ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ପ୍ରେମବ୍ୟାପାରକୁ ନେଇ ଗୁରୁବାରଠୁ ଆରମ୍ଭ ହୋଇଥିବା ଗୋଷ୍ଠୀ ସଂଘର୍ଷ ଆଜି ଉଗ୍ର ରୂପ ନେଇଥିଲା । ଗୋଟିଏ ଗୋଷ୍ଠୀର ଯୁବକମାନେ ପ୍ରତିଶୋଧ ନେବାକୁ ବୁଦ୍ଧ ବିହାରରେ ପୁଣି ତୁମୁଳକାଣ୍ଡ ଭିଆଇଛନ୍ତି […]
Category: ଅପରାଧ
ମନୋରମା ହୋଟେଲ୍ ମାଲିକ ହତ୍ୟା ମାମଲା; ଅଭିଯୁକ୍ତକୁ ପୁରୀ ପୁଲିସର ଏନକାଉଣ୍ଟର
ପୁରୀ: ବଳିଆପଣ୍ଡା ଅଞ୍ଚଳର ‘ମନୋରମା’ ହୋଟେଲର ମାଲିକକୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ପବିତ୍ର ନାୟକ। ହୋଟେଲ ମାଲିକ ପବିତ୍ର ନାୟକଙ୍କ ହତ୍ୟା ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ […]
ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ
ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର […]
ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କଲା ପୋଲିସ
ନୟାଗଡ: ଓଡଗାଁର ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି । ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଏବଂ ଗୋଟିଏ କାର୍ ଜବତ ହୋଇଛି । ପ୍ରେସମିଟ୍ କରି ଏହି ସୁଚନା […]
କଟକ ନୂଆପଡା ପ୍ରେସ କଲୋନୀରେ ଗୁଳି ମାଡ଼ରେ ଯୁବକ ମୄତ
କଟକ : ମଧୁପାଟଣା ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି। ଏହି ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ସୌମ୍ୟରଂଜନ ଜେନା (୩୪) । […]
ବଡ଼ବିଲ ପୁଲିସର ଏନକାଉଣ୍ଟର, ମୋଷ୍ଟ ୱାଣ୍ଟେଡ୍ ସିପୁ ଗିରଫ
କେନ୍ଦୁଝର: ବଡ଼ବିଲ ଥାନା ଅଞ୍ଚଳରେ ଗତ କିଛି ଦିନ ତଳେ ବ୍ୟାଙ୍କ ଅଫ ମହାରାଷ୍ଟ୍ରରେ ବଡ଼ ଧରଣର ଡକାୟତି ହୋଇଥିଲା । ଯାହା କେସ ନମ୍ବର ୨୯/୨୬ ଥିଲା । ଏହି ଘଟଣାରେ ପୁଲିସ […]
୩ କୋଟିର ବୀମା ରାଶି ପାଇଁ ସର୍ପ ଦଂଶନ କରାଇ ବାପାକୁ ହତ୍ୟା
ତାମିଲନାଡୁ:ଗତ ଅକ୍ଟୋବର ୨୨ରେ ତାମିଲନାଡୁର ତିରୁଭଲ୍ଲୁର ନିକଟ ପୋଥରଥୁରପେଟ୍ଟଇ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ମୃତକ ହେଲେ ୫୬ ବର୍ଷୀୟ ଗଣୋ। ସେ ଏକ ସରକାରୀ ସଂସ୍ଥାରେ ଲାବ୍ ଆସିଷ୍ଟାଣ୍ଟ ପଦବୀରେ ଚାକିରି […]
ଜାତିଆଣ ହିଂସାରେ ବାଂଲାଦେଶ ପୁଣି ଅଶାନ୍ତ
ନୂଆଦିଲ୍ଲୀ: ପୁଣି ଥରେ ପଡୋଶୀ ଦେଶ ବାଂଲାଦେଶରେ ହିଂସା ଦେଖିବାକୁ ମିଳିଛି । ମୟମନସିଂହ ଜିଲ୍ଲାରେ ଗୁରୁବାର ରାତିରେ ଜଣେ ହିନ୍ଦୁ ଯୁବକଙ୍କୁ ଭିଡ ମଧ୍ୟରେ ପିଟି ପିଟି ହତ୍ୟା କରାଯାଇଛି । ମୃତକ […]
କେନ୍ଦୁଝର ଅତିଥି ଅଧ୍ୟାପିକାଙ୍କ ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ମାଇନିଂ କଲୋନୀରେ ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ହୋଇଥିଲା। ମୃତକ ହେଲେ ବାଲେଶ୍ୱର ଜିଲ୍ଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ ତାଳପଦା […]
ଛାତ୍ରଙ୍କ ପକେଟରୁ ବାହାରିଲା ବନ୍ଧୁକ
କେନ୍ଦ୍ରାପଡା: ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ନିକଟରୁ ଏକ ବନ୍ଧୁକ ଜବତ ହୋଇଛି। ଏହି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲ୍ଲାର କୁଦାନଗରୀ ଥାନା କୋରୁଆ ସରକାରୀ ହାଇସ୍କୁଲ ଭିତରେ। ମିଳିଥିବା ଖବର ଅନୁସାରେ, […]
