କୋଲକାତାର ରେଡ ରୋଡରେ ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି

କୋଲକାତା: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ, ସେ ଦେଶକୁ ଏକ […]

ଟ୍ରମ୍ପଙ୍କ ବଡ଼ ପ୍ରତିଶ୍ରୁତି: ଭାରତ ଉପରେ ଆକ୍ରମଣ ହେଲେ ଆମେରିକା କରିବ ସହାୟତା

ନୂଆଦିଲ୍ଲୀ: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀ ଅବସରରେ ଭାରତ ଓ ଆମେରିକା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଛି। ବୁଧବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା […]

ଶିବସେନା ୟୁବିଟି ସାଂସଦଙ୍କ ଉପରେ ସଞ୍ଜୟଙ୍କ ବଡ଼ ଦାବି

ମୁମ୍ବାଇ: ମହାରାଷ୍ଟ୍ରରେ ‘ଅପରେସନ୍ ଟାଇଗର’କୁ ନେଇ ରଜନୀତି ସରଗମର ହୋଇଉଠିଛି । ବିଶେଷ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଉଦ୍ଧବ ଠାକରେଙ୍କ ଶିବସେନା (ୟୁଟିବି)ର କିଛି ସାଂସଦ ଖୁବଶୀଘ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା […]

G7 ଶିଖର ସମ୍ମିଳନୀ: ୧୬ ମାସ ପରେ ମୋଦି-ଟ୍ରମ୍ପ ଭେଟ

ନୂଆଦିଲ୍ଲୀ: ଦୀର୍ଘ ୧୬ ମାସର ବ୍ୟବଧାନ ଓ ଅର୍ଥନୀତିକ ବାଦବିବାଦ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରସ୍ପରକୁ ଭେଟିଛନ୍ତି। ଫ୍ରାନ୍ସରେ ଆୟୋଜିତ ଜି-୭ ସମ୍ମିଳନୀରେ ଉଭୟ […]

ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର କଡା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କଫ୍ ସିରପକୁ ‘ସିଡ୍ୟୁଲ୍ K’ […]

ନିଟ୍‌-ୟୁଜି ପୁନଃ ପରୀକ୍ଷା ପାଇଁ କଡ଼ା କଟକଣା: ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ବାର୍ଥ ଦୃଷ୍ଟିରୁ କେନ୍ଦ୍ର ସରକାରଙ୍କ ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲାଗିଛି । NEET UG […]

ଆମେରିକା ସେନାର ଶକ୍ତିଶାଳୀ ବିମାନ ବି-୫୨ କ୍ରାସ୍‌: ୮ ମୃତ

ୱାସିଂଟନ: ଆମେରିକା ବାୟୁସେନାର B-52 ଦୁର୍ଘଟଣାରେ ଆଠ ଜଣ ପ୍ରାଣ ହରାଇଛନ୍ତି। ବାୟୁସେନା ଘାଟିର ସୂଚନା ଅନୁଯାୟୀ ସୋମବାର ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୨୦ରେ ବିମାନଟି ଏକ ନିୟମିତ ମିଶନରେ ଥିବା […]

ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ମାମଲାର ଯାଞ୍ଚ କରିବ SIT

ୟୁପି:ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସରୁ ୭ କୋଟି ଟଙ୍କା ଚୋରି ହେବା ଅଭିଯୋଗ ପରେ ଆସିବା ପରେ ଏହି ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧିନ ସରକାର ଏହି ମାମଲାର […]

ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ: ଭାରତର ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ନିଯୁକ୍ତ ହୋଇଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି । ବର୍ତ୍ତମାନର ସେନା […]

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌ ୫ଯବାନ ଶହୀଦ

ନୂଆଦିଲ୍ଲୀ:ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି। ବିମାନଟି ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି […]