ମାରିଆ କୋରିନାଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ଅନେକ ପ୍ରଚାର କରିବା ସତ୍ତ୍ବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିପାରିନାହିଁ। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ମାନବାଧିକାରକୁ ପ୍ରୋତ୍ସାହିତ କରିବା ଏବଂ ଦେଶରେ ଏକଛତ୍ରବାଦୀ ଶାସନର ଅନ୍ତ ଘଟାଇବା ପାଇଁ […]

କାବୁଲରେ ଦୂତାବାସ ଖୋଲିବ ଭାରତ: ଜୟଶଙ୍କର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରୀ ଅମିର ଖାନ ମୁତାକିଙ୍କ ସହ ବୈଠକ ପରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଏହି ଘୋଷଣା କରିଛନ୍ତି । ମୁତାକିଙ୍କ ସହ ବୈଠକ ପରେ ବୈଦେଶିକ […]

କୋଲଡ୍ରିଫ୍” କଫ୍ ସିରପ୍ କମ୍ପାନୀର ଲାଇସେନ୍ସ ରଦ୍ଦ

ନୂଆଦିଲ୍ଲୀ : ”କୋଲଡ୍ରିଫ୍” କଫ୍ ସିରପ୍ ଯୋଗୁଁ ଅତି କମରେ ୨୨ ଜଣ ଶିଶୁଙ୍କ ମୃତ୍ୟୁ ପରେ ଶ୍ରୀସାନ୍ ଫାର୍ମାସିଟିକାଲ୍ସ କମ୍ପାନୀ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶ୍ରୀସାନ୍ ଫାର୍ମାସିଟିକାଲ୍ସ କମ୍ପାନୀର […]

ଆସାମ ରେ ବିଜେପିକୁ ଝଟକା: ଦଳ ଛାଡ଼ିଲେ ୧୮ ନେତା

ଆସାମ :ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିକୁ ଲାଗିଛି ଝଟ୍‌କା । ଚାରିଥରର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜେନ ଗୋହାଇନ ବିଜେପିରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ବିଜେପି ଛାଡ଼ିଛନ୍ତି ୧୮ ଜଣ […]

ପ୍ରଧାନ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିଲେ ଆଇନଜୀଵୀ

ସୁପ୍ରିମକୋର୍ଟ ପରିସରରେ ସୋମବାର ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି । ଜଣେ ବରିଷ୍ଠ ଓକିଲ ରାକେଶ କିଶୋର (୬୦) ପ୍ରଧାନ ବିଚାରପତି ବିଆର ଗବାଇଙ୍କ ଉପରକୁ ଜୋତା ଫିଙ୍ଗିଥିବା ନେଇ ସୂଚନା ମିଳିଛି। […]

ହସ୍ପିଟାଲରେ ନିଆଁ ଲାଗି ଯିବାରୁ ୬ଜଣ ରୋଗୀଙ୍କ ମୁର୍ତ୍ୟୁ

ରାଜସ୍ଥାନ: ଜୟପୁର ସ୍ଥିତ ସୱାଇ ମାନ ସିଂହ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ । ନିଆଁ ଲାଗିଯିବାରୁ ଚାଲିଯାଇଛି ୬ଜଣ ରୋଗୀଙ୍କ ଜୀବନ ।ରବିବାର ବିଳମ୍ବିତ ରାତିରେ ହସ୍ପିଟାଲର ଟ୍ରମା ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ […]

ପାକିସ୍ତାନ ସୀମାରେ ଖଞ୍ଜା ଯିବ AK 360 ଏୟାର ଡିଫେନ୍ସ ବନ୍ଧୁକ

ପାକିସ୍ତାନ ସୀମାରେ ଖଞ୍ଜା ଯିବ AK 360 ଏୟାର ଡିଫେନ୍ସ ବନ୍ଧୁକଏହି ବନ୍ଧୁକକୁ ଗୋଟିଏ ଟ୍ରେଲରରେ ଖଞ୍ଜାଯିବ ଓ ଉଚ୍ଚ ସ୍ଥାନରେ ରଖାଯିବ। ଏକେ ୩୬୦ ଏୟାର ଡିଫେନ୍ସ ଗନର ଲକ୍ଷ୍ୟଭେଦ କ୍ଷମତା ୪ […]

ଆରମ୍ଭ ହେଲା ‘ଆପ୍ କୀ ପୁଞ୍ଜି – ଆପ୍ କା ଅଧିକାର’ ଅଭିଯାନ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶନିବାର ଗୁଜରାଟର ଗାନ୍ଧିନଗରଠାରୁ ‘ଆପ୍‍ କୀ ପୁଞ୍ଜି – ଆପ୍‍ କା ଅଧିକାର’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ସମଗ୍ର ଦେଶରେ ଆର୍ଥିକ ବ୍ୟବସ୍ଥାରେ ବିଭିନ୍ନ କ୍ଷେତ୍ରରେ ପଡ଼ିରହିଥିବା ଦାବିହୀନ […]

କଫ୍ ସିରପରେ ନାହିଁ ହାନିକାରକ ପଦାର୍ଥ:କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ରାଜସ୍ଥାନ ଏବଂ ମଧ୍ୟ ପ୍ରଦେଶରେ କଫ୍ ସିରପ୍ ଯୋଗୁଁ ୧୨ ଶିଶୁଙ୍କ ମୃତ୍ୟୁ ହେବା ଉପରେ ସ୍ପଷ୍ଟୀକରଣ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । କଫ୍ ସିରପ୍ ନମୂନାରେ ଡାୟଥିଲିନ ଗ୍ଲାଇକୋଲ୍ (ଡିଇଜି) […]

ଭାରତ ଆସିବେ ତାଲିବାନ ବୈଦେଶିକ ମନ୍ତ୍ରୀ ଅମୀର ଖାନ ମୁତାକୀ

ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିପାରନ୍ତି ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତାକି l ଅଗଷ୍ଟ ୨୦୨୧ରେ ତାଲିବାନ ଆଫଗାନିସ୍ତାରେ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ କୌଣସି ସରକାରୀ […]