ଉତ୍ତରାଖଣ୍ଡରେ ଓଡ଼ିଆ ଝିଅ ହତ୍ୟା ଘଟଣା…

ଭୁବନେଶ୍ୱର: ଉତ୍ତରାଖଣ୍ଡ ଲାଲପୁରରେ ରହି ପଢ଼ୁଥିବା ଜଣେ ଓଡ଼ିଆ ଛାତ୍ରୀକୁ ହତ୍ୟା ଅଭିଯୋଗ ହୋଇଛି। ସେ ହେଲେ ରାୟଗଡ଼ା ଜିଲ୍ଲା ଜେକେପୁରର ସୃଷ୍ଟି ଶର୍ମା(୨୩)। ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ତାଙ୍କୁ […]

ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଦେଲା ଯୁବକ

ବାସୁଦେବପୁର : ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। […]

ଲାଞ୍ଚ ନେଲା ବେଳେ ଧରା ପଡିଲେ ପିପିଲି RI

ପୁରୀ: ୬୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପିପିଲି ତହସିଲର ବନ୍ତଳସିଂହ ସର୍କଲ ରାଜସ୍ୱ ନିରୀକ୍ଷକ (RI) ଜୀବନକୃଷ୍ଣ ପରିଡ଼ା। ଏକ ମ୍ୟୁଟେସନ୍ ମାମଲାରେ ଆବେଦନ ପ୍ରକ୍ରିୟାକରଣ ପାଇଁ ଜଣେ ଅଭିଯୋଗକାରୀଙ୍କଠାରୁ […]

ବସ୍‌ ଭିତରେ ୪ ବର୍ଷର ଶିଶୁ କୁ ଦୁଷ୍କର୍ମ ମାମଲା; ଦୁଇ ଯବାନଙ୍କୁ ଆଜୀବନ କାରାଦଣ୍ଡାଦେଶ

ବ୍ରହ୍ମପୁର: ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍‌ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଇଥିଲା। ଉକ୍ତ ମାମଲାର ଶୁକ୍ରବାର […]

ରାଜଧାନୀରେ ନାବାଳକକୁ ମାଡ଼ ଘଟଣାର ଭିଡିଓ ଭାଇରାଲ; ୭ ଜଣ ଅଭିଯୁକ ଗିରଫ

ଭୁବନେଶ୍ୱର: ନାବାଳକକୁ ଅପହରଣ ପରେ ନିସ୍ତୁକ ମାଡ଼ ମାରୁଥିବାର ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ଧଉଳି ଥାନା ପୁଲିସ। ଏଥିରେ ମୁଖ୍ୟ ଅଭିଯୁକ୍ତ ସମେତ […]

ଘରେ ପଶି ନେଇଗଲେ ୪୦ ଗ୍ରାମ୍ ସୁନା ସହ ୨୫ ଲକ୍ଷ ଟଙ୍କା

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ମୁଖ୍ୟ ସହରରେ ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଟଙ୍କା ଓ ସୁନାଗହଣା। ବଣାଇ ଥାନାଠାରୁ ମାତ୍ର ପାଞ୍ଚ ଶହ […]

ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ । ୪୪ ଜଣ ଓକିଲ କୋର୍ଟରେ ଓକିଲାତିନାମା ଦାଖଲ କରିଥିବା ସୂଚନା ମିଳିଛି । ସେପଟେ ଅନ୍ୟତମ […]