ଲୋକସଭାରେ ‘ଭିବି ଜି ରାମ ଜି’ ବିଲ୍ ପାରିତ

ନୂଆଦିଲ୍ଲୀ: ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୁରୁବାର ଲୋକସଭାରେ ପାରିତ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ (ଗ୍ରାମୀଣ) ବା ‘ଭିବି ଜି ରାମ ଜି’ ବିଲ୍ ୨୦୨୫। ଏହା […]

‘ସବ୍‍ କା ବୀମା, ସବ୍‍ କୀ ରକ୍ଷା ୨୦୨୫’ ବିଲକୁ ସଂସଦର ଅନୁମୋଦନ

ନୂଆଦିଲ୍ଲୀ: ବୁଧବାର ଦିନ ସଂସଦରେ”ସବକା ବୀମା ସବକୀ ରକ୍ଷା”ବିଲ ୨୦୨୫ ଗୃହୀତ ହୋଇଯାଇଛି। ଏହି ବିଲକୁ ଉଭୟ ଲୋକସଭା ଓ ରାଜ୍ୟସଭାରେ ବହୁମତରେ ଗୃହୀତ କରାଯାଇଛି। ଦେଶର ବୀମା କ୍ଷେତ୍ରରେ ବିଦେଶରୁ ସିଧା ନିବେଶ […]

ଦିଲ୍ଲୀରେ ଲାଗୁହେଲା ନୋ ପିୟୁସି ନୋ ଫୁଏଲ୍ ନିୟମ

ନୂଆଦିଲ୍ଲୀ: ଦିଲ୍ଲୀ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି । ଆଜିଠୁ ଲାଗୁ ହେଇଛି ନୋ ପିୟୁସି ନୋ ଫୁଏଲ୍ ନିୟମ । କାର କିମ୍ବା ବାଇକରେ ପଲ୍ୟୁସନ […]

ଓଡିଆ ଷ୍ଟଡିଜ୍ ସେଣ୍ଟର ସ୍ଥାପନ ହେବ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ହେବ ଦେଶର ପ୍ରଥମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଯେଉଁଠାରେ ଓଡ଼ିଆ ଭାଷାରେ ଅଧ୍ୟୟନ ହୋଇପାରିବ। ଏହି ସେଣ୍ଟରରେ କେବଳ ଓଡ଼ିଆ ଭାଷା ନୁହେଁ, ଓଡ଼ିଶାର ଇତିହାସ, କଳା, ସଂସ୍କୃତି ଏବଂ ଓଡ଼ିଶାର […]

ଆଇପିଏଲ୍ ନିଲାମ ର ସବୁ ରେକର୍ଡ ଭାଙ୍ଗିଲେ କାମେରନ୍

ନୂୂଆଦିଲ୍ଲୀ: ଆଇପିଏଲ୍ ୨୦୨୬ ନିଲାମରେ ଅଷ୍ଟ୍ରେଲିଆ ର ଅଲରାଉଣ୍ଡର କାମେରନ୍ ଗ୍ରୀନ୍ ନୂଆ ଇତିହାସ ରଚିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ କୋଲକାତା ନାଇଟ୍ ରାଇଡର୍ସ (KKR) ତାଙ୍କୁ ୨୫.୨୦ କୋଟି ଟଙ୍କାରେ କିଣିଛି […]

SIR ପ୍ରକ୍ରିୟା ପରେ ପଶ୍ଚିମବଙ୍ଗରେ ବାଦ୍ ପଡିଲେ ୫୮ ଲକ୍ଷ ଭୋଟର

ପଶ୍ଚିମବଙ୍ଗ: ନଭେମ୍ବର ୪ ରୁ ଡିସେମ୍ବର ୧୧ ମଧ୍ୟରେ କରାଯାଇଥିବା SIR ପରେ ପଶ୍ଚିମବଙ୍ଗରେ ଡ୍ରାଫ୍ଟ ଭୋଟର ତାଲିକାରୁ ୫୮ ଲକ୍ଷ ୨୦ ହଜାର ୮୯୮ ନାମ ବାଦ ଦିଆଯାଇଛି, ଯାହା ଫଳରେ ରାଜ୍ୟର […]

ବୈଜୟନ୍ତ ପଣ୍ଡାଙ୍କୁ ଆସାମର ନିର୍ବାଚନୀ ପ୍ରଭାରୀ ଭାବେ ନିଯୁକ୍ତ କଲା ବିଜେପି

ନୂଆଦିଲ୍ଲୀ: ଆଗାମୀ ଆସାମ ଓ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ନିଜ ଦଳର ସାଂସଦ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ବଡ଼ ଦାୟିତ୍ୱ ଦେଇଛି। ଆସନ୍ତାବର୍ଷ ହେବାକୁ ଥିବା ଆସାମ ବିଧାନସଭା ନିର୍ବାଚନ ପାଇଁ […]

ନୀତୀନ ନବୀନ ହେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଆଜି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ନାଁ ଘୋଷଣା କରିଛି । ବିହାର ସରକାରରେ ମନ୍ତ୍ରୀ ରହିଥିବା ନୀତୀନ ନବୀନଙ୍କୁ ପାର୍ଟି ଦାୟିତ୍ଵ ଦେଇଛି । ନବୀନ ବର୍ତ୍ତମାନ ବିହାରର ନୀତିଶ କୁମାରଙ୍କ […]

ଆସନ୍ତା କାଲି ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ […]

ଜନଗଣନା ପାଇଁ ଖର୍ଚ୍ଚ ହେବ ୧୧ ହଜାର ୭୧୮ କୋଟି ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। ପ୍ରଥମତଃ ୨୦୨୭ ଜନଗଣନା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୧୧,୭୧୮ କୋଟି ଟଙ୍କାର […]