ଗୋପସାଗରରେ ଦୁର୍ଘଟଣା, ୫୦୦ରୁ ଅଧିକ ମୃତ୍ୟୁ ଆଶଙ୍କା
ନୂଆଦିଲ୍ଲୀ: ବଙ୍ଗୋପସାଗରର ମିଆଁମାର ଉପକୂଳରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା ଗଭୀର ସମୁଦ୍ରରେ ବୁଡ଼ି ଯାଇଛି। ଏଥିରେ ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। କୌଣସି ସାମୁଦ୍ରିକ ଦୁର୍ଘଟଣାରେ ଏତେ […]
ଫିଫା ବିଶ୍ୱକପ୍ ୨୦୨୬: ସେମିଫାଇନାଲରେ ଫ୍ରାନ୍ସର ଯାତ୍ରା ଶେଷ
ନୂଆଦିଲ୍ଲୀ: ଫିଫା ବିଶ୍ୱକପ୍ ୨୦୨୬ ସେମିଫାଇନାଲ ମ୍ୟାଚରେ ସ୍ପେନ୍ ଫ୍ରାନ୍ସକୁ ୨-୦ ଗୋଲରେ ପରାସ୍ତ କରି ଫାଇନାଲରେ ସ୍ଥାନ ପକ୍କା କରିଛି। କାଇଲିଆନ୍ ଏମବାପେ ମଧ୍ୟ ସ୍ପେନ୍ର ପ୍ରତିରକ୍ଷା ଭେଦ କରିପାରି ନଥିଲେ, ତିନୋଟି […]
ହୋର୍ମୁଜ୍ ପ୍ରଣାଳୀରେ ଭାରତୀୟ ନାବିକଙ୍କ ମୃତ୍ୟୁ: ଆକ୍ସନ ମୋଡ୍ରେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଇରାନର ହୋର୍ମୁଜ୍ ପ୍ରଣାଳୀରେ ମର୍ଚ୍ଚାଣ୍ଟ ଶିପ୍ ଆରବ ଏମିରେଟ୍ସ (UAE)ର ତେଲ ଟ୍ୟାଙ୍କର ଉପରେ ହୋଇଥିବା ଆକ୍ରମଣରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ଘଟିବା ପରେ ଭାରତ ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ […]
ଲର୍ଡସରେ ଇଂଲଣ୍ଡକୁ ହରାଇ ଇତିହାସ ରଚିଲା ଭାରତୀୟ ମହିଳା କ୍ରିକେଟ ଟିମ୍
ନୂଆଦିଲ୍ଲୀ: ଲର୍ଡସରେ ଖେଳା ଯାଇଥିବା ମହିଳା ଟେଷ୍ଟ ରେ ଘରୋଇ ଇଂଲଣ୍ଡକୁ ୨୭୦ ରନରେ ହରାଇ ନୂଆ ଇତିହାସ ରଚିଛି ଭାରତୀୟ ମହିଳା କ୍ରିକେଟ ଟିମ l ଲର୍ଡସ ମୈଦାନରେ ୧୮୮୪ ମସିହାରେ ପ୍ରଥମ […]
କୁୱେତ, ବାହାରିନ ଓ ଜୋର୍ଡାନ ସ୍ଥିତ ଆମେରିକା ଘାଟି ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼
ନୂଆଦିଲ୍ଲୀ: ଆମେରିକା ପକ୍ଷରୁ ଇରାନର ୫ଟି ପ୍ରଦେଶ ଉପରେ ଏକକାଳୀନ ଆକ୍ରମଣ କରାଯିବା ପରେ, ଏବେ ତେହେରାନ ପକ୍ଷରୁ ଏହାର ପ୍ରତିଶୋଧ ନିଆଯାଇଛି। ଆଜି ଇରାନ ତିନୋଟି ଦେଶରେ ଥିବା ଆମେରିକୀୟ ସାମରିକ ଘାଟିକୁ […]
ନୂଆ ଭୋଟର ରେଜିଷ୍ଟ୍ରେସନ ପାଇଁ ନୂଆ ନିୟମ
ନୂଆଦିଲ୍ଲୀ: ନୂଆ ଭୋଟରଙ୍କ ଲାଗି ନିର୍ବାଚନ ଆୟୋଗ ଅନଲାଇନ ରେଜିଷ୍ଟ୍ରେସନ ପ୍ରକ୍ରିୟାରେ ନୂଆ ନିୟମ ଲାଗୁ କରିଛନ୍ତି। ଏବେ ଫର୍ମ-୬ ପୂରଣ କରୁଥିବା ଆବେଦନକାରୀଙ୍କୁ ନିଜ ପିତାମାତଙ୍କ ଏସଆଇଆର ସମ୍ପର୍କିତ ସୂଚନା ମଧ୍ୟ ଦେବାକୁ […]
ଟ୍ରମ୍ପଙ୍କ ବଡ଼ ଚେତାବନୀ: ମୋତେ କିଛି ହେଲେ ଇରାନର ପରିଣାମ ଭୟଙ୍କର ହେବ
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ନିଜ ଜୀବନ ପ୍ରତି ଥିବା ବିପଦ ସମ୍ପର୍କରେ ଆଶଙ୍କା ପ୍ରକଟ କରିବା ସହ ଇରାନକୁ ଶକ୍ତ ଚେତାବନୀ ଦେଇଛନ୍ତି। ଶୁକ୍ରବାର ଏକ ବୟାନରେ ଟ୍ରମ୍ପ […]
ଜାମିନ ରେ ଆସିଥିବା ଅଭିଯୁକ୍ତ ୬ ଜଣଙ୍କୁ କଲା ନିର୍ମମ ହତ୍ୟା
ତେଲେଙ୍ଗନା: ଜାମିନରେ ଆସିଥିବା ଜଣେ ୩୫ ବର୍ଷୀୟ ବ୍ୟକ୍ତି ନିଜ ପତ୍ନୀ ଏବଂ ଦୁଇ ନାବାଳକ ପୁଅଙ୍କୁ ହତ୍ୟା କରିବା ପରେ ତାଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଜଣେ ନାବାଳିକା ଓ […]
ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ ପାଇଁ ମାର୍ଗଦର୍ଶିକା ଜାରିକଲା କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ
ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ (MHA) ଏକ ନୂତନ ସର୍କୁଲାର ଜାରି କରି ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ର ସରକାରଙ୍କ ସମସ୍ତ ବିଭାଗକୁ ଜାତୀୟ ସଂଗୀତ ଓ ଜାତୀୟ ଗୀତ ଗାନ […]
