ନୂଆଦିଲ୍ଲୀ: ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ଗେଟ୍ ନମ୍ବର ୧ ନିକଟରେ ଏକ i20 କାର୍ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ୧୦ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ […]
Category: ଦେଶ
ଓଡିଶା ଝିଅକୁ ଆମେରିକାରେ ଶାରୀରିକ ଏବଂ ମାନସିକ ନିର୍ଯାତନା; ନିଜ ରାଜ୍ୟକୁ ଫେରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କଲେ ଗୁହାରି
ଭୁବନେଶ୍ୱର: ଆମେରିକାରେ ରହୁଥିବା ବାଲେଶ୍ୱରର ଝିଅ ପୂଜା ନାୟକ ଓରଫ (ସେଜଲ ଜୋହନ) (୨୧) ଆମେରିକାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆକୁଳ ନିବେଦନ କରିଛନ୍ତି । ଏକ ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ପୋଷ୍ୟକନ୍ୟା ଭାବେ […]
ଗୁଜରାଟରୁ ତିନି ଆତଙ୍କବାଦୀ ଗିରଫ
ଗୁଜୁରାଟ: ଗୁଜରାଟର ଆତଙ୍କବାଦ ନିରୋଧୀ ସ୍କ୍ୱାଡ୍ ଓ କେନ୍ଦ୍ରୀୟ ସୁରକ୍ଷା ଏଜେନ୍ସୀଗୁଡ଼ିକର ମିଳିତ ଉଦ୍ୟମରେ ୩ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍ଆଇଏସ୍ ସହିତ ଏହି ୩ ଜଣଙ୍କର ସଂପର୍କ ଥିବା […]
୩୨୫ କୋଟି ଟଙ୍କାର GST ଠକେଇ ମାମଲାର ମାଷ୍ଟରମାଇଣ୍ଡ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀଲେଶ୍ ଗିରଫ
ଭୁବନେଶ୍ୱର: ଓଡ଼ିଶାର ଛୋଟ ଛୋଟ ବ୍ୟବସାୟୀଙ୍କ ଜିଏସ୍ଟି ନମ୍ବରକୁ ବ୍ୟବହାର କରି ୩୨୫ କୋଟି ଟଙ୍କା ଜିଏସ୍ଟି ଠକେଇ କରିଥିବା ବଡ଼ ରାକେଟ୍ କୁ କେନ୍ଦ୍ରୀୟ ଜିଏସ୍ଟି ଗୁଇନ୍ଦା ବିଭାଗ ଠାବ କରିଛି। ମାଷ୍ଟରମାଇଣ୍ଡ […]
ଉତ୍ତରାଖଣ୍ଡରେ ଓଡ଼ିଆ ଝିଅ ହତ୍ୟା ଘଟଣା…
ଭୁବନେଶ୍ୱର: ଉତ୍ତରାଖଣ୍ଡ ଲାଲପୁରରେ ରହି ପଢ଼ୁଥିବା ଜଣେ ଓଡ଼ିଆ ଛାତ୍ରୀକୁ ହତ୍ୟା ଅଭିଯୋଗ ହୋଇଛି। ସେ ହେଲେ ରାୟଗଡ଼ା ଜିଲ୍ଲା ଜେକେପୁରର ସୃଷ୍ଟି ଶର୍ମା(୨୩)। ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ତାଙ୍କୁ […]
ବିହାରରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ
ବିହାର:ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ […]
ପତଞ୍ଜଳିକୁ ଦିଲ୍ଲୀ ହାଇକୋର୍ଟଙ୍କ ସମାଲୋଚନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ପରେ ଏବେ ହାଇକୋର୍ଟ ବିବାଦୀୟ ବିଜ୍ଞାପନ ପାଇଁ ରାମଦେବ ବାବାଙ୍କ ପତଞ୍ଜଳି କମ୍ପାନୀକୁ ସମାଲୋଚନା କରିଛନ୍ତି। ଏଥର ଚ୍ୟବନପ୍ରାସ ବିଜ୍ଞାପନକୁ ନେଇ ଗୁରୁବାର ଦିଲ୍ଲୀ ହାଇକୋର୍ଟ କମ୍ପାନୀ ଉପରେ କଡ଼ା ଟିପ୍ପଣୀ […]
ଟ୍ରେନ୍ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ
ତିଶଗଡ଼: ବିଳାସପୁର ଜିଲ୍ଲାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ […]
ପ୍ରଥମ ଥର ମହିଳା ବିଶ୍ୱକପ୍ ଜିତିଲା ଟିମ୍ ଇଣ୍ଡିଆ
ନଭିମୁମ୍ବାଇ: ଭାରତୀୟ ମହିଳା ଦଳ ଇତିହାସ ରଚିଛି। ମହିଳା ଏକଦିବସୀୟ ବିଶ୍ୱକପ୍ 2025 ର ଫାଇନାଲରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ 52 ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ 50 […]
ଲଞ୍ଚ ହେଲା CMS-03 ସାଟେଲାଇଟ
ନୂଆଦିଲ୍ଲୀ: ଲଞ୍ଚ ହେଲା CMS-03 ସାଟେଲାଇଟ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଦ୍ବାରା ନିର୍ମିତ ଏହି ସାଟେଲାଇଟ ହେଉଛି ଏକ ଯୋଗାଯୋଗ ଉପଗ୍ରହ(କମ୍ୟୁନିକେସନ ସାଟେଲାଇଟ୍)। ରବିବାର ସନ୍ଧ୍ୟା ୫:୨୬ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର […]
