ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ସିପି ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ: ଭାରତର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ରାଧାକ୍ରିଷ୍ଣନ ୪୫୨ ଖଣ୍ଡ ଭୋଟ ସହ ବିଜୟ ହାସଲ କରିଛନ୍ତି।ସେପ୍ଟେମ୍ବର ୯ ତାରିଖରେ ହୋଇଥିଲା ଉପରାଷ୍ଟ୍ରପତି ନିର୍ବାଚନ। ଏନଡିଏ […]

ଆକାଶମାର୍ଗ ରୁ ହିମାଚଳ ବନ୍ୟାଞ୍ଚଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶର ମଣ୍ଡି ଏବଂ କୁଲୁର ପ୍ରଭାବିତ ଅଞ୍ଚଳଗୁଡ଼ିକୁ ଆକାଶ ମାର୍ଗରୁ ପରିଦର୍ଶନ କରିଛନ୍ତି ମୋଦି l ଏବଂ ପରିଦର୍ଶନ ପରେ ୧୫୦୦ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି […]

ନେପାଳ ପ୍ରଧାନମନ୍ତ୍ରୀ କେ,ପି ଓଲି ଦେଲେ ଇସ୍ତଫା …

ନେପାଳ: ନେପାଳରେ ବିଦ୍ରୋହ ଜାରି ରହିଥିବାବେଳେ, ପ୍ରଧାନମନ୍ତ୍ରୀ କେ ପି ଓଲି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଏହା ବ୍ୟତୀତ ଏପର୍ଯ୍ୟନ୍ତ ଉପ-ପ୍ରଧାନମନ୍ତ୍ରୀଙ୍କ ସମେତ ଦଶ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସରକାର […]

ପ୍ରଥମଥର ପାଇଁ ପୁରୁଷ କମ୍ପାଉଣ୍ଡ ଟିମ ବିଶ୍ୱ ତୀରନ୍ଦାଜୀ ଚାମ୍ପିୟନଶିପରେ ଭାରତ କୁ ମିଳିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ: ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରଥମଥର ପାଇଁ ଭାରତୀୟ ପୁରୁଷ କମ୍ପାଉଣ୍ଡ ଟିମ ବିଶ୍ୱ ତୀରନ୍ଦାଜୀ ଚାମ୍ପିୟନଶିପରେ ସ୍ୱର୍ଣ୍ଣ ଜିତିବାକୁ ସକ୍ଷମ ହୋଇଛି। ଅମନ ସୈନି, ଋଷଭ ଯାଦବ ଓ ପ୍ରଥମେଶ ବାଲଚନ୍ଦ୍ର […]

ଜାପାନ ପ୍ରଧାନମନ୍ତ୍ରୀ ଇସିବା ଶିଗେରୁଙ୍କ ଇସ୍ତଫା

ନୂଆଦିଲ୍ଲୀ: ଜାପାନ ପ୍ରଧାନମନ୍ତ୍ରୀ ଇସିବା ଶିଗେରୁଙ୍କ ଇସ୍ତଫା। ଅପର୍ ହାଉସ୍ ନିର୍ବାଚନରେ ଶାସକ LDPର ପରାଜୟ ପାଇଁ ଦେଲେ ଇସ୍ତଫା। LPDରେ ବିଭାଜନ ଆଶଙ୍କା କରି ସଭାପତି ପଦରୁ ମଧ୍ୟ ଓହରିଲେ। ଗତବର୍ଷ ଅକ୍ଚୋବରରେ […]

ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାମିଲ ହେବେ ନାହିଁ, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ଏବଂ ତାଙ୍କ ଅଧିକାରୀଙ୍କ ନିରନ୍ତର ବୟାନ ଭାରତ ସହିତ ସମ୍ପର୍କକୁ ଆହୁରି ଖରାପ କରୁଛି । ଆମେରିକା ରାଷ୍ଟ୍ରପତି ଏହା ମଧ୍ୟ ବ୍ୟକ୍ତ କରିଛନ୍ତି ଯେ, […]

ମୁମ୍ବାଇରେ ୪୦୦ କେଜି ଆରଡିଏକ୍ସ ଓ ୩୪ ଆତ୍ମଘାତୀ ବିସ୍ଫୋରଣକାରୀ ଘଟଣାରେ ଜଣେ ଗିରଫ

ମୁମ୍ବାଇ: ମୁମ୍ବାଇରେ ଆତଙ୍କ ସୃଷ୍ଟି କରିଥିବା ୪୦୦ କିଲୋଗ୍ରାମ୍‌ ଆରଡିଏକ୍ସ ଓ ୩୪ ଆତ୍ମଘାତୀ ବିସ୍ଫୋରଣକାରୀ ପଠାଇଥିବା ବ୍ୟକ୍ତିକୁ ଗିରଫ କରାଯାଇଛି । ଏହି ମାମଲାରେ ମୁମ୍ବାଇ କ୍ରାଇମବ୍ରାଞ୍ଚ ଉତ୍ତର ପ୍ରଦେଶର ନୋଏଡାରୁ ୫୦ […]

କୋଚିଂ ପ୍ରତିଷ୍ଠାନରେ ଲାଗୁ ହେବ ନୂଆ ନିୟମ

ଜୟପୁର: ରାଜସ୍ଥାନର କୋଚିଂ ପ୍ରତିଷ୍ଠାନରେ ଏବେ ଲାଗୁ ହେବ ନୂଆ ନିୟମ । ଏବେ ଶହେରୁ ଅଧିକ ଛାତ୍ରଛାତ୍ରୀଙ୍କୁ ପଢ଼ାଉଥିବା କୋଚିଂ ପ୍ରତିଷ୍ଠାନଗୁଡ଼ିକ ପାଇଁ ପଞ୍ଜୀକରଣ କରିବା ବାଧ୍ୟତାମୂଳକ ହେବ। ଏଥିପାଇଁ କଲେକ୍ଟରଙ୍କ ଅଧ୍ୟକ୍ଷତାରେ […]

ଆସିଲା GST 2.0,12 ପ୍ରତିଶତ ଏବଂ 28 ପ୍ରତିଶତ ସ୍ଲାବ୍ ସମାପ୍ତ।

ନୂଆଦିଲ୍ଲୀ: ଜିଏସଟି ପରିଷଦର ୫୬ତମ ବୈଠକରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଜିଏସଟି ସ୍ଲାବକୁ ତିନିରୁ ହ୍ରାସ କରି ଦୁଇଟି କରାଯାଇଛି। ଏବେ […]

ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନର ଲୋକ ରହିପାରିବେ ଭାରତରେ, କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ: ଧାର୍ମିକ ଉତ୍ପୀଡନରୁ ବଞ୍ଚିବା ପାଇଁ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ୨୦୨୪ ଡିସେମ୍ବର ୩୧ ପର୍ଯ୍ୟନ୍ତ ଭାରତ ଆସିଥିବା ହିନ୍ଦୁ, ଶିଖ, ବୌଦ୍ଧ, ଜୈନ, ପାରସି ଓ ଖ୍ରୀଷ୍ଟିୟାନ ସମୁଦାୟର ସଦସ୍ୟଙ୍କୁ ପାସପୋର୍ଟ […]