ବିହାର:ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ବିହାରର ରାଜଧାନୀ ପାଟନାରେ ଦୁଇ ଜାତୀୟ ଦଳର କର୍ମୀଙ୍କ ମଧ୍ୟରେ ହୋଇଛି ଖଣ୍ଡଯୁଦ୍ଧ। ଦଳୀୟ ପତାକା ଧରି ଦୁଇ ଦଳର କର୍ମୀ ପରସ୍ପରକୁ ଆକ୍ରମଣ କରୁଥିବା ବେଳର ଭିଡିଓ […]
Category: ଦେଶ
ଦେଶର ଜିଡିପିରେ ଅଭିବୃଦ୍ଧି
ନୂଆଦିଲ୍ଲୀ: ଦେଶର ଅର୍ଥନୀତିରେ ଜୋରଦାର୍ ପ୍ରଦର୍ଶନ। ସରକାରଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଜୁନ୍ ୨୦୨୫ ତ୍ରୈମାସିକରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ୭.୮ ପ୍ରତିଶତ ଅଭିବୃଦ୍ଧି ପଞ୍ଜିକୃତ କରିଛି। ଏହି ସଂଖ୍ୟା […]
ହକି ଏସିଆ କପରେ ଭାରତ ର ବିଜୟ ଅଭିଯାନ
ବିହାର ରାଜଗୀରେ ଆରମ୍ଭ ହୋଇଥିବା ହକି ଏସିଆ କପରେ ଭାରତୀୟ ଦଳ ବିଜୟ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମୁକାବିଲା ଚୀନକୁ ୪-୩ ଗୋଲରେ ହରାଇଛି ଭାରତ । ପ୍ରଥମ ମ୍ୟାଚରେ ଅଧିନାୟକ […]
ଉର୍ଜିତ ପଟେଲ୍ ଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ଏକ ବଡ଼ ଦାୟିତ୍ୱ ମିଳିଛି । ଉର୍ଜିତ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି । […]
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଲୋକସଭାର ବାଚସ୍ପତି ଓ ରାଜ୍ୟସଭାର ଉପାଧ୍ୟକ୍ଷ
ଭୁବନେଶ୍ୱର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ […]
ଓସ୍କାର ଦୌଡରେ ଅକ୍ଷୟ ପରିଜାଙ୍କ ‘ପାପା ବୁକା’
ଭୁବନେଶ୍ୱର:-ଓସ୍କାର ଦୌଡ଼ରେ ସାମିଲ ହୋଇଛି ଅକ୍ଷୟ ପରିଜାଙ୍କ ‘ପାପା ବୁକା’ । ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ‘ପାପା ବୁକା’ ଜରିଆରେ ଓଡ଼ିଶାକୁ ବିଶ୍ୱ ଦରବାରରେ ପରିଚିତ କରାଇଛନ୍ତି, ପାପୁଆ ନ୍ୟୁ ଗିନି ସହ […]
ପ୍ରବଳ ବର୍ଷା ଯୋଗୁ ବୈଷ୍ଣୋ ଦେବୀ ରାସ୍ତା ରେ ଭୂସ୍ଖଳନ: ୫ ମୃତ
ଜମ୍ମୁ: ଭୂସ୍ଖଳନ ଯୋଗୁ ଜମ୍ମୁ-କଶ୍ମୀରର ରୈସି ଜିଲ୍ଲାରୁ ଆରମ୍ଭ ହେଉଥିବା ବୈଷ୍ଣୋ ଦେବୀ ଯାତ୍ରାକୁ ଅସ୍ଥାୟୀ ରୂପେ ବନ୍ଦ କରି ଦିଆଯାଇଛି। ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ଇନ୍ଦରପ୍ରସ୍ଥ ଭୋଜନାଳୟ ନିକଟରେ ମଙ୍ଗଳ ବାର […]
ଇସ୍ରୋ କୁ ମିଳିଲା ଏକ ବଡ ସଫଳତା
ଶ୍ରୀହରିକୋଟା:- ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ କୁ ଏକ ବଡ଼ ସଫଳତା ମିଳିଛି। ଇସ୍ରୋ ପକ୍ଷରୁ ପ୍ରଥମ ଇଣ୍ଟିଗ୍ରେଟେଡ୍ ଏୟାର ଡ୍ରପ୍ ଟେଷ୍ଟ (ଆଇଏଡିଟି ୦୧) ସଫଳ ହୋଇଛି। ଗଗନୟାନ ମିଶନ ପାଇଁ ପାରାଚ୍ୟୁଟ୍ […]
ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରିଥିବା ଘଟଣାରେ ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସିଭିଲ ଲାଇନ୍ସ ସ୍ଥିତ ତାଙ୍କ ସରକାରୀ ବାସଭବନରେ ଜନଶୁଣାଣି କରୁଥିଲା ବେଳେ, ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଖବର […]
ମିସ୍ ୟୁନିଭର୍ସ ଇଣ୍ଡିଆ ହେଲେ ମନିକା ବିଶ୍ୱକର୍ମା
ନୂଆଦିଲ୍ଲୀ: ମିସ୍ ୟୁନିଭର୍ସ ଇଣ୍ଡିଆ ଟାଇଟଲ ପାଇଁ ସାରା ଦେଶରୁ ୪୮ଜଣ ପ୍ରତିଯୋଗୀ ଫାଇନାଲରେ ପ୍ରବେଶ କରିଥିଲେ। ସେମାନଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ପରେ, ରାଜସ୍ଥାନର ମନିକା ବିଶ୍ୱକର୍ମା ବିଜୟୀ ହୋଇ ଭାରତ ପାଇଁ […]
