ବ୍ରିଜ ଭୂଷଣଙ୍କୁ ବଡ଼ ଆଶ୍ୱସ୍ତି, ଯୌନ ଉତ୍ପୀଡ଼ନ ମାମଲାରେ ଦୋଷମୁକ୍ତ କଲେ କୋର୍ଟ

ନୂଆଦିଲ୍ଲୀ: ଭାରତୀୟ କୁସ୍ତି ସଂଘର ପୂର୍ବତନ ସଭାପତି ତଥା ବିଜେପି ନେତା ବ୍ରିଜ ଭୂଷଣ ଶରନ ସିଂହଙ୍କୁ ବଡ଼ ଆଶ୍ୱସ୍ତି। ଦେଶର ପ୍ରତିଷ୍ଠିତ ୬ ଜଣ ମହିଳା କୁସ୍ତି ଯୋଦ୍ଧା ମିଳିତ ଭାବେ ବ୍ରିଜ […]

ଗିରଫ ଆତଙ୍କବାଦୀଙ୍କ ବୟାନ ଟାର୍ଗେଟ୍‌ରେ ଥିଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ସନ୍ଦିଗ୍ଧ ଆତଙ୍କବାଦୀ ହାମିମ ମଣ୍ଡଳ ପାଖରୁ ଚାଞ୍ଚଲ୍ୟ କର ସୂଚନା ମିଳିଛି l ଏସଟିଏଫ୍ ର ଇନ୍ସପେକ୍ଟର ଆଇଜି ଗୌରବ ଶର୍ମାକହିଛନ୍ତି ଯେ, ହାମିମ ମଣ୍ଡଳକୁ ପାକିସ୍ତାନୀ ହ୍ୟାଣ୍ଡଲରମାନେ ପୁଲିସ […]

ଭୟଙ୍କର ବିମାନ ଦୁର୍ଘଟଣା: ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ‘ନାଜକା ଲାଇନ୍ସ’ ଦେଖିବାକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ଛୋଟ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିକଟସ୍ଥ ଏକ ବିଲରେ ଖସିପଡ଼ିଛି। ଭୂମିରେ ପଡ଼ିବା ମାତ୍ରେ ବିମାନଟି ଖଣ୍ଡଖଣ୍ଡ ହୋଇ ଯିବା […]

ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଲେ ରୁଚିକା

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀ ରୁଚିକା ସିଂହ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା […]

ଆତଙ୍କୀ ହମ୍‌ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। […]

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା ୪୮ […]

ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED

ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି […]

ପାକିସ୍ତାନ ଅଧିକୃତ କାଶ୍ମୀରରେ ହିଂସା: ଜାତିସଂଘ ହସ୍ତକ୍ଷେପ ପାଇଁ ଦାବି

ପାକିସ୍ତାନ: ନିର୍ବାଚନ, ରାଜନୈତିକ ଅସନ୍ତୋଷ, ଆର୍ଥିକ ସମସ୍ୟା ଏବଂ ପାକିସ୍ତାନ ସରକାରଙ୍କ ବିରୋଧରେ ବଢ଼ୁଥିବା ପ୍ରଦର୍ଶନ ଏବେ ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ବିଭିନ୍ନ ମିଡିଆ ରିପୋର୍ଟ ଓ ଆନ୍ଦୋଳନକାରୀ ସଂଗଠନର ଦାବି […]

ରେକର୍ଡ କଲା ଆରସିବି:୨୯୦୦ କୋଟି ଟଙ୍କା ହେଲା ଦଳର ବ୍ରାଣ୍ଡ ଭାଲ୍ୟୁ

ମୁମ୍ବାଇ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବ୍ରାଣ୍ଡ୍ ଭାଲ୍ୟୁ ୩୦୦ ମିଲିୟନ ଡଲାର ଅର୍ଥାତ୍ ପ୍ରାୟ ୨୯୭୯ କୋଟି ଟଙ୍କା ଅତିକ୍ରମ କରିଛି। ହୁଲିହାନ ଲୋକି (Houlihan Lokey) ର ୨୦୨୬ ଆଇପିଏଲ୍ ବ୍ରାଣ୍ଡ୍ ଭାଲ୍ୟୁ […]

କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ […]