ବନ୍ୟା-ବାତ୍ୟା ହେଲେ ବି ଆଉ କଟିବନି ନେଟୱର୍କ: ISRO

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO ) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। କାରଣ ସାଟେଲାଇଟ୍ ଟେଲି କମ୍ୟୁନିକେସନ୍ କ୍ଷେତ୍ରରେ ମିଳିବ ବଡ଼ ସଫଳତା […]

BSF ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀ(BSF)ର ନିଯୁକ୍ତି ବ୍ୟବସ୍ଥାରେ ନିୟମଗୁଡ଼ିକୁ ସଂଶୋଧନ କରିଛନ୍ତି। ସୀମା ସୁରକ୍ଷା ବାହିନୀ ଆଇନ, ୧୯୬୮ ଅନୁଯାୟୀ ପ୍ରଦତ୍ତ କ୍ଷମତା ବ୍ୟବହାର କରି ଏହି ନିଷ୍ପତ୍ତି ନିଆଯାଇଛି। […]

ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୨ରୁ ଅଧିକ ଆହତ

ଜୋହାନ୍ସବର୍ଗ: ଜୋହନ୍ସବର୍ଗର ଦକ୍ଷିଣ ପଶ୍ଚିମାଞ୍ଚଳ ଅନ୍ତର୍ଗତ ବେକେର୍ସଡାଲରେ ଘଟିଛି ଏକ ଲୋମହର୍ଷକ ଘଟଣା। କେତେକ ଦୁର୍ବୃତ୍ତମାନେ ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ କରିଛନ୍ତି । କିଛି ମାସ ମଧ୍ୟରେ ଏହା ଦକ୍ଷିଣ ଆଫ୍ରିକାରେ […]

’ଷ୍ଟାଚ୍ୟୁ ଅଫ୍‌ ଇକ୍ବାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ନିବେଶକ ସମ୍ମିଳନୀରେ ଯୋଗଦେବା ପାଇଁ ହାଇଦ୍ରାବାଦ ଯାଇଥିବାବେଳେ ସେଠାରେ ଥିବା ଷ୍ଟାଚ୍ୟୁ ଅଫ୍ ଇକ୍ବାଲିଟି ପରିଦର୍ଶନ କରି ଜଗଦଗୁରୁ ରାମାନୁଜାଚାର୍ଯ୍ୟଙ୍କ ଆଶୀର୍ବାଦ ଲାଭ କରିଛନ୍ତି। ତାଙ୍କ […]

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍‌ ଗିଲ୍‌ । ତାଙ୍କ ବଦଳରେ ସୂର୍ଯ୍ୟକୁମାର […]

ଟି-୨୦ ସିରିଜ୍ ଜିତିଲା ଭାରତ

ଗୁଜୁରାଟ: ଦକ୍ଷିଣ ଆଫ୍ରିକା ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଶୁକ୍ରବାର ଦିନ ଗୁଜରାଟ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍‌ରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି […]

ବେଆଇନ୍ ବେଟିଂ ଆପ୍ ମାମଲାରେ ଇଡିର ବଡ଼ ଆକ୍ସନ

ନୂଆଦିଲ୍ଲୀ : ବେଆଇନ ବେଟିଂ ଆପ ମାମଲାରେ ଇଡି ପୂର୍ବତନ କ୍ରିକେଟର ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି, ବଲିଉଡ ସେଲିବେଟ୍ରି ଉର୍ବଶୀ ରୌତେଲାଙ୍କ ୨ କୋଟି ଏବଂ ସୋନୁ […]

ଜାତିଆଣ ହିଂସାରେ ବାଂଲାଦେଶ ପୁଣି ଅଶାନ୍ତ

ନୂଆଦିଲ୍ଲୀ: ପୁଣି ଥରେ ପଡୋଶୀ ଦେଶ ବାଂଲାଦେଶରେ ହିଂସା ଦେଖିବାକୁ ମିଳିଛି । ମୟମନସିଂହ ଜିଲ୍ଲାରେ ଗୁରୁବାର ରାତିରେ ଜଣେ ହିନ୍ଦୁ ଯୁବକଙ୍କୁ ଭିଡ ମଧ୍ୟରେ ପିଟି ପିଟି ହତ୍ୟା କରାଯାଇଛି । ମୃତକ […]

ଓଡ଼ିଶାର ସଙ୍ଗମ କୁମାର ସାହୁ ହେବେ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି

କଟକ: ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ପାଇଁ ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କ ନାମ ସୁପାରିଶ କରିଛି । ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ଗଠିତ କଲେଜିୟମ୍ ଦେଶର ବିଭିନ୍ନ ହାଇକୋର୍ଟରେ […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଅର୍ଡର ଅଫ୍‍ ଓମାନ୍‍’ ସମ୍ମାନରେ ହେଲେ ସମ୍ମାନିତ

ମସ୍କଟ: ମସ୍କଟ ରାଜପ୍ରାସାଦରେ ଆୟୋଜିତ ଏକ ସମାରୋହରେ ଓମାନ୍‍ର ସୁଲତାନ’ ସୁଲତାନ ହାଇଥମ୍‍ ବିନ୍‍ ତାରିକ୍‍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଅର୍ଡର ଅଫ୍‍ ଓମାନ୍‍’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭାରତ-ଓମାନ୍‍ ସମ୍ପର୍କ ନେଇ ଦୂରଦୃଷ୍ଟିପୂର୍ଣ୍ଣ […]