ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଓଲି ଗିରଫ

ନୂଆଦିଲ୍ଲୀ:ଶପଥ ଗ୍ରହଣ କରିବାର ୨୪ ଘଣ୍ଟା ମଧ୍ୟରେ ବଡ଼ ଆକ୍ସନ ନେଇଛନ୍ତି ନେପାଳ ର ନୂତନ ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସରକାର। ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଏବଂ ପୂର୍ବତନ ଗୃହମନ୍ତ୍ରୀ ରମେଶ […]

ଇରାନର ନୂଆ ଲିଡରକୁ ଇସ୍ରାଏଲର ଖୋଲା ଧମକ

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ବୁଧବାର ଚେତାବନୀ ଜାରି କରିଛନ୍ତି । ସେ କହିଛନ୍ତି ଇରାନରେ ନିଯୁକ୍ତ ଯେ କୌଣସି ନୂଆ ନେତା ଯଦି ଆମ ଦେଶକୁ ଧ୍ୱଂସ କରିବାର ଯୋଜନା […]

ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଯୁଦ୍ଧ ଘୋଷଣା କଲା ଇରାନ

ତେହେରାନ : ଆମେରିକା ଓ ଇସ୍ରାଏଲର ମିଳିତ ଭାବରେ ଇରାନ ଉପରେ ଆକ୍ରମଣ କରିଛନ୍ତି l ଇରାନ ମଧ୍ୟ ଏହାର ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ […]

ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

ଋଷିଆ : ଋଷିଆରେ ଭାରତୀୟ ଛାତ୍ରଙ୍କୁ ମାରାଣାସ୍ତ୍ରରେ ଆକ୍ରମଣ ହୋଇଛି । ମେଡିକାଲ କଲେଜ ହଷ୍ଟେଲରେ ପଶି ଏହି ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ୪ଜଣ ଭାରତୀୟ ଛାତ୍ର ଆହତ ହୋଇଛନ୍ତି । […]

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ […]

WHO ରୁ ବାଦ ପଡିଲା ଆମେରିକା

ଆମେରିକା: ଆମେରିକା ଏବେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହିତ ସମ୍ପର୍କ ଛିନ୍ନ କରିଛନ୍ତି । WHO ବା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ସହ ଔପଚାରିକ ଭାବେ ନିଜକୁ ଅଲଗା କରିଛି ଆମେରିକା । ପୂର୍ବରୁ […]

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବିରୋଧ

ନୂଆଦିଲ୍ଲୀ :ଭେନେଜୁଏଲାରେ ଆକ୍ରମଣ କରି ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଅପହରଣ ପରେ ଟ୍ରମ୍ପଙ୍କୁ ସବୁ ଆଡେ ବିରୋଧ କରାଯାଉଛି। ଆମେରିକାର ଏପରି କାର୍ଯ୍ୟକଳାପକୁ ଅନେକ ସହଯୋଗୀ ଦେଶ ନିନ୍ଦା କରିଛନ୍ତି । ଆଗାମୀ ଦିନରେ […]

ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୨ରୁ ଅଧିକ ଆହତ

ଜୋହାନ୍ସବର୍ଗ: ଜୋହନ୍ସବର୍ଗର ଦକ୍ଷିଣ ପଶ୍ଚିମାଞ୍ଚଳ ଅନ୍ତର୍ଗତ ବେକେର୍ସଡାଲରେ ଘଟିଛି ଏକ ଲୋମହର୍ଷକ ଘଟଣା। କେତେକ ଦୁର୍ବୃତ୍ତମାନେ ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ କରିଛନ୍ତି । କିଛି ମାସ ମଧ୍ୟରେ ଏହା ଦକ୍ଷିଣ ଆଫ୍ରିକାରେ […]

ଭାରତ-ରୁଷ ମଧ୍ୟରେ ୭ ଚୁକ୍ତି ସ୍ୱାକ୍ଷରିତ

ନୂଆଦିଲ୍ଲୀ: ଭାରତ ଯାତ୍ରାରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ସକାଳେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜଘାଟର ସ୍ମାରିକାରେ ପୁତିନ ଦସ୍ତଖତ ମଧ୍ୟ କରିଛନ୍ତି । […]

G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକା ଗସ୍ତରେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ସେ ନଭେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୦ ତମ G20 ଶିଖର […]