ଏମ.ଭି ୨୬ ଗାଁରେ ୧୬୩ ଧାରା ଲାଗୁ, ୪ ଦିନ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି: ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ମାଲକାନଗିରି ଜିଲ୍ଲାର ଏମଭି-୨୬ ଏବଂ ରାଖାଲଗୁଡ଼ା ଗ୍ରାମ ମଧ୍ୟରେ ଗୋଷ୍ଠୀ ବିବାଦ ଦେଖାଦେଇଛି । ଫଳରେ ଦୁଇ ଗ୍ରାମର ୧୦ କିଲୋମିଟର୍ ପରିଧି ପର୍ଯ୍ୟନ୍ତ ଭାରତୀୟ ନ୍ୟାୟ […]

ଭିଜିଲାନ୍ସ ଜାଲରେ ନିମାପଡ଼ା ଏନଏସି ଅମିନ

ନିମାପଡା :କୋଠା ନିର୍ମାଣ ଅନୁମୋଦନ ପାଇଁ ଫାଇଲ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ନିକଟକୁ ପଠାଇବା ଲାଗି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପୁରୀ ଜିଲା ନିମାପଡ଼ା ଏନଏସିର ଅମିନ ବିଜୟ କୁମାର […]

ତିନି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର୍…

ରାଉରକେଲା: ଦୀର୍ଘ ଦିନ ହେଲା ବଣାଇ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏହି ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଧରିବାରେ ସଫଳ ହୋଇଛି ବଣାଇ ପୋଲିସ । ଡକାୟତି ପାଇଁ ଯୋଜନା କରୁଥିବା ବେଳେ ବଣାଇ ଏସଡିପିଓ ଖବର […]

ମୋଷ୍ଟୱାଣ୍ଟେଡ ଅନମୋଲ ବିଷ୍ଣୋଇକୁ ଆମେରିକା ପକ୍ଷରୁ ଭାରତକୁ ହସ୍ତାନ୍ତର

ନୂଆଦିଲ୍ଲୀ : ଭାରତକୁ ମିଳିଛି ଏକ ବଡ଼ ସଫଳତା। ଏକାଧିକ ହାଇପ୍ରୋଫାଇଲ ମାମଲାର ମୋଷ୍ଟୱାଣ୍ଟେଡ ଅନମୋଲ ବିଷ୍ଣୋଇକୁ ଆମେରିକା ପକ୍ଷରୁ ଭାରତକୁ ହସ୍ତାନ୍ତର କରାଯାଇଛି। ଅନମୋଲ ହେଉଛି ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ସାନ ଭାଇ। […]

ଆତଙ୍କବାଦୀ କାର୍ଯ୍ୟକଳାପରେ ସାମିଲ ଥିବା ଅବଦୁର ରେହମାନ ର ଜାମିନ ଖାରଜ

କଟକ: ଉଗ୍ରବାଦୀ କାର୍ଯ୍ୟକଳାପରେ ସାମିଲ ଥିବା ଅବଦୁର ରେହମାନ ର ଜାମିନ ଖାରଜ କରିଛନ୍ତି ହାଇକୋର୍ଟ । ଆଜି ଓଡ଼ିଶା ଉଚ୍ଚ ନ୍ୟାୟଳୟ ଅବଦୁରର ଜାମିନ ଆବେଦନକୁ ଖାରଜ କରଛନ୍ତି । ପୂର୍ବରୁ ମଧ୍ୟ […]

ଉତ୍ତରାଖଣ୍ଡରେ ଓଡ଼ିଆ ଝିଅ ହତ୍ୟା ଘଟଣା…

ଭୁବନେଶ୍ୱର: ଉତ୍ତରାଖଣ୍ଡ ଲାଲପୁରରେ ରହି ପଢ଼ୁଥିବା ଜଣେ ଓଡ଼ିଆ ଛାତ୍ରୀକୁ ହତ୍ୟା ଅଭିଯୋଗ ହୋଇଛି। ସେ ହେଲେ ରାୟଗଡ଼ା ଜିଲ୍ଲା ଜେକେପୁରର ସୃଷ୍ଟି ଶର୍ମା(୨୩)। ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ତାଙ୍କୁ […]

ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଦେଲା ଯୁବକ

ବାସୁଦେବପୁର : ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। […]

ଲାଞ୍ଚ ନେଲା ବେଳେ ଧରା ପଡିଲେ ପିପିଲି RI

ପୁରୀ: ୬୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପିପିଲି ତହସିଲର ବନ୍ତଳସିଂହ ସର୍କଲ ରାଜସ୍ୱ ନିରୀକ୍ଷକ (RI) ଜୀବନକୃଷ୍ଣ ପରିଡ଼ା। ଏକ ମ୍ୟୁଟେସନ୍ ମାମଲାରେ ଆବେଦନ ପ୍ରକ୍ରିୟାକରଣ ପାଇଁ ଜଣେ ଅଭିଯୋଗକାରୀଙ୍କଠାରୁ […]

ବସ୍‌ ଭିତରେ ୪ ବର୍ଷର ଶିଶୁ କୁ ଦୁଷ୍କର୍ମ ମାମଲା; ଦୁଇ ଯବାନଙ୍କୁ ଆଜୀବନ କାରାଦଣ୍ଡାଦେଶ

ବ୍ରହ୍ମପୁର: ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍‌ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଇଥିଲା। ଉକ୍ତ ମାମଲାର ଶୁକ୍ରବାର […]

ରାଜଧାନୀରେ ନାବାଳକକୁ ମାଡ଼ ଘଟଣାର ଭିଡିଓ ଭାଇରାଲ; ୭ ଜଣ ଅଭିଯୁକ ଗିରଫ

ଭୁବନେଶ୍ୱର: ନାବାଳକକୁ ଅପହରଣ ପରେ ନିସ୍ତୁକ ମାଡ଼ ମାରୁଥିବାର ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ଧଉଳି ଥାନା ପୁଲିସ। ଏଥିରେ ମୁଖ୍ୟ ଅଭିଯୁକ୍ତ ସମେତ […]