କେରଳମ:ବୁଧବାର ଦିନ କେରଳମର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ ଓ ତାଙ୍କ ଝିଅଙ୍କ ଠିକଣାରେ ରେଡ କରିଥିବା ଇଡି ଟିମ ଉପରେ ଆକ୍ରମଣ ହୋଇଛି । ଇଡି ରେଡକୁ ବିରୋଧ କରି ସିପିଆଇଏମ କର୍ମୀମାନେ […]
Category: ଦେଶ
କ୍ରିସ୍ ଗେଲଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ:ରାଜସ୍ଥାନ ରୟାଲ୍ସ ଦଳର ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ସର୍ବାଧିକ ଛକା ମାରି କ୍ରିସ୍ ଗେଲଙ୍କ ୧୪ ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଗୋଟିଏ ଆଇପିଏଲ୍ ସିଜିନରେ ସର୍ବାଧିକ ଛକା […]
ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ:ଶୁଭେନ୍ଦୁ ସରକାର
ପଶ୍ଚିମବଙ୍ଗ:ଓଡ଼ିଶା ଭଳି କୋଲକତାରେ ମିଳିବ ୫ ଟଙ୍କିଆ ମିଲ୍ । ହେଲେ ଭାତ ଡାଲମା ନୁହେଁ ବରଂ ଭାତ-ମାଛ ମିଳିବ । ଏନେଇ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ରାଜ୍ୟର […]
ହରମନପ୍ରୀତ କୌରଙ୍କୁ ମିଳିଲା ପଦ୍ମଶ୍ରୀ
ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟକୁ ଏକ ନୂଆ ପରିଚୟ ଓ ସଫଳତାର ଶିଖରକୁ ନେଇଥିବା ଅଧିନାୟିକା ହରମନପ୍ରୀତ କୌର ସୋମବାର ଦେଶର ପ୍ରତିଷ୍ଠିତ ନାଗରିକ ସମ୍ମାନ ‘ପଦ୍ମଶ୍ରୀ’ରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ […]
ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କଲା ଜମ୍ମୁ-କାଶ୍ମୀର ପୋଲିସ
ଜମ୍ମୁ-କାଶ୍ମୀର:ବାରାମୂଲା ଜିଲ୍ଲା ଚନ୍ଦୋସା ଅଞ୍ଚଳରେ ଆତଙ୍କବାଦୀଙ୍କ ଗୋପନ ଆଡ୍ଡାକୁ ଧ୍ୱଂସ କରିଛି ଜମ୍ମୁ-କାଶ୍ମୀର ପୋଲିସ । ନିଲସର କାଣ୍ଡି କ୍ଷେତ୍ରରେ ହୋଇଥିବା ଏହି ମିଳିତ ଅପରେସନରେ ସୁରକ୍ଷା ବଳ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ […]
ଫାଲଟା ବିଧାନସଭା ଆସନରେ ବିଜେପିର ବଡ଼ ବିଜୟ
କୋଲକାତା:ଦୀର୍ଘ ବର୍ଷ ହେବ ଟିଏମସି ଦଖଲରେ ଥିବା ଦକ୍ଷିଣ ୨୪ ପରଗଣା ଜିଲ୍ଲାର ଫାଲଟା ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଦେବାଂଶୁ ପଣ୍ଡା ଐତିହାସିକ ବିଜୟ ହାସଲ କରିଛନ୍ତି । ଦେବାଂଶୁ ଜାହାଙ୍ଗୀର ଖାନଙ୍କୁ […]
୧୦୦ ମିଲିୟନ ଭ୍ୟୁ ଟପିଲା ମୋଦି ଓ ମେଲୋନିଙ୍କ ଭିଡିଓ
ନୂଆଦିଲ୍ଲୀ:ଇଟାଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନିଙ୍କୁ ଏକ ମେଲୋଡି ଟଫି ଉପହାର ଦେଇଥିଲେ। ମେଲୋନି ଏହି ସୁନ୍ଦର ମୁହୂର୍ତ୍ତର ଏକ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଥିଲେ, […]
୧୦ ରାଜ୍ୟର ୨୪ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା
ନୂଆଦିଲ୍ଲୀ: ଆସନ୍ତା ଜୁନ୍ ୧୮ ତାରିଖରେ ଦେଶର ୧୦ଟି ରାଜ୍ୟର ଖାଲିଥିବା ୨୪ଟି ରାଜ୍ୟସଭା ଆସନଗୁଡ଼ିକ ପାଇଁ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ ଏବଂ ସେହିଦିନ ସନ୍ଧ୍ୟା ୫ଟାରେ ହିଁ ଫଳାଫଳ ପ୍ରକାଶ ପାଇବ। […]
ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀସ୍ଥିତ ‘ସେବା ତୀର୍ଥ’ଠାରେ ଦୀର୍ଘ ୪ରୁ ୫ ଘଣ୍ଟା ଧରି ଚାଲିଥିବା […]
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଗୁଳି କରି ହତ୍ୟା
ନୂଆଦିଲ୍ଲୀ: ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ଗୁଳି କରି ହତ୍ୟା କରାଯାଇଛି । ମିଳିଥିବା ଖବରରୁ ଜଣାପଡିଛି ଯେ, ହମଜା ବୁରହାନଙ୍କୁ ମୁଜାଫରାବାଦରେ ଅଜ୍ଞାତ ଆକ୍ରମଣକାରୀ ଟାର୍ଗେଟ କରିଥିଲେ, ଯେଉଁଠାରେ ତାଙ୍କର […]
