ଭାରତୀୟ ସୀମାକୁ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ୪ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: କୃଷ୍ଣାଘାଟି ସେକ୍ଟରରେ ଆତଙ୍କବାଦୀ ଭାରତୀୟ ସେନା ବିଛାଇଥିବା ଲ୍ୟାଣ୍ଡମାଇନର ଶିକାର ହୋଇଛନ୍ତି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଲସ୍କର-ଏ-ତୌୟବା (ଏଲଇଟି)ର ଜଣେ ବରିଷ୍ଠ କମାଣ୍ଡର ସହିତ ୪ ପାକିସ୍ତାନୀ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ […]

ବ୍ରଜ ମୋହନ ରାମ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଡକ୍ଟର ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସେ ଖୁବଶୀଘ୍ର […]

ରାଜସ୍ଥାନରେ ବିଜେପି ପୂର୍ବତନ ବିଧାୟକଙ୍କୁ ପିଟି ପିଟି ହତ୍ୟା

ଜୟପୁର: ରାଜସ୍ଥାନର ଭରତପୁରରେ ବିଜେପିର ଜଣେ ପୂର୍ବତନ ବିଧାୟକ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହୋଇ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି । ସୂଚନା ଥାଉ ଯେ, ଅକ୍ଟୋବର ୧୧ ତାରିଖ ସନ୍ଧ୍ୟା ପ୍ରାୟ […]

ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବାକୁ ମନାକଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ବିରୋଧୀ ଦଳ ନେତାମାନଙ୍କୁ ସାକ୍ଷାତ କରିବାକୁ ମନା କରିଦେଇଛନ୍ତି। ଉଭୟ ଲୋକସଭା ଓ ରାଜ୍ୟସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ଓ ରାହୁଲ ଗାନ୍ଧି […]

ଇଣ୍ଟରନେଟ୍-ମେଟ୍ରୋ ଷ୍ଟେସନ୍ ଚାଲୁ ରଖ; ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀରେ ପ୍ରତିବାଦକୁ ନେଇ ଜାରି କଟକଣା ମଧ୍ୟରେ ଲୋକଙ୍କ ଯାତାୟାତ ସ୍ୱାଭାବିକ ରଖିବା ସହ ମେଟ୍ରୋ ସେବାକୁ ନିୟମିତ ସମୟସୂଚୀ ଅନୁଯାୟୀ ଚାଲୁ ରଖିବାକୁ କେନ୍ଦ୍ର ସରକାରଙ୍କୁ କହିଛନ୍ତି ସୁପ୍ରିମକୋର୍ଟ। ଏହାସହ ଇଣ୍ଟରନେଟ୍ […]

ଔଷଧ ବିଜ୍ଞାପନ ନିୟମ କଡ଼ାକଡ଼ି କରିବାକୁ କେନ୍ଦ୍ରର ପଦକ୍ଷେପ

ନୂଆଦିଲ୍ଲୀ: ଔଷଧ ବିଜ୍ଞାପନ ନିୟମକୁ ଆହୁରି କଡ଼ାକଡ଼ି କରିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରେସକ୍ରିପସନ୍‌ରେ ମିଳୁଥିବା କେତେକ ଔଷଧର ବିଜ୍ଞାପନ ନିୟନ୍ତ୍ରଣ ପାଇଁ ଔଷଧ ନିୟମ, ୧୯୪୫ରେ ସଂଶୋଧନ ନିମନ୍ତେ […]

ମଣିପୁରରେ ପୁଣି ହିଂସା:୭ ମୃତ ଅଭିଯୋଗ

ମଣିପୁର: ମଣିପୁରର କାମଜୋଙ୍ଗ, ଉଖରୁଲ ଏବଂ କାଙ୍ଗପୋକପି ଜିଲ୍ଲାରେ ଆତଙ୍କବାଦୀ ଗୋଷ୍ଠୀମାନଙ୍କ ମଧ୍ୟରେ ଭୟଙ୍କର ସଂଘର୍ଷ ଘଟିଛି । ଏହି ହିଂସା ସମୟରେ ଅନେକ ଘର ପୋଡ଼ି ଦିଆଯାଇଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ […]

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ପ୍ରତିବାଦ ପୂର୍ବରୁ ୩ ନେତା ଅଟକ

ନୂଆଦିଲ୍ଲୀ: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରି ନୂଆଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଯାଉଥିବା ‘କକ୍ରୋଚ୍ ଜନତା ଦଳ’ର ତିନିଜଣ ପ୍ରମୁଖ ନେତାଙ୍କୁ ଦିଲ୍ଲୀ ପୋଲିସ […]

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ ସାଂସଦଙ୍କ ପ୍ରତିନିଧିମଣ୍ଡଳୀ

ନୂଆଦିଲ୍ଲୀ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ ମେଣ୍ଟର ଏମ୍‌ପିମାନେ ସଂସଦ ଭବନର ସେଣ୍ଟ୍ରାଲ ହଲରୁ ବିଜୟ ଚୌକ ପର୍ଯ୍ୟନ୍ତ ଏକ […]

ନନ୍ଦିଗ୍ରାମ ଉପନିର୍ବାଚନରେ ‌ରେକର୍ଡ ବ୍ୟବଧାନରେ ଜିତିଲା ବିଜେପି

ପଶ୍ଚିମବଙ୍ଗ: ନନ୍ଦିଗ୍ରାମ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦଳୀୟ ପ୍ରାର୍ଥୀ। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା କଂଗ୍ରେସ ପ୍ରାର୍ଥୀ ମିଲନ ପ୍ରଧାନଙ୍କୁ ୧ ଲକ୍ଷ ୨୨ ହଜାର ୬୦୩ […]