କୋଲକାତା: ପଶ୍ଚିମବଙ୍ଗର ମାଲଦା ଜିଲ୍ଲାରେ ପୁଣି ଥରେ ରାଜନୈତିକ ହିଂସା ଭୟାନକ ରୂପ ନେଇଛି। ଇଂଲିଶ ବଜାର ଥାନା ଅନ୍ତର୍ଗତ ରାମକେଲି ଅଞ୍ଚଳରେ ୩୫ ବର୍ଷୀୟ ବିଜେପି ସମର୍ଥକ ସମୀର ଘୋଷଙ୍କୁ ଅତ୍ୟନ୍ତ ନୃଶଂସ […]
Category: ଅପରାଧ
ବିଜେପି ମଣ୍ଡଳ ସଭାପତିଙ୍କୁ ସଂଘବଦ୍ଧ ମାରଣାନ୍ତକ ଆକ୍ରମଣ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ ଘାଷିବିଲି ନିକଟସ୍ଥ ଏକ ନିର୍ଜନ ସ୍ଥାନରେ ବିଜେପି ନେତା କାଳିଆ ନାହାକଙ୍କୁ ସଂଘବଦ୍ଧ ମାରଣାନ୍ତକ ଆକ୍ରମଣ ହୋଇଛି। କାଳିଆ ହରିଡ଼ାପଦର ମଣ୍ଡଳ ବିଜେପି ସଭାପତି ଭାବେ […]
ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କଲା ପୋଲିସ
କାଠମାଣ୍ଡୁ: ନେପାଳର ପ୍ରଳୟଙ୍କାରୀ ବନ୍ୟା ପରେ ନାରାୟଣୀ ନଦୀରେ ପ୍ରବଳ ସ୍ରୋତରେ ଭାସିଆସିଥିବା ଜଣେ ମୃତ ମହିଳାଙ୍କ ଶରୀରରୁ ସୁନା କାନଫୁଲ ଚୋରି କରିବା ଅଭିଯୋଗରେ ଦୁଇ ଜଣ ଯୁବକଙ୍କୁ ଗିରଫ କରାଯାଇଛି।ନେପାଳ ପୁଲିସ୍ […]
ପ୍ରିନ୍ସିପାଲଙ୍କୁ ଛୁରୀ ଭୁଷି ହତ୍ୟା କଲେ ଦଶମ ଶ୍ରେଣୀ ଛାତ୍ର
ତେଲଙ୍ଗନା:ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଦୁଇଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗିରଫ କରିଛି ପୋଲିସ । ଅଗଷ୍ଟ ୧୨ରେ ତେଲଙ୍ଗାନାର ନଲଗୋଣ୍ଡା ଜିଲ୍ଲାର ନାଗାର୍ଜୁନ ପବ୍ଲିକ ସ୍କୁଲର ପ୍ରିନ୍ସିପାଲ କାଲ୍ଲୁ ରୂପା ରେଡ୍ଡୀଙ୍କ ମୃତ […]
ପ୍ରତିରକ୍ଷା ତଥ୍ୟ ଲିକ୍ କରି ଗିରଫ ହେଲେ ବାୟୁସେନା ଅଧିକାରୀ
ନୂଆଦିଲ୍ଲୀ:ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟଙ୍କ ‘ହନିଟ୍ରାପ୍’ ରେ ଶିକାର ହୋଇ ଦେଶର ସମ୍ବେଦନଶୀଳ ପ୍ରତିରକ୍ଷା ତଥ୍ୟ ଲିକ୍ କରିବା ଅଭିଯୋଗରେ ଜଣେ ୪୪ ବର୍ଷୀୟ ଭାରତୀୟ ବାୟୁସେନା (IAF) ୱିଙ୍ଗ କମାଣ୍ଡରଙ୍କୁ ଦିଲ୍ଲୀ ପୋଲିସ ଦ୍ୱାରା […]
ଭୂତ ବଙ୍ଗଳାରେ ହତ୍ୟାକାଣ୍ଡର ଖୋଲିଲା ରହସ୍ୟ :ଅଭିଯୁକ୍ତକୁ ଗିରଫ କଲା ପୁଲିସ
ଭୁବନେଶ୍ୱର:ଚନ୍ଦକା ଥାନା ଅଞ୍ଚଳର ପାଇକରାପୁରରେ ଥିବା ‘ଭୂତ ବଙ୍ଗଳା’ ନାମରେ ପରିଚିତ ଏକ ପରିତ୍ୟକ୍ତ କୋଠାରେ ଘଟିଥିବା ହତ୍ୟାକାଣ୍ଡର ରହସ୍ୟ ଖୋଲିଛି ପୁଲିସ।ପୁଲିସ ସୂଚନା ଅନୁସାରେ, ଗତ ୧ ତାରିଖରେ ଶୋଇବାକୁ ନେଇ ମହନୀ […]
ଆତଙ୍କୀ ହମ୍ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ
ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। […]
ରାଜଧାନୀରେ ଚାଞ୍ଚଲ୍ୟ: ପାନ ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ପାନ ଦୋକାନୀଙ୍କୁ ନିର୍ମମ ହତ୍ୟା କରାଯାଇଛି । ଗ୍ୟାରେଜ୍ ଛକ ଗାୟତ୍ରୀ ବସ୍ତି ନିକଟରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି […]
ଜାମିନ ରେ ଆସିଥିବା ଅଭିଯୁକ୍ତ ୬ ଜଣଙ୍କୁ କଲା ନିର୍ମମ ହତ୍ୟା
ତେଲେଙ୍ଗନା: ଜାମିନରେ ଆସିଥିବା ଜଣେ ୩୫ ବର୍ଷୀୟ ବ୍ୟକ୍ତି ନିଜ ପତ୍ନୀ ଏବଂ ଦୁଇ ନାବାଳକ ପୁଅଙ୍କୁ ହତ୍ୟା କରିବା ପରେ ତାଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଜଣେ ନାବାଳିକା ଓ […]
ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମହମ୍ମଦ ନାଫିସ ଆହତ
କେନ୍ଦୁଝର: ଚମ୍ପୁଆ ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର । ଗୁଳି ବିନିମୟରେ କୁଖ୍ୟାତ ଆନ୍ତଃରାଜ୍ୟ ଚୋର ମହମ୍ମଦ ନାଫିସର ଡାହାଣ ଆଣ୍ଠୁରେ ଗୁଳି ବାଜିଥିବା ସୂଚନା ମିଳିଛି। ଝାଡ଼ଖଣ୍ଡର ବାସିନ୍ଦା ଏହି ନାଫିସ […]
